ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ କରିବାକୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପରାମର୍ଶ

ନୂଆଦିଲ୍ଲୀ,୨୯।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ସେହିପରି କାର୍ଯ୍ୟାଳୟରେ କରୋନା ସଂକ୍ରମିତଙ୍କ ସମ୍ପର୍କରେ ସୂଚନା ପାଇବା ପାଇଁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ କରିବାକୁ ସରକାରଙ୍କ ପକ୍ଷରୁ ପରାକର୍ଶ ଦିଆଯାଇଛି। ବୁଧବାର ସରକାର ଏନେଇ ସୂଚନା ଦେଇଛନ୍ତି। ଏହାଦ୍ୱାରା କର୍ମଚାରୀ କାର୍ଯ୍ୟାଳୟରେ ମଧ୍ୟ କରୋନା ସଂକ୍ରମିତଙ୍କ ସମ୍ପର୍କରେ ଅପ୍‌ଡେଟ୍‌ ରହିପାରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୟ-ଆତଙ୍କ ସ୍ଥିତିରେ ‘ଆଶାର ଗୀତ’ ଗାଇ କରୋନା ସହିତ ଲଢ଼େଇ ପାଇଁ ଲୋକଙ୍କୁ ଉତ୍ସାହିତ କରୁଛନ୍ତି ଡାକ୍ତର: ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସହିତ ମାର୍ଗଦର୍ଶିକା ଜାରି କରାଯାଇଛି। ତେବେ ବି...

ଜେପି ନଡ୍ଡାଙ୍କୁ କରୋନା

ନୂଆଦିଲ୍ଲୀ,୧୧।୧: ଏବେ ଦେଶରେ କରୋନା ମାମଲା ବଢି ବଢି ଚାଲିଛି। କରୋନା ଦ୍ୱାରା ଅନେକ ନେତା ମଧ୍ୟ ଆକ୍ରାନ୍ତ ହେଉଛନ୍ତି। ଦେଶର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ...

ପିଏମ୍ କେୟାର୍ସ ଫଣ୍ଡକୁ ନେଇ ଲୋକ ସଭାରେ କଂଗ୍ରେସକୁ ଜବାବ ଦେଲେ ଅନୁରାଗ

ନୂଆଦିଲ୍ଲୀ,୧୮ ।୯: ଲୋକ ସଭାରେ ଶୁକ୍ରବାର ପିଏମ୍ କେୟାର୍ସ ଫଣ୍ଡକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ କଥା କଟାକଟି ହୋଇଛି ।...

କେଜରିୱାଲଙ୍କୁ ବିରୋଧିଙ୍କ ଟାର୍ଗେଟ, ବିନା ସର୍ତ୍ତରେ ମାଗନ୍ତୁ କ୍ଷମା

ନୂଆଦିଲ୍ଲୀ,୧୮ ।୧୦: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୋଟିଏ ଦିନ ପୂର୍ବରୁ ମନୀଷ ସିସୋଡିଆଙ୍କୁ ଭଗତ ସିଂଙ୍କ ସହ ତୁଳନା କରିଥିଲେ । ଯାହାକୁ ନେଇ...

ଲଖିମପୁର ହିଂସା: ଗୃହ ରାଜ୍ୟ ମନ୍ତ୍ରୀଙ୍କ ପୁଅଙ୍କୁ ମିଳିଲା ଜାମିନ

ଲକ୍ଷ୍ନୌ,୧୦।୨: ଉତ୍ତରପ୍ରଦେଶ ଲଖିମପୁର ଖେରି ହିଂସା ମାମଲାରେ କେନ୍ଦ୍ରୀୟ ସ୍ବରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କୁ ଜାମିନ ମିଳିଛି। ଗୁରୁବାର ଆହ୍ଲାବାଦ...

ନିଜ ହେଲିକପ୍ଟରକୁ ଖସାଇଥିଲା ଆଇଏଏଫ୍‌

ନୂଆଦିଲ୍ଲୀ,୨୫ା୫: ପୁଲ୍‌ଓ୍ବାମା ଆକ୍ରମଣ ପରେ ପାକିସ୍ତାନର ବାଲାକୋଟ୍‌ ଶିବିରରେ ଭାରତୀୟ ବାୟୁସେନା (ଆଇଏଏଫ୍‌) ପକ୍ଷରୁ କରାଯାଇଥିବା ଏୟାର୍‌ଷ୍ଟ୍ରାଇକ୍‌ରେ ୩୫୦ରୁ ଊର୍ଦ୍ଧ୍ୱ ଆତଙ୍କବାଦୀ ନିହତ ହୋଇଥିବା ଦାବି...

ରେଲଓ୍ବେ ଟ୍ରାକ୍‌ ଉଡାଇଲେ ମାଓବାଦୀ…

ରାଞ୍ଚି, ୨୭।୧ : ଝାଡ଼ଖଣ୍ଡରେ ବୁଧବାର-ଗୁରୁବାର ବିଳମ୍ବିତ ରାତିରେ ମାଓବାଦୀମାନେ ରେଲଓ୍ବେ ଟ୍ରାକ୍‌କୁ ଉଡାଇ ଦେଇଛନ୍ତି। ଝାଡ଼ଖଣ୍ଡର ଗିରିଡ଼ିହ ନିକଟରେ ମାଓବାଦୀମାନଙ୍କ ପକ୍ଷରୁ ଏଭଳି ଆଇଡି...

ପାକିସ୍ତାନ ବିପକ୍ଷରେ ଭାରତର ବିଜୟ: ଅମିତ ଶାହ କହିଲେ, ଆଉ ଏକ ସର୍ଜିକାଲ ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ, ୧୭।୬: ବିଶ୍ୱକପର ଏକ ହେଭିଓ୍ବେଟ ମୁକାବିଲାରେ ଭାରତ ୮୯ ରନରେ ପାକିସ୍ତାନକୁ ପରାସ୍ତ କରିଛି। ଏହି ମହାବିଜୟ ପରେ ଭାରତକୁ ଶୁଭେଚ୍ଛା ଜଣାଇଛନ୍ତି ବହୁ...

Advertisement
Archives

Model This Week