Posted inଜାତୀୟ

ଆର୍‌ଜେଡି ଛାଡ଼ିଲେ ଫାତ୍‌ମି

ପାଟନା,୧୮ା୪(ପି.ଟି.): ବରିଷ୍ଠ ଆରଜେଡି ନେତା ମହମ୍ମଦ ଅଲି ଅଶ୍ରଫ୍‌ ଫାତ୍‌ମି ବୁଧବାର ଦଳର ପ୍ରାଥମିକ ସଭ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତେଜସ୍ବୀ ଯାଦବଙ୍କ ବ୍ୟବହାରକୁ ନେଇ ସେ ଅତିଷ୍ଠ ଥିଲେ । ଫାତ୍‌ମି ମଧୁବଣୀ ଲୋକ ସଭା ଆସନରୁ ପ୍ରାର୍ଥୀ ହେବାକୁ ଚାହୁଁଥିଲେ। ମହାମେଣ୍ଟ ଉକ୍ତ ଆସନରୁ ସହଯୋଗୀ ଦଳ ବିକାଶଶୀଳ ଇନ୍‌ଶାନ୍‌ ପାର୍ଟିରୁ ପ୍ରାର୍ଥୀ ଦେବା ଲାଗି ନିଷ୍ପତ୍ତି ନେବା ପରେ ସେ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଲକ୍ଷେରୁ କମ୍‌…

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛା ଜଣାଇଲେ ସୋନିଆ

ନୂଆଦିଲ୍ଲୀ,୨୨।୭: ଦେଶର ୧୫ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଓଡ଼ିଶା ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ଶୁଭେଚ୍ଛାର ସୁଅ ଛୁଟିଛି। ଏହି କ୍ରମରେ କଂଗ୍ରେସ ସଭାପତି...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧାଗ୍ଲାସେ…

ଥଣ୍ଡା କ୍ଷୀର ପିଇଲେ ଅନେକ ସୁଫଳ ମିଳିଥାଏ। ଏହା ଦ୍ୱାରା ଗ୍ୟାସ୍‌ଟ୍ରିକ୍‌ ସମସ୍ୟା ଦୂର ହୁଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ଅଛି। ମେଦବହୁଳ ରୋଗୀଙ୍କ ପାଇଁ...

କଳାସୁନା ଉଦ୍ଭାବନ କଲେ ଭାରତୀୟ ବୈଜ୍ଞାନିକ: ସୌରରଶ୍ମୀ ଅବଶୋଷକ ଭାବେ କରିବ କାର୍ଯ୍ୟ

ନୂଆଦିଲ୍ଲୀ,୯।୭: ସୁନା ଦେଖିବାକୁ ହଳଦିଆ। ତେବେ କେତେକ ଭାରତୀୟ ବୈଜ୍ଞାନିକ ଏବେ କଳାସୁନା ଉଦ୍ଭାବନ କରିବାକୁ ସକ୍ଷମ ହୋଇଛନ୍ତି। ଟାଟା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଫଣ୍ଡାମେଣ୍ଟାଲ ରିସର୍ଚ୍ଚ(ଟିଆଇଏଫ୍‌ଆର୍‌)ର...

ଦେଶରେ ଗତ ୧୨ ଘଣ୍ଟାରେ ୩୦୨ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୫ ।୪: ଦେଶରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୧୨ ଘଣ୍ଟାରେ ୩୦୨ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ...

ରାଜ୍‌ ଠାକ୍‌ରେଙ୍କ ନାଁରେ ଏନ୍‌ବିଡବ୍ଲ୍ୟୁ

ମୁମ୍ବାଇ,୪ା୫: ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେଙ୍କ ବିରୋଧରେ ଏକ ୧୪ ବର୍ଷର ପୁରୁଣା ମାମଲାରେ ଜାମିନ ବିହୀନ ଗିରଫ ପରଓ୍ବାନା (ଏନ୍‌ବିଡବ୍ଲ୍ୟୁ)...

ଗ୍ୟାଙ୍ଗଷ୍ଟରଙ୍କ ଉପରେ ଆକ୍ସନ, ଦିଲ୍ଲୀ-ପଞ୍ଜାବ ସମେତ ୫ ରାଜ୍ୟର ୪୦ରୁ ଅଧିକ ସ୍ଥାନରେ ଏନଆଇଏ ଚଢାଉ

ନୂଆଦିଲ୍ଲୀ,୧୮ ।୧୦: ନ୍ୟାଶନାଲ ଇନଭେଷ୍ଟିଗେଶନ ଏଜେନ୍ସି(ଏନଆଇଏ) ଗ୍ୟାଙ୍ଗଷ୍ଟରଙ୍କ ବିରୋଧରେ ବଡ କାର୍ଯ୍ୟାନୁଷ୍ଠାନ ନେଇଛି । ମଙ୍ଗଳବାର ଏନଆଇଏ ପକ୍ଷରୁ ସାରା ଦେଶର ପ୍ରାୟ ୫ ରାଜ୍ୟରେ...

ପ୍ରବଚନ କାର୍ଯ୍ୟକ୍ରମରେ ଦଳାଚକଟା

ଭୋପାଳ,୧୬।୫: ମଧ୍ୟପ୍ରଦେଶ ସାଗର ଜିଲା ଅଧୀନ ବୀଣା ସହରରେ ଏକ ପ୍ରବଚନ କାର୍ଯ୍ୟକ୍ରମ ବେଳେ ଭୋଗ ପାଇଁ ଦଳାଚକଟା ହୋଇଛି। ଏଥିରେ ୧୭ ଜଣ ଶ୍ରଦ୍ଧାଳୁ...

Advertisement
Archives

Model This Week