Advertisement
Posted inଜାତୀୟ

ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ: ଶହୀଦ୍‌ ପରିବାରଙ୍କ କଲ୍ୟାଣ ପାଇଁ ୭୦ ବର୍ଷ ତଳେ ହୋଇଥିଲା ଆରମ୍ଭ

ନୂଆଦିଲ୍ଲୀ,୭।୧୨: ପ୍ରତିବର୍ଷ ଡିସେମ୍ବର ୭କୁ ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ ଭାବେ ପାଳନ କରାଯାଇଥାଏ। ୧୯୪୯ଠାରୁ ଗତ ୭୦ ବର୍ଷ ଧରି ଏଭଳି ଜାରି ରହିଛି। ଶହୀଦ୍‌ ପରିବାରଙ୍କ କଲ୍ୟାଣ ପାଇଁ ଏହି ଦିବସ ଦେଶବ୍ୟାପି ପାଳିତ ହୋଇଥାଏ। ୧୯୪୭ ଅଗଷ୍ଟ ୨୩ରେ କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳର ରକ୍ଷା ସମିତି ପକ୍ଷରୁ ଶହୀଦ୍‌ ପରିବାରଙ୍କ କଲ୍ୟାଣ ଲାଗି ଏକ ପ୍ରସ୍ତାବ ଅଣାଯାଇଥିଲା। ପରେ ଏହାକୁ ଫ୍ଲାଗ୍‌ ଡେ ଭାବେ ପାଳନ କରାଗଲା। ୧୯୯୩ଠାରୁ ଏହି ଦିନଟି ଆର୍ମଡ ଫୋର୍ସ ଫ୍ଲାଗ୍‌ ଡେ ଭାବେ ପାଳିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛିଲ ସେକ୍ଟରରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୩୦।୧୦: ଜମ୍ମୁ-କଶ୍ମୀରରେ ଆଶାନ୍ତି ସୃଷ୍ଟି ପାଇଁ ପାକିସ୍ତାନ ଉଦ୍ୟମ ଜାରି ରଖିଛି। ବୁଧବାର ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ନିୟନ୍ତ୍ରଣ ରେଖା ନିକଟବର୍ତ୍ତୀ କୁପଓ୍ବାରା ଜିଲାର କେତେକ...

ପିଏମ୍‌ କେୟାର୍ସ ଫଣ୍ଡକୁ ପ୍ରତି ମାସରେ ୫୦ ହଜାର ଟଙ୍କା ଦାନ କରିବେ ସିଡିଏସ୍‌ ଜେନରାଲ ବିପିନ ରାଓ୍ବତ

ନୂଆଦିଲ୍ଲୀ,୨୪।୫: କୋଭିଡ-୧୯ ମହାମାରୀ ସହ ଲଢିବାକୁ ଗଠନ କରାଯାଇଛି ପିଏମ୍‌ କେୟାର୍ସ ଫଣ୍ଡ। ଏହି ଫଣ୍ଡକୁ ବିଭିନ୍ନ ଆଡୁ ସହାୟତା ମିଳୁଥିବା ବେଳେ ଚିଫ୍‌ ଅଫ୍‌...

ଶୀଘ୍ର ସମାଧାନ ଦିଗରେ କାର୍ଯ୍ୟ କରୁଛୁ: ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୪।୧୦ : ସୋମବାର ସନ୍ଧ୍ୟାରେ ହ୍ବାଟ୍ସଆପ୍‌, ଇନଷ୍ଟାଗ୍ରାମ ଓ ଫେସବୁକ୍‌ ଭଳି ସୋସିଆଲ ମିଡିଆର ସର୍ଭର ଡାଉନ ହୋଇଯାଇଛି। ଏ ନେଇ ହ୍ବାଟ୍ସଆପ୍‌ ପକ୍ଷରୁ ଟୁଇଟ...

୨ଦିନିଆ ଗୋଆ ଗସ୍ତରେ ଯିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୭।୧୧: ବିଧାନସଭା ନିର୍ବାଚନ ନେଇ ଆଜିଠୁ ୨ଦିନିଆ ଗୋଆ ଗସ୍ତରେ ଯିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ । ଏ ନେଇ ଏକ ବିଶେଷ ସୁତ୍ରରୁ...

ଆକାଶରୁ ଶୁଭୁଛି ‘ଜୟ ଶ୍ରୀରାମ’

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶର ଅଯୋଧ୍ୟାରେ ଥିବା ରାମ ମନ୍ଦିରର ଭୁମି ପୂଜନ ସମାରୋହ ବୁଧବରାର ଅନୁଷ୍ଠିତ ହେଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର...

ପୂର୍ବ ଲଦାଖରେ କଂକ୍ରିଟ ଶିବିର ନିର୍ମାଣ କରୁଛି ଚାଇନା

ନୂଆଦିଲ୍ଲୀ,୧୫।୭: ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ରେ ଚାଇନା ଏହାର ସୈନ୍ୟବାହିନୀ ପାଇଁ ପକ୍କା ଘର ନିର୍ମାଣ କରୁଛି। ବେଜିଂ ପୂର୍ବ ଲଦାଖର ନାକୁ ଲା ନିକଟରେ ଏହି...

ରାହୁଲଙ୍କ ପରାଜୟକୁ ନେଇ ମୁହଁ ଖୋଲିଲେ ମାନେକା: କହିଲେ, ‘ରାଜନୀତି ପିଲାଖେଳ ନୁହେଁ’

ନୂଆଦିଲ୍ଲୀ, ୨୪।୫: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିଜ ପରମ୍ପରାଗତ ଆସନ ଅମେଠିରୁ ପରାଜିତ ହୋଇଛନ୍ତି। ଏନେଇ ପ୍ରତିକ୍ରିୟା ଦେଇଛନ୍ତି ତାଙ୍କ ଖୁଡୀ ତଥା ଭାଜପା...

ମାଡିଆସୁଛି ‘ବୁରେଭି’

ଚେନ୍ନାଇ/ଥିରୁଅନନ୍ତପୁରମ,୪।୧୨: ବଙ୍ଗୋପସାଗରରୁ ଉଠିଥିବା ସାମୁଦ୍ରିକ ଝଡ଼ ‘ବୁରେଭି’ ବୁରେଭି ଦୁର୍ବଳ ହୋଇ ଏକ ନିମ୍ନ ଚାପରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ,...

Advertisement
Archives

Model This Week