ପୁରୁଣା ଭୁବନେଶ୍ୱର,୬ା୨(ଡି.ଏନ.ଏ.): ପୁରୁଣା ଭୁବନେଶ୍ୱର ଅଞ୍ଚଳରେ ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱରୁ ଉଚ୍ଛେଦ ଓ ଜମି ଅଧିଗ୍ରହଣ ନେଇ ମାପଚୁପ ଚାଲିଛି। ଅନ୍ୟ ଅଧିକାରୀଙ୍କ ସହ ରାଜସ୍ବ ନିରୀକ୍ଷକ ପ୍ରତ୍ୟକ୍ଷ ଭାବେ ଏଠାରେ ଉପସ୍ଥିତ ରହୁ ଥିବାରୁ ସାଧାରଣ ଲୋକ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜମି ବାଡି କାଗଜପତ୍ରଠାରୁ ଆରମ୍ଭ କରି ଅନ୍ୟ ଛୋଟ ମୋଟ ଜରୁରୀ ଆୟ, ଜାତି, ଉତ୍ତରାଧିକାରୀ ପ୍ରମାଣ ପତ୍ର ଆଦି ପାଇବା ନେଇ ସମସ୍ୟା ଉପୁଜୁଛି। ଦୀର୍ଘଦିନ ହେବ ଉପରିସ୍ଥ ଅଧିକାରୀଙ୍କ ସହାୟତା କରିବାକୁ ଯାଇ ଅଧିକାଂଶ ସମୟ କର୍ମଚାରୀଙ୍କ ଦେଖାରେଖାରେ ପୁରା ଅଫିସ୍ ଖାଲି ରହୁଛି। ଏଣୁ ଆଖପାଖ ମୌଜାର ସାଧାରଣ ବାସିନ୍ଦାଙ୍କ ସୁବିଧା ନେଇ ବିକଳ୍ପ ବ୍ୟବସ୍ଥା କରିବାକୁ ବିଭିନ୍ନ ମହଲରୁ ଦାବି କରାଯାଉଛି।
ନିଜର ଚମତ୍କାରୀ ବ୍ୟାଟ୍କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍…
ନୂଆଦିଲ୍ଲୀ,୯।୪: ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…
୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…
ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…
ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ
ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…
ଅପେକ୍ଷାର ଅନ୍ତ! ରୟାଲ ଏନ୍ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍ ବାଇକ୍, ଜବରଦସ୍ତ ଫିଚର ସହ ମୂଲ୍ୟ…
ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…
ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!
ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…
ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍
କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…
ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ
ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…
କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…
ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…
Archives

