ଆର୍ଥିକ ସହୟତା ଦାବି କଲା ଡ୍ରାଇଭର ସଂଘ

ଲୋଇସିଂହା,୧୫।୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଶାଖା ଡ୍ରାଇଭର ସଂଘ କର୍ମକର୍ତ୍ତାମାନେ ବୁଧବାର ସଭାପତି କାନ୍ତ ମହାକୁର, ସମ୍ପାଦକ କୈଳାସ ସାହୁଙ୍କ ନେତୃତ୍ୱରେ ଲୋଇସିଂହା ତହସିଲଦାର ଓ ବିଡିଓଙ୍କୁ ଭେଟି ସେମାନଙ୍କ ସମସ୍ୟା ବିଷୟରେ ଜଣାଇଥିଲେ। ଲକଡାଉନ ଯୋଗୁ ସେମାନଙ୍କ ପେସା ବନ୍ଦ ହୋଇପଡିଛି। ଅର୍ଥାଭାବରୁ ପରିବାରିକ ସମସ୍ୟା ସୃଷ୍ଟି ହେବାରେ ଲାଗିଛି। ଏହି ପରିସ୍ଥିତିରେ ସରକାର ସେମାନଙ୍କୁ ଆର୍ଥିକ ସହୟତା ଯୋଗାଇ ଦେବାକୁ ସଂଘ ଦାବି କରିଛି। ତହସିଲରେ ମୁଖ୍ୟ କିରାଣୀ ରତିକାନ୍ତ ପୁରୋହିତ ଦାବିପତ୍ର ଗ୍ରହଣ କରି ଜିଲାପାଳଙ୍କ ନିକଟକୁ ପଠାଇ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା କଟକଣା ଭିତରେ ଜି.ଉଦୟଗିରିରେ ଉଡିଲା ତ୍ରିରଙ୍ଗା

ଜି.ଉଦୟଗିରି,୧୫।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ହବାକ ହାଇସ୍କୁଲ ଖେଳ ପଡିଆରେ ଶନିବାର ନିରାଡ଼ମ୍ବର ଭାବେ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ବିଡିଓ ତଥା ଭାରପ୍ରାପ୍ତ...

ଅଖା, ଧାନ କାଟ ବାବଦରେ ୬ କୋଟି ଦୁର୍ନୀତି ପାଇଁ ପ୍ରୟାସ

ଜଗତ୍‌ସିଂହପୁର ଅଫିସ୍‌, ୧୯ା୧: ଜଗତ୍‌ସିଂହପୁର ଜିଲାର ବିଭିନ୍ନ ମଣ୍ଡିରେ ଅଖା ଓ ଧାନ କାଟ ବାବଦରେ ପାଖାପାଖି ୬ କୋଟି ଟଙ୍କାର ଦୁର୍ନୀତି ଯୋଜନା ରହିଛି।...

ବାପାଙ୍କ ଜୀବନ ନେଲା ନାବାଳକ ପୁଅ

ଜୟପୁର, ୨୭।୧୨ (ନି.ପ୍ର.): ପୁଅର ଛୁରା ମାଡରେ ବାପଙ୍କ ମୃତ୍ୟୁ ହୋଇଛି। ଘଟଣାସ୍ଥଳରୁ ଛୁରା ମାଡ଼ କରିଥିବା ନାବାଳକ ପୁଅ ଫେରାର ଅଛନ୍ତି। ମୃତକ ହେଲେ...

ସଡକ ସୁରକ୍ଷା ନିୟମ ମାନିଲେ ଦୁର୍ଘଟଣା ହ୍ରାସ ପାଇବ

ସୋନପୁର,୧୮।୧୦(ନି.ପ୍ର.) ସଡକ ଦୁର୍ଘଟଣାରେ ବହୁ ମୂଲ୍ୟବାନ ଜୀବନହାନି ହେଉଛି। ଏଭଳି ମୃତ୍ୟୁ ସଂଖ୍ୟା ଦେଶରେ ଦିନକୁ ଦିନ ବଢୁଛି । ପ୍ରାକୃତିକ ବିପର୍ଯ୍ୟୟ ଓ ଆତଙ୍କବାଦୀ...

ପାତାଳି ଶ୍ରୀକ୍ଷେତ୍ରରେ ଘୋଷଯାତ୍ରା: ମହିଳା ଟାଣିଲେ ସୁଭଦ୍ରାଙ୍କ ରଥ

ଉଲୁଣ୍ଡା, ୪ା୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡ ବ୍ଲକ କୋଟସମଲାଇସ୍ଥିତ ଅନ୍ୟତମ ପର୍ଯ୍ୟଟନସ୍ଥଳୀ ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ଘୋଷଯାତ୍ରା ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହୋଇଯାଇଛି। ପୂର୍ବ...

ଯୁବତୀଙ୍କୁ ବଳାତ୍କାର ଅଭିଯୋଗ: ଯୁବକ ଗିରଫ

ନୂଆଗାଁ, ୨୩।୨(ଡି.ଏନ୍‌.ଏ.)- ସୁନ୍ଦରଗଡ଼ ଜିଲା ହାତୀବାରି ଥାନା ଅନ୍ତର୍ଗତ ଝାରବେଡ଼ା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଛି। ଶନିବାର ହାତୀବାରି ଥାନା ପୋଲିସ ଅଭିଯୁକ୍ତ ଯୁବକ...

ଚିତ୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ: ୮ ବିଦ୍ୟାଳୟର ୧୯୫ ଛାତ୍ରୀଛାତ୍ର ଦେଉଛନ୍ତି ପରୀକ୍ଷା

ଚିତ୍ରକୋଣ୍ଡା,୧୯।୨(ଡି.ଏନ୍‌.ଏ.): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଛି। ମାଲକାନଗିରି ଜିଲା ଚିତ୍ର୍ରକୋଣ୍ଡା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପରୀକ୍ଷା...

ବରଗଡ଼ରେ ୩୩ ନୂଆ ପଜିଟିଭ୍‌: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୬୪ରେ ପହଞ୍ଚିଲା

ବରଗଡ଼ ଅଫିସ,୩ା୮: ବରଗଡ଼ ଜିଲାରେ ସୋମବାର ପୁଣି ୩୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୫ ଜଣ ମହିଳା ଏବଂ...

Advertisement


Archives

Model This Week