Posted inଜାତୀୟ

ଆର୍‌ଏସ୍‌ଏସ୍‌ ଖୋଲିବ ସୈନିକ ସ୍କୁଲ

ନୂଆଦିଲ୍ଲୀ,୨୯।୭: ଆର୍‌ଏସ୍‌ଏସ୍‌ ପକ୍ଷରୁ ଉତ୍ତରପ୍ରଦେଶରେ ସୈନିକ ସ୍କୁଲ ଖୋଲାଯିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି। ଏଠାରେ ଶିକ୍ଷାର୍ଥୀଙ୍କୁ ସେନା ଅଧିକାରୀ ହେବା ପାଇଁ ତାଲିମ୍‌ ଦିଆଯିବ। ଏହି ସ୍କୁଲର ନାମ ରଜ୍ଜୁ ଭୈୟା ସୈନିକ ବିଦ୍ୟାମନ୍ଦିର ରଖାଯିବ। ଏଠାରେ ପ୍ରଥମଠାରୁ ଦ୍ୱାଦଶ ପର୍ଯ୍ୟନ୍ତ ଶ୍ରେଣୀ ରହିବ। ପାଠପଢ଼ା ସହିତ ସେନା ତାଲିମ୍‌ ମଧ୍ୟ ଏଠାରେ ପ୍ରଦାନ କରାଯିବ। ସ୍କୁଲରେ ୨୦୨୦ଠାରୁ ଶିକ୍ଷାଦାନ ଆରମ୍ଭ କରାଯିବ ବୋଲି କୁହାଯାଉଛି। ଏହା ସଫଳ ହେଲେ ଦେଶର ଅନ୍ୟ ସ୍ଥାନରେ ମଧ୍ୟ ଏଭଳି ସ୍କୁଲ ସ୍ଥାପନା କରାଯିବାର ଯୋଜନା ରହିଛି। ପ୍ରଥମେ ବ୍ୟାଚ୍‌ରେ ସ୍କୁଲର ୧୬୦ ସିଟ୍‌ ପାଇଁ ଶିକ୍ଷାର୍ଥୀ ଆବେଦନ କରିପାରିବେ। ସେଥି ମଧ୍ୟରୁ ୫୬ଟି ସିଟ୍‌ ଶହୀଦ୍‌ ପରିବାର ପାଇଁ ସଂରକ୍ଷିତ ରହିବ ବୋଲି କ୍ଷେତ୍ରୀୟ ସଂଯୋଜକ ଅଜୟ ଗୋଏଲ୍‌ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ରବିବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri