Advertisement
Posted inଜାତୀୟ

ଆର୍ଥିକ ମାନ୍ଦାବସ୍ଥାକୁ ନେଇ ସରକାର ଚୁପ୍‌ ରହିବା ଦେଶ ପାଇଁ କ୍ଷତିକାରକ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୫।୯: ଆର୍ଥିକ ମାନ୍ଦାବସ୍ଥାକୁ ନେଇ ଏଥର ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ। ସେ କହିଛନ୍ତି ଦେଶର ଅର୍ଥନୀତି ଏବେ ମାନ୍ଦାବସ୍ଥା ଆଡକୁ ଗତି କରିଛି। ଆଉ ଏହାର ଜବାବ ନ ଦେଇ ସରକାର ଚୁପ୍‌ ରହିବା ମଧ୍ୟ ଦେଶ ପାଇଁ କ୍ଷତିକାରକ ବୋଲି ସେ କହିଛନ୍ତି। କାରଣ ନା ଏହି ଅର୍ଥ ବ୍ୟବସ୍ଥାର ସମାଧାନ କରିବାକୁ ସରକାରଙ୍କ ପାଖରେ କୌଣସି ଉପାୟ ଅଛି ନା ଜନତାଙ୍କୁ ସାମ୍ନା କରିବାକୁ ସରକାରଙ୍କ ପାଖରେ ଶକ୍ତି ଅଛି। ସେଥିପାଇଁ ସରକାର ଚୁପ୍‌ ରହିଛନ୍ତି ବୋଲି ପ୍ରିୟଙ୍କା କହିଛନ୍ତି। ସୂଚନାଯୋଗ୍ୟ, ଦେଶର ଆର୍ଥିକ ମାନ୍ଦାବସ୍ଥାକୁ ନେଇ ମୋଦି ସରକାରଙ୍କୁ ବିଭିନ୍ନ ସମୟରେ ବିରୋଧୀ ଟାର୍ଗେଟ କରୁଛନ୍ତି। କିଛିଦିନ ତଳେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ମଧ୍ୟ ଏନେଇ ମୋଦିଙ୍କୁ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାମମନ୍ଦିର ନିର୍ମାଣରେ ବ୍ୟବହୃତ ହେବ ବଂଶୀ ପାହାଡ଼ପୁର ପଥର: ପ୍ରତି ମାସରେ ଆସିବ ୧୦ରୁ ୨୦ ଟ୍ରକ

ନୂଆଦିଲ୍ଲୀ,୧୦।୧୧: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କରାଯିବା ପାଇଁ ଯୋଜନା ଆରମ୍ଭ ହୋଇଛି। ମନ୍ଦିର ନିର୍ମାଣରେ ରାଜସ୍ଥାନ ଭରତପୁର ଅନ୍ତର୍ଗତ ବଂଶୀ ପାହାଡ଼ପୁର ପଥର ବ୍ୟବହୃତ ହେବ।...

ଚାଇନାର ସୋସିଆଲ ମିଡିଆ, ଓ୍ବେଇବୋରୁ ହଟିଲା ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୧।୭: ଭାରତ ସରକାର ଭାଇନାର ୫୯ ଆପ୍‌ ଉପରେ ପ୍ରତିବନ୍ଧକ ଲଗାଇବା ପରେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଇନାର ମାଇକ୍ରୋବ୍ଲଗିଙ୍ଗ ଓ୍ବେବସାଇଟ ଓ୍ବେଇବୋରୁ ହଟି...

ରାମ ମନ୍ଦିର ନିର୍ମାଣ : ଗୋଟିଏ ମାସରେ ଟ୍ରଷ୍ଟର ଖାତାକୁ ଆସିଲାଣି ୧ହଜାର କୋଟି ଟଙ୍କା

ଲକ୍ଷ୍ନୌ,୧୨ ।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ପାଣ୍ଠି ଏକାଠି କରିବା କାର୍ଯ୍ୟ ଯୋରସୋରରେ ଚାଲିଛି । ସାରା ଦେଶରେ ପାଖାପାଖି ଦେଢ ଲକ୍ଷ...

ମମତାଙ୍କୁ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ଇଡିର ସମନ

କୋଲକାତା,୩୦।୮: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ମଙ୍ଗଳବାର ଟିଏମ୍‌ସିର ରାଷ୍ଟ୍ରୀୟ ମହାସଚିବ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କୁ ସମନ ପଠାଇଛି। କୋଇଲା ଚୋରି ସ୍କାମର...

ରାଜ ବାବ୍ବରଙ୍କୁ ଦୌଡାଇ ଦୌଡାଇ ମାରିବାକୁ ଧମକ

ନୂଆଦିଲ୍ଲୀ,୧୬।୪; ଫତେପୁର ସିକ୍ରିରୁ ନିର୍ବାଚନ ଲଢୁଥିବା ବିଏସ୍‌ପି ନେତା ଗୁଡ୍ଡୁ ପଣ୍ଡିତଙ୍କର ଏକ ଭିଡ଼ିଓ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ କଂଗ୍ରେସ ନେତା ରାଜ...

୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ମାମଲା: ସଜ୍ଜନ କୁମାରଙ୍କୁ ମିଳିଲାନି ଜାମିନ

ନୂଆଦିଲ୍ଲୀ,୪।୯: ପୂର୍ବତନ କଂଗ୍ରେସ ନେତା ସଜ୍ଜନ କୁମାରଙ୍କୁ ୧୯୮୪ ଶିଖ୍‌ ବିରୋଧୀ ଦଙ୍ଗା ମାମଲାରେ ସୁପ୍ରିମକୋର୍ଟ ଜାମିନ ଦେବାକୁ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟର ମୁଖ୍ୟ...

ସ୍ୱଚ୍ଛ ହେଲା ଗଙ୍ଗାଜଳ

ବାରାଣସୀ,୫ ।୪: କରୋନା ସଂକ୍ରମଣକୁ ନେଇ ସାରା ଦେଶରେ ଲକ୍‌ଡାଉନ୍ ଘୋଷଣା କରାଯାଇଥିବା ବେଳେ କଳକାରାଖାନାକୁ ମଧ୍ୟ ବନ୍ଦ କରିଦିଆଯାଇଛି । ଫଳରେ ଏବେ ବାରାଣସୀର...

ଇଭିଏମ୍‌ରେ ଭାଗ୍ୟ, ୧୧କୁ ଅପେକ୍ଷା: ଦିଲ୍ଲୀରେ ୬୧.୪୬% ମତଦାନ

ନୂଆଦିଲ୍ଲୀ,୯ା୨: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦିଲ୍ଲୀ ବିଧାନସଭାର ୭୦ ଆସନରେ ନିର୍ବାଚନ ଶେଷ ହୋଇଛି। ଶନିବାର ସକାଳ ୮ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟଗ୍ରହଣ...

Advertisement
Archives

Model This Week