ଖୁଣ୍ଟୁଣୀ,୨୯ା୧୨(ଡି.ଏନ.ଏ): ରବିବାର ରାତି ପ୍ରାୟ ୯ଟା ବେଳେ ଗୁରୁଡ଼ଝାଟିଆ ରାଜସ୍ବ ନିରୀକ୍ଷକ ସୁଚନ୍ଦ୍ର ମହାନ୍ତି ୪ଟି ଚୋରା ମାଙ୍କଡ଼ା ପଥର ଟ୍ରକ ଧରିଥିଲେ। ଏହି ଟ୍ରକ୍ଗୁଡ଼ିକ ଢ଼େଙ୍କାନାଳ ଜିଲା ବଳଦିଆବନ୍ଧରୁ ଆସୁଥିବା ଖବର ପାଇ ରାଜସ୍ବ ନିରୀକ୍ଷକ ମହାନ୍ତି ନିଜେ ରାସ୍ତାରେ ଜଗିଥିଲେ। ପୋଲିସକୁ ଏନେଇ ସୂଚନା ଦେଇ ନ ଥିଲେ। ଟ୍ରକ୍ଗୁଡ଼ିକୁ ନିଜେ ଗୋଡ଼ାଇ ଗୋଡ଼ାଇ ଧରିଥିଲେ। ସେଥିରୁ ୨ଟି ପଥର ବୋଝେଇ ଟ୍ରକ୍କୁ ଖୁଣ୍ଟୁଣୀ ଗୋଲେଇ ଛକ ନିକଟରେ କିଛି ସମୟ ରଖି ଛାଡ଼ିଦେଇଥିଲେ। ଅନ୍ୟ ୨ଟି ଟ୍ରକ୍(ଓଆର୍୦୪-ଇ-୪୬୪୭ ଏବଂ ଓଆର୍୦୫-ଏକ୍ସ-୧୦୪୮)କୁ ଖୁଣ୍ଟୁଣୀ ଥାନାରେ ଜିମା ଦେଇଛନ୍ତି। ସୋମବାର ତହସିଲଦାର୍ ଯାଞ୍ଚ କରିବା ପରେ ଜରିମାନା ଆଦାୟ କରାଯିବ।
Posted inଆମ ଜିଲା ଖବର, ଖୋର୍ଦ୍ଧା View All
ସିବିଏସ୍ଇ ଦଶମ ପରୀକ୍ଷା ଫଳ : ୧୦ ସଫଳ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା କଲା ଜିଲା ପ୍ରଶାସନ
ନୂଆପଡ଼ା,୧୭ା୪ (ମକାରୁ ବେମାଲ): ସିବିଏସ୍ଇ ଦଶମ ଶ୍ରେଣୀ ୨୦୨୬ ପରୀକ୍ଷାରେ ନୂଆପଡ଼ା ଜିଲାର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ଏହି…
୧୫ ବର୍ଷ ପରେ ଜନଗଣନା: ଭଞ୍ଜନଗର ତହସିଲରେ ୬୦୦ କର୍ମଚାରୀ ନିୟୋଜିତ, ଘରକୁ ଘର ବୁଲି…
ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ପ୍ରତି ୧୦ ବର୍ଷକୁ ଥରେ ଦେଶରେ ଜନଗଣନା ହୋଇଥାଏ। ଏହାକୁ ଦୃଷ୍ଟିରେ ରଖି ବିକାଶ ଯୋଜନା ହୋଇଥାଏ। ଶେଷଥର ପାଇଁ ୨୦୧୧ ରେ ଦେଶରେ…
ଦୁର୍ଘଟଣା ପରେ ବାହାରେ ଝୁଲୁଥିଲା ମସ୍ତିଷ୍କ: ସଫଳ ହେଲା ୬ଷ୍ଠ ଶ୍ରେଣୀ ଛାତ୍ରଙ୍କ ଅସ୍ତ୍ରୋପଚାର, ପୂରା ଘଟଣା ଜାଣିଲେ ଥରିଉଠିବେ…
ବ୍ରହ୍ମପୁର/ଦିଗପହଣ୍ଡି, ୧୭।୪(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ସ୍ନାୟୁ ଶଲ୍ୟ ବିଭାଗରୁ ଆଉ ଏକ ବିରଳ ତଥା ସଫଳ…
ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…
ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ…
‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’
ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…
ସ୍କୁଲ ଗେଟ୍ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…
ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍…
ସିବିଏସ୍ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ
ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍ଇ…
ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…
ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…
Archives

