ଆର୍‌ଟିଜିଏସ୍‌,ଏନ୍‌ଇଏଫ୍‌ଟିରେ ଲାଗିବନି ଚାର୍ଜ:ଗ୍ରାହକଙ୍କୁ ଆଶ୍ୱସ୍ତି

ମୁମ୍ବାଇ,୭-୬: ରିଜଭର୍ର୍ ବ୍ୟାଙ୍କ ଅନ୍‌ଲାଇନରେ ଟ୍ରାଞ୍ଜାକଶନ୍‌ କରୁଥିବା ଗ୍ରାହକଙ୍କୁ ଆଶ୍ୱସ୍ତ କରି ଆର୍‌ଟିଜିଏସ୍‌ ଓ ଏନ୍‌ଇଏଫ୍‌ଟି ଉପରେ ଲାଗୁଥିବା ଶୁଳ୍କ ବା ଚାର୍ଜକୁ ପ୍ରତ୍ୟାହାର କରିନେଇଛି। ଡିଜିଟାଲ ନେଣଦେଣକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏଭଳି ପଦକ୍ଷେପ ନିଆଯାଇଛି ବୋଲି ଗଭର୍ନର ଶକ୍ତିକାନ୍ତ ଦାସ ଗୁରୁବାର କହିଛନ୍ତି। ଉଲ୍ଲେଖଥାଉ କି, ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ତତ୍କାଳ ଅନ୍ୟ ବ୍ୟାଙ୍କ ଆକାଉଣ୍ଟକୁ ପଠାଇବାକୁ ହେଲେ ରିୟଲ ଟାଇମ ଗ୍ରସ୍‌ ସେଟେଲମେଣ୍ଟ(ଆର୍‌ଟିଜିଏସ୍‌)ର ପ୍ରୟୋଗ କରାଯାଇଥାଏ। ସେହିପରି ୨ ଲକ୍ଷ ପର୍ଯ୍ୟନ୍ତ ଟଙ୍କା ପଠାଇବା ଲାଗି ନ୍ୟାଶନାଲ ଇଲେକ୍ଟ୍ରୋନିକ ଫଣ୍ଡସ ଟ୍ରାନ୍ସଫର(ଏନ୍‌ଇଏଫ୍‌ଟି) ପ୍ରଣାଳୀରେ ପଠାଯାଇଥାଏ। ଭାରତୀୟ ଷ୍ଟେଟ ବ୍ୟାଙ୍କ ଏହି ପ୍ରଣାଳୀରେ ଟଙ୍କା ପଠାଇବା ଲାଗି ଗ୍ରାହକଙ୍କଠାରୁ ୧ ଟଙ୍କାରୁ ୫ ଟଙ୍କା ନେଇଥାଏ। ସେହିପରି ଆର୍‌ଟିଜିଏସ୍‌ରେ ୫ ଟଙ୍କାର ୫୦ ଟଙ୍କା ପର୍ଯ୍ୟନ୍ତ ନିଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?