ତାଳଚେର,୪ା୧୧(ନି.ପ୍ର.)- ତାଳଚେରଠାରେ ଆର୍ଡିସିଙ୍କ ଏକ ନୂତନ ଅଫିସ ଖୋଲାଯିବାକୁ ବ୍ରାହ୍ମଣୀ ଅଞ୍ଚଳ ସୁରକ୍ଷା ପରିଷଦ ସଭାପତି ବିଭୁଧେନ୍ଦ୍ର ପ୍ରତାପ ଦାସ ଦାବି କରିଛନ୍ତି। ତାଳଚେରରେ ଏମ୍ସିଏଲ୍, ଏନ୍ଟିପିସି, ରେଙ୍ଗାଳି ଡ୍ୟାମ୍, ସମଲ ବ୍ୟାରେଜ ଦ୍ୱାରା ଅନେକ ଲୋକ ବିସ୍ଥାପିତ ହୋଇଛନ୍ତି। ନିଯୁକ୍ତି, ଥଇଥାନ ନେଇ ପ୍ରତିଦିନ ଆନ୍ଦୋଳନ ଚାଲିବା ସହ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଛି। ଆଗାମୀ ଦିନରେ ବିସ୍ଥାପନକୁ ନେଇ ଆହୁରି ସମସ୍ୟା ଉପୁଜିବ। ଏଠାରେ ଏକ ଡିଆଇଜି ଅଫିସ ଥିବାବେଳେ ସମସ୍ୟାର ସମାଧାନ ପାଇଁ ଆର୍ଡିସିଙ୍କ ଏକ ନୂତନ ଅଫିସ ଖୋଲାଯିବାକୁ ବ୍ରାହ୍ମଣୀ ଅଞ୍ଚଳ ସୁରକ୍ଷା ପରିଷଦ ସଭାପତି ଦାବି କରିଛନ୍ତି। ଏ ସମ୍ପର୍କରେ ସେ ମୁଖ୍ୟମନ୍ତ୍ରୀ ଓ ରାଜସ୍ବ ମନ୍ତ୍ରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
Posted inଅନୁଗୋଳ, ଆମ ଜିଲା ଖବର View All
ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା
ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…
ଗଞ୍ଜାମ ଭାଜପାର ନୂଆ କର୍ମକର୍ତ୍ତା ଘୋଷଣା: ସରୋଜ ଦାସ ଜିଲା ଉପସଭାପତି, ଦୀପକ ବେହେରା…
ଛତ୍ରପୁର,୨୯।୯(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି (ଭାଜପା) ଗଞ୍ଜାମ ଜିଲା ସଭାପତି ସରୋଜ ସାବତ ଏବଂ ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବାଇଧର ମଲ୍ଲିକଙ୍କ ଅନୁମୋଦନ…
ବାରହା ଆକ୍ରମଣରେ ଗାଈ ଜଗାଳି ଗୁରୁତର: ପୋଷା ବାରହାକୁ ନେଇ ବନ ବିଭାଗର ଭୂମିକା ଉପରେ ପ୍ରଶ୍ନବାଚୀ
ଖଜୁରୀପଡ଼ା,୨୯।୯(ବିଦୁର ବେହେରା): ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ କୁମ୍ଭେଇଗୁଡ଼ା ଗ୍ରାମର ଗୋପାଳ ବେହେରା (୫୦) ଗୁରୁବାର ନେଡ୍ରିଖୋଲ ଗ୍ରାମର ଝରନିଖୋଲ ନିକଟରେ ଗାଈ ଚରାଉଥିବା ସମୟରେ ଏକ ପୋଷା…
ଜୁନାଗଡ଼ ବ୍ଲକ୍ PEO ସଂଘର ସାଧାରଣ ପରିଷଦ ବୈଠକ: ପୁନର୍ବାର ସଭାପତି ଭାବେ ଆକାଶ ସାହୁ ମନୋନୀତ
ଜୁନାଗଡ଼,୨୯।୯ (ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଅପରାହ୍ନରେ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ (PEO) ସଂଘର ସାଧାରଣ ପରିଷଦ…
ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…
ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…
ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…
ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…
‘ସେବା ସଂକଳ୍ପ ଅଭିଯାନ’ରେ ସାମିଲ ହେଲେ ରାଜ୍ୟ ସଭା ଏମ୍ପି: କଲେ ବୃକ୍ଷରୋପଣ
କର୍ଲାମୁଣ୍ଡା, ୨୯।୯ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ଅଞ୍ଚଳକୁ ମଙ୍ଗଳବାର ରାଜ୍ୟ ସଭା ଏମ୍ପି ସୁଜିତ୍ କୁମାର ଗସ୍ତ କରିଛନ୍ତି। ତାଙ୍କ ସହ…
ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ
ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

