ଆର୍ଟିଫିସିଆଲ୍‌ ଜୁଏଲେରୀ କେୟାର୍‌

ବର୍ତ୍ତମାନ ଭଳିକି ଭଳି ଆର୍ଟିଫିସିଆଲ୍‌ ଜୁଏଲେରୀ ଟ୍ରେଣ୍ଡ୍‌ରେ ରହିଛି। କମ୍‌ ଖର୍ଚ୍ଚରେ ଏକାଧିକ ଜୁଏଲେରୀ କିଣି ହେଉଥିବାରୁ ଏହାକୁ ସମସ୍ତେ ପସନ୍ଦ କରୁଛନ୍ତି। ହେଲେ ସାମାନ୍ୟ ଅବହେଳାରେ ଏସବୁ ଶୀଘ୍ର ଖରାପ ହୋଇଯିବାର ଆଶଙ୍କା ରହିଛି। ତେଣୁ ଏଭଳି ଜୁଏଲେରୀର କିପରି ଯତ୍ନ ନେବେ ଜାଣି ରଖନ୍ତୁ ଟିପ୍ସ…

ଏଭଳି ଜୁଏଲେରୀ ଓ୍ବାଟରପ୍ରୁଫ୍‌ ନୁହେଁ, ତା’ଛଡା ପାଣି ସଂସ୍ପର୍ଶରେ ଆସିଲେ ଜଙ୍କ ହେବା କିମ୍ବା ରଙ୍ଗ ଛାଡିଯିବାର ଆଶଙ୍କା ରହିଛି। ତେଣୁ ଏହାକୁ ବ୍ୟବହାର କଲାପରେ ଝାଳ ଲାଗିଥିବଲେ ଭଲ ଭାବେ ପୋଛି ଜିପ୍‌ ଲକ୍‌ ପ୍ଲାଷ୍ଟିକ୍‌ ପାଉଚ୍‌ରେ ଏହାକୁ ରଖନ୍ତୁ।
ଏଭଳି ଜୁଏଲେରୀ ପରଫ୍ୟୁମ ସଂପ୍ସର୍ଶରେ ଆସି ଖରାପ ହୋଇଯାଏ। ତେଣୁ ଫରଫ୍ୟୁମ୍‌ ଠାରୁ ଯଥା ସମ୍ଭବ ଏହାକୁ ଦୂରେଇ ରଖନ୍ତୁ।
ଏଭଳି ଜୁଏଲେରୀକୁ ସଫା କରିବା ଲାଗି ଟୁଥ୍‌ ପାଉଡର ବ୍ୟବହାର କରନ୍ତୁ। ଏହାକୁ ଲଗାଇ ଧିରେ ଧିରେ ବ୍ରଶ୍‌ ସାହାଯ୍ୟରେ ଘଷି ସଫା ନରମ କପଡାରେ ପୋଛି ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ୪ ଦିନ ପରେ ଖୋଲିଲା ଗାଜଲବାଡ଼ି ଘାଟି ରାସ୍ତା, ତଥାପି ଜାରି ରହିଛି ଭାରୀଯାନ ଚଳାଚଳ କଟକଣା

ଦାରିଙ୍ଗବାଡ଼ି,୨୭ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାରୁ ୪ ଦିନ ପରେ ସିଲ୍‌କୁ ହଟାଇଛି ଗଞ୍ଜାମ ଜିଲା ପ୍ରଶାସନ।ଫଳରେ ଗାଡ଼ି…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ହର୍ମୁଜକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ, କହିଲେ ‘କାଙ୍ଗାଳ ହୋଇଗଲାଣି ଇରାନ’

ଓ୍ବାଶିଂଟନ,୨୭।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୱାଶିଂଟନ ଡି.ସି. ଠାରେ ହର୍ମୁଜ ପ୍ରଣାଳୀ (Strait of Hormuz) ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ଟ୍ରମ୍ପ ଦାବି…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଚେତାବନୀ: ବଙ୍ଗୋପସାଗରରେ ନୂଆ ଲଘୁଚାପ ବଳୟ! ଏସବୁ ଜିଲାରେ…

ଭୁବନେଶ୍ୱର, ୨୭ା୯: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । କେନ୍ଦ୍ରୀୟ ଥାଇଲାଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ମିଆଁମାର ଉପକୂଳ ଉପରେ ଆଜି ଏକ ଲଘୁଚାପ…

PM Modi Mann Ki Baat: ୧୩୮ତମ ସଂସ୍କରଣରେ ବାଲାକୋଟ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଉଲ୍ଲେଖ କଲେ ମୋଦି

ନୂଆଦିଲ୍ଲୀ,୨୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (୨୭ ସେପ୍ଟେମ୍ବର) ନିଜର ‘ମନ କି ବାତ’ ରେଡିଓ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି କାର୍ଯ୍ୟକ୍ରମର ୧୩୮ତମ…

ସୋସୋରେ ଫୁଟିଲା ଗୁଳି, ବ୍ୟବସାୟୀଙ୍କଠାରୁ ଲୁଟ୍‌

ହାଟଡିହୀ, ୨୭।୯ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ସୋସୋ ଥାନା ଅଞ୍ଚଳରେ ଗୁଳି ଫୁଟାଇ ଜଣେ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତମାନେ ଗତ ଶନିବାର…

ପର୍ଯ୍ୟଟନର ବାର୍ତ୍ତା ନେଇ ଦୌଡ଼ିଲେ ଶତାଧିକ ଛାତ୍ରୀଛାତ୍ର

କୋରାପୁଟ,୨୭ା୯(ଅମିତାଭ ବେହେରା): ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଶନିବାର ପର୍ଯ୍ୟଟନ ସଚେତନତାର ବାର୍ତ୍ତା ଦିଆଯାଇଛି। ପର୍ଯ୍ୟଟନସ୍ଥଳୀ ପ୍ରତି ଲୋକଙ୍କ ଆଗ୍ରହ ବଢ଼ାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?