ଆର୍‌ଟିଓ ଅଫିସକୁ ଦଲାଲମୁକ୍ତ କରିବାକୁ ନୂଆ ପଦକ୍ଷେପ: କର୍ମଚାରୀଙ୍କ ପାଇଁ ହେବ ପରିଚୟ ପତ୍ର, ଲାଗିବ ସିସିଟିଭି

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍‌ଟିଓ) କାର୍ଯ୍ୟାଳୟରେ ଦଲାଲଙ୍କ ଦ୍ୱାରା ଅନେକ ବ୍ୟକ୍ତି ଠକେଇର ଶିକାର ହେଉଛନ୍ତି। ଏପରିକି ରାଜ୍ୟ ସରକାର ଡିଜିପିଙ୍କୁ ନିର୍ଦ୍ଦେଶ ଦେବା ପରେ ରାଜ୍ୟର ବିଭିନ୍ନ ଆର୍‌ଟିଓମାନଙ୍କରୁ ଅନେକ ଦଲାଲଙ୍କୁ ଗିରଫ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ପରିବହନ କମିଶନର ଆର୍‌ଟିଓ ଅଫିସଗୁଡ଼ିକୁ ଚିଠି ଲେଖିଛନ୍ତି। ଚିଠିରେ ଦିଆଯାଇଥିବା ନିର୍ଦ୍ଦେଶାନୁଯାୟୀ ଦଲାଲଙ୍କ ପ୍ରବେଶ ଉପରେ କଟକଣା ନେଇ ନୋଟିସ୍‌ ମରାଯିବାକୁ କୁହାଯାଇଛି। ଏଥିସହ ଅଫିସ କିମ୍ବା ଟେଷ୍ଟିଂ ଟ୍ରାକ୍‌ରେ ଦଲାଲ ନଜରକୁ ଆସିଲେ ତୁରନ୍ତ ସ୍ଥାନୀୟ ପୋଲିସକୁ ସୂଚନା ଦେବାକୁ କୁହାଯାଇଛି। ଅଫିସର କୌଣସି କର୍ମକର୍ତ୍ତା ଯେପରି ଦଲାଲଙ୍କ ସଂସ୍ପର୍ଶରେ ନ ଆସନ୍ତି ସେ ନେଇ ସମସ୍ତଙ୍କୁ ଅବଗତ କରିବାକୁ କୁହାଯାଇଛି।

ସେହିପରି କର୍ମଚାରୀଙ୍କ ପାଇଁ ପରିଚୟ ପତ୍ର କରାଯିବ। ସରକାରୀଙ୍କ ପାଇଁ ବ୍ଲୁ(ନୀଳ) ବ୍ୟାଣ୍ଡର, ସର୍ଭିସ ପ୍ରଦାନକାରୀଙ୍କ ପାଇଁ ଗ୍ରୀନ୍‌(ସବୁଜ), ସ୍ମାର୍ଟ ଟିପ୍‌ ଲିମିଟେଡ କର୍ମଚାରୀଙ୍କ ପାଇଁ ଏଲୋ(ହଳଦିଆ) ବ୍ୟାଣ୍ଡର ପରିଚୟ ପତ୍ର ରହିବ। ସମସ୍ତ ସେବାଗୁଡ଼ିକ ପାଇଁ ନିଆଯାଉଥିବା ଚାର୍ଜ ଫି’ ନେଇ ବଡ ସାଇନ୍‌ ବୋର୍ଡ ଲଗାଯିବ। ଆବଶ୍ୟକ ମୁତାବକ ସିସିଟିଭି ଲଗାଯିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁଟ ଟଙ୍କାରେ ମଉଜମସ୍ତି, ୨ ଗିରଫ

ପରଜଙ୍ଗ, ୨୫।୭ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଢେଙ୍କାନାଳ ଓ ଅନୁଗୋଳ ଜିଲାରେ ବିଭିନ୍ନ ଚୋରି, ଲୁଟ୍‌, ଡକାୟତି…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

ଅନାସ୍ଥା ଆସିବା ପରେ ମୁହଁ ଖୋଲିଲେ ଚାମେଲି, କହିଲେ ମୋ’ ବିରୋଧରେ…

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ୨୨ରୁ ୨୧ ଜଣ ଓ୍ବାର୍ଡ ସଭ୍ୟା/ସଭ୍ୟ ଅନାସ୍ଥା ଆଣିଛନ୍ତି।…

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri