ଆର୍ଥିକ ଅନଗ୍ରସରଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ

ରାଇକିଆ,୨୩ା୪(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ସାଧାରଣ ଲୋକ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷ କରି ଆର୍ଥିକ ଅନଗ୍ରସର ଲୋକଙ୍କ ଉପରେ ଏହାର ପ୍ରଭାବ ପଡୁଛି। ରାଇକିଆ ବ୍ଲକର ଯୁବ ସମାଜସେବୀ ମେନେଶ୍ୱର୍‌ ଦିଗାଲ ୧୫୦ରୁ ଉର୍ଦ୍ଧ୍ୱ ପରିବାରଙ୍କୁ ଖାଦ୍ୟ ସାମଗ୍ରୀ ବଣ୍ଟନ କରିଛନ୍ତି। ଏଥିସହ ମାସ୍କ ବଣ୍ଟନ କରି ହାତ ଧୋଇବା, ସାମାଜିକ ଦୂରତା ସମ୍ପର୍କରେ ସଚେତନ କରିଥିଲେ। ସଚେତନ କାର୍ଯୟକ୍ରମରେ ଆଶା ଓ ଅଙ୍ଗୱାଡ଼ି କର୍ମୀ ଉପସ୍ଥିତ ରହି ସହଯୋଗ କରିଥିଲେ। ତାଙ୍କ ସହ ସରପଞ୍ଚ ପଞ୍ଚୁ ପ୍ରଧାନ, ସମିତି ସଭ୍ୟା ମିନୀ ନାୟକ, ସ୍ବେଚ୍ଛାସେବୀ ସୁକାନ୍ତ ନାୟକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଦୁଇ ଦିନ ଧରି ପ୍ରବଳ ବର୍ଷା ହେଉଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri