Posted inଜାତୀୟ

ଆର୍‌ଜେଡି ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ଲାଲୁ

ପାଟନା,୩।୧୨: ବିହାରରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ଅଧ୍ୟକ୍ଷ ଭାବେ ପୁଣିଥରେ ବିନା ପ୍ରତିଦ୍ୱନ୍ଦିରେ ନିର୍ବାଚିତ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ। ୧୧ ଥର ଲାଗି ଲାଲୁ ଆର୍‌ଜେଡି ଅଧ୍ୟକ୍ଷ ପଦରେ ବସିଛନ୍ତି। ଗୋଖାଦ୍ୟ ଦୁର୍ନୀତି ମାମଲାରେ ଡିସେମ୍ବର ୨୩, ୨୦୧୭ରୁ ବିର୍ସାମୁଣ୍ଡା ସେଣ୍ଟ୍ରାଲ ଜେଲ୍‌ରେ ଥିବା ଲାଲୁ ପ୍ରସାଦ ଯାଦବ ଏବେ ସ୍ବାସ୍ଥ୍ୟଗତ କାରଣରୁ ରାଞ୍ଚିର ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ ଅଫ୍‌ କେଡିକାଲ ସାଇନ୍‌ସେସ୍‌(ରିମ୍ସ)ରେ ଚିକିତ୍ସିତ ହେଉଛନ୍ତି। ଏବେ ପୁଣିଥରେ ତାଙ୍କୁ ଏହି ପଦ ମିଳିବା ପରେ କର୍ମୀଙ୍କ ମହଲରେ ଖୁସିର ଲହରି ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୪୭ ପର୍ଯ୍ୟନ୍ତ କ୍ଷମତାରେ ରହିବ ଭାଜପା: ରାମ ମାଧବ

ଅଗରତାଲା,୮।୬: ଦେଶରେ କଂଗ୍ରେସ ଦଳ ନାମରେ ଅଧିକ ସମୟ ଧରି କ୍ଷମତାରେ ରହିବାର ରେକର୍ଡ ଅଛି। ତେବେ ଏହି ରେକର୍ଡ ଭାଜପା ଭାଙ୍ଗିବା ସହିତ ୨୦୪୭...

ଯୋଗୀ ସରକାରଙ୍କ ଦ୍ୱିତୀୟ ପାଳିର ୧୦୦ ଦିନ ପୂରଣ

ଲକ୍ଷ୍ନୌ,୪ ।୭: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କ ଦ୍ୱିତୀୟ ପାଳିକୁ ୧୦୦ ଦିନ ପୂରଣ ହୋଇଛି । ଏହି ୧୦୦ ଦିନ ମଧ୍ୟରେ ଅଧିକାଂଶ...

କରୋନା ମହାମାରୀ ସମୟରେ କଂଗ୍ରେସର ଆଚରଣକୁ ମନେ ରଖିବେ ଜନତା: ଜେପି ନଡ୍ଡା

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ବିପର୍ଯ୍ୟୟ ଜାରି ରଖିଛି। କିନ୍ତୁ କରୋନା ଉପରେ ରାଜନୀତି ଥମିବାର ନାଁ ନେଉନାହିଁ। ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି...

ଏପ୍ରିଲ୍‌ରୁ ଆରମ୍ଭ ହେଲାଣି ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌…

ମୁମ୍ବାଇ,୨୩।୬: ଦେଶରେ କରୋନା ମହାମାରୀ ଭୂତାଣୁର ନୂଆ ଭାରିଆଣ୍ଟ୍‌ ଡେଲ୍ଟା ପ୍ଲସ୍‌ ମହାରାଷ୍ଟ୍ରରେ ଅଢ଼େଇ ମାସ ତଳୁ ଆରମ୍ଭ ହୋଇ ସାରିଛି। ଏପ୍ରିଲ୍‌ ୫ରେ ଜଣେ...

ଆଉ ୩ ଦିନ ଜେଲରେ ରହିବେ ଆର୍ଯ୍ୟନ

ମୁମ୍ବାଇ,୧୧ ।୧୦: ମୁମ୍ବାଇ କ୍ରୁଜ ଡ୍ରଗ୍ସ ମାମଲାରେ ଜେଲରେ ବନ୍ଦୀଥିବା ବଲିଉଡ୍ ଷ୍ଟାର ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କ ସମସ୍ୟା ବଢିବାରେ ଲାଗିଛି ।...

ରାଷ୍ଟ୍ରପତି ନିର୍ବାଚନ: ଯଶୱନ୍ତ ସିହ୍ନା କରିବେ ନାମାଙ୍କନ ଦାଖଲ…

ନୂଆଦିଲ୍ଲୀ, ୨୭।୬ : ରାଷ୍ଟ୍ରପତି ର୍ନିବାଚନ ପାଇଁ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନା ତାଙ୍କ ନାମାଙ୍କନପତ୍ର ଦାଖଲ ସୋମବାର ପୂର୍ବାହ୍ନ ୧୧ଟା ୩୦ରେ ଦାଖଲ କରିବେ।...

ଶାହିନ୍‌ ବାଗ୍‌ ପ୍ରଦର୍ଶନ ପଛରେ ୨ ଯାଆଁଳା ଭାଇ କେଜ୍‌ରିଓ୍ବାଲ-ରାହୁଲ: ଭାଜପା

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀର ଶାହିନ୍‌ ବାଗ୍‌ଠାରେ ଦୀର୍ଘ ଦିନ ହେଲା ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ପ୍ରଦର୍ଶନ ଜାରି ରହିଛି। ଏନେଇ ଭାଜପା ପକ୍ଷରୁ ଆମ୍‌ ଆଦ୍‌ମୀ...

ଆଇନ ଲାଗୁ ନେଇ କୋର୍ଟରେ ବିଚାର ଜାରି ରହିଥିବାବେଳେ ବିରୋଧ ପ୍ରଦର୍ଶନ କାହିଁକି, ପ୍ରଶ୍ନ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୪।୧୦: କୃଷି ଆଇନ ଲାଗୁ ହୋଇ ନାହିଁ। ଏହି ମାମଲା ଏବେ କୋର୍ଟରେ ବିଚାରାଧୀନ ରହିଛି। ଏପରିସ୍ଥଳେ ଏହାର ବିରୋଓରେ ପ୍ରଦର୍ଶନ କାହିଁକି କରାଯାଉଛି ବୋଲି...

Advertisement
Archives

Model This Week