ଆର୍ଥିକ ମାନ୍ଦାବସ୍ଥାର ପ୍ରତିବାଦ: ୨୦ରୁ ୨୩ କଂଗ୍ରେସର ଆନ୍ଦୋଳନ

ଭୁବନେଶ୍ୱର,୧୭।୧୧(ବ୍ୟୁରୋ):ଦେଶର ଅର୍ଥନୀତି ନିମ୍ନଗାମୀ ହୋଇଛି। ନେତୃତ୍ୱାଧୀନ କେନ୍ଦ୍ରର ଏନ୍‌ଡିଏ ସରକାରଙ୍କ ଜନବିରୋଧୀ ଆର୍ଥିକ ନୀତି ଏଥିପାଇଁ ଦାୟୀ ବୋଲି କଂଗ୍ରେସ କହିଛି। ଏହି କ୍ରମରେ ଦଳ ପକ୍ଷରୁ ସାରା ଦେଶରେ ଜନ ଆନ୍ଦୋଳନ ଡାକରା ଦିଆଯାଇଛି। ଆସନ୍ତା ୨୦ରୁ ୨୩ ପର୍ଯ୍ୟନ୍ତ ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ରାଜ୍ୟରେ ଆନ୍ଦୋଳନ କରାଯିବ। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଶନିବାର ନୂଆଦିଲ୍ଲୀଠାରେ ଏହି ସୂଚନା ଦେଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି ପକ୍ଷରୁ ଆୟୋଜିତ ଏକ ସମୀକ୍ଷା ବୈଠକରେ ଯୋଗଦେବା ପରେ ଗଣମାଧ୍ୟମକୁ ନିରଞ୍ଜନ ଏହି ସୂଚନା ଦେଇଥିଲେ। କଂଗ୍ରେସ ପକ୍ଷରୁ ଚଳିତ ମାସ ୨୦,୨୧ ଏବଂ ୨୨ରେ ବିଭିନ୍ନ ଜିଲା, ସଦର ମହକୁମା ଆଦି ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ସେହିପରି ୨୩ରେ ରାଜ୍ୟସ୍ତରୀୟ ବିକ୍ଷୋଭ କରାଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ପରୀକ୍ଷକ ତାଲିକା ପାଇଁ ଶିକ୍ଷକଙ୍କ ତଥ୍ୟ ମାଗିଲା ସିଏଚ୍‌ଏସ୍‌ଇ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ବାର୍ଷିକ ପରୀକ୍ଷା ୨୦୨୩ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ପରୀକ୍ଷା ନିୟନ୍ତ୍ରକ ସବୁ ଉଚ୍ଚ...

ରାଜଧାନୀ କଲେଜର ନୂତନ ଅଧ୍ୟକ୍ଷ ହେଲେ ଅରୁଣ ସାମଲ

ଭୁବନେଶ୍ୱର, ୧୬।୯(ବ୍ୟୁରୋ) – ରାଜଧାନୀ କଲେଜର ନୂତନ ଅଧ୍ୟକ୍ଷ ହେଲେ ପ୍ରଫେସର ଅରୁଣ କୁମାର ସାମଲ। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ...

ସମୟ ପୂର୍ବରୁ ବନ୍ଦ ହେଉଛି ସ୍କୁଲ: ୬୦ ଶିକ୍ଷକଙ୍କୁ କୈଫିୟତ ତଲବ

ପଟ୍ଟାଙ୍ଗି,୧୮ା୭(ଡି.ଏନ୍‌.ଏ.): ଖରା ଛୁଟି ପରେ ଜୁନ୍‌ ୨୨ ତାରିଖ ରାଜ୍ୟର ସମସ୍ତ ସ୍କୁଲ ଖୋଲିଥିଲା। କିନ୍ତୁ ପାଠପଢ଼ାରେ କମ୍‌ ସମୟ ଦେଇ ଛୁଟି ହେବାର ନିର୍ଦ୍ଧାରିତ...

ଟ୍ରାଫିକ ଜାମ୍‌ରେ ଫସିଲେ: ସ୍କୁଲ ଯାଇ ନ ପାରି ଫାଣ୍ଡିରେ ବସିଲେ ଛାତ୍ରୀଛାତ୍ର

ଯୋଡ଼ା, ୩।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ନମ୍ବର ଜାତୀୟ ରାଜପଥର ବିଲେଇପଦା, ଯୋଡ଼ା, ଭଦ୍ରାସାହି, ବଡ଼ବିଲ ରାସ୍ତାରେ ଟ୍ରାଫିକ ସମସ୍ୟା ଦେଖାଦେଇଛି ।...

ଋଷିକୁଲ୍ୟା ମୁହାଣରେ କଇଁଛଙ୍କ ମିଳନ ଆରମ୍ଭ

ଗଞ୍ଜାମ,୨୦-୧୧(ଡି.ଏନ.ଏ.):ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ମୁହାଣରେ ଅଲିଭ ରିଡ୍‌ଲେ କଇଁଛଙ୍କ ମିଳନ ପର୍ବ ଆରମ୍ଭ ହୋଇଛି। ପୂର୍ବବର୍ଷ ଅପେକ୍ଷା ଚଳିତ...

କଳାହାଣ୍ଡିରେ କରୋନାର ସ୍ଥିତି ଚିନ୍ତାଜନକ

ଭବାନୀପାଟଣା,୭।୪: କଳାହାଣ୍ଡିରେ ମାଡିଲାଣି କରୋନା। ଚଳିତ ମାସ ପ୍ରଥମ ସପ୍ତାହରେ ଚିହ୍ନଟ ହୋଇଛନ୍ତି ୨୮୧ନୂଆ ଆକ୍ରାନ୍ତ। ଗତ ୧ ତାରିଖରେ ୨୬ଜଣ, ୨ରେ ୨୨, ୩ରେ...

ନବମ, ଏକାଦଶ ଛାତ୍ରୀଛାତ୍ରଙ୍କ ପାଇଁ ସ୍କୁଲ ବନ୍ଦ

ଭୁବନେଶ୍ୱର,୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏନେଇ ରାଜ୍ୟ ସରକାର ବୁଧବାର ନବମ ଏବଂ ଏକାଦଶ ଶ୍ରେଣୀ କ୍ଲାସ ବନ୍ଦ କରିବାକୁ...

ପ୍ରଥମ ମୁକ୍ତାକାଶ ସ୍କଲ୍ପଚର୍‌ ପାର୍କ ଏବେ ଜରାଜୀର୍ଣ୍ଣ

ବନ୍ଦନା ସେଠୀ ଭୁବନେଶ୍ୱର, ୧୧।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର ସହର ଭାବେ ଗଢି ତୋଳିବା ପାଇଁ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏବଂ...

Advertisement
Archives

Model This Week