ଆର୍‌ବିଆଇ ବୋର୍ଡ ବୈଠକରେ ଉଠିପାରେ ଡିଭିଡେଣ୍ଡ ପ୍ରସଙ୍ଗ

ନୂଆଦିଲ୍ଲୀ,୨୦-୧: ବର୍ତ୍ତମାନ ସରକାର ବିତ୍ତୀୟ ନିଅଣ୍ଟ ଲକ୍ଷ୍ୟ ହାସଲ କରିବା ଦିଗରେ ଜୋରଦାର ଉଦ୍ୟମ ଜାରି ରଖିଛନ୍ତି। ଟିକସ ସଂଗ୍ରହ କମିଥିବାରୁ ରାଜକୋଷ ଉପରେ ଏବେ ଚାପ ରହିଛି। ଏହାକୁ ଧ୍ୟାନରେ ରଖି ସରକାର କେନ୍ଦ୍ରୀୟ ବ୍ୟାଙ୍କଠାରୁ ଅଧିକ ଅର୍ଥ ଆଶା କରୁଛନ୍ତି। ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ରିଜର୍ଭ ବ୍ୟାଙ୍କର ବୋର୍ଡ ବୈଠକରେ କେନ୍ଦ୍ର ସରକାର ଆଶା କରୁଥିବା ଅତିରିକ୍ତ ଲାଭାଂଶ ବା ଡିଭିଡେଣ୍ଡ ପ୍ରସଙ୍ଗ ଉଠିପାରେ ବୋଲି ପ୍ରକ୍ରିୟା ସହ ଜଡିତ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଚଳିତ ଆର୍ଥତ୍କ ବର୍ଷ ଦ୍ୱିତୀୟ ତ୍ରୈମାସରେ ଦେଶର ଜିଡିପି ହାର ୬ ବର୍ଷର ସର୍ବନିମ୍ନ ସ୍ତର ୪.୫% କମିଛି। ଏହା ଚଳିତ ଆର୍ଥତ୍କ ବର୍ଷରେ ୧୧ ବର୍ଷର ସର୍ବନିମ୍ନ ସ୍ତରକୁ ଖସିବ ବୋଲି ସରକାର ପୂର୍ବାନୁମାନ କରିଛନ୍ତି। ୨୦୧୮-୧୯ରେ ଏହା ୬.୮% ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧୩ ସୁନାଖଣି ବିକିବ କେନ୍ଦ୍ର

ନୂଆଦିଲ୍ଲୀ,୧୫ା୮: କେନ୍ଦ୍ର ସରକାର ଆନ୍ଧ୍ର ପ୍ରଦେଶ ଓ ଉତ୍ତର ପ୍ରଦେଶରେ ଥିବା ୧୩ଟି ସୁନାଖଣି ବିକ୍ରି କରିବା ପାଇଁ ମସୁଧା ଚଳାଇଛନ୍ତି। ଗତ ବର୍ଷ ମାଇନିଂ...

ସୁନା ଅଳଙ୍କାରରେ ହଲ୍‌ମାର୍କ ହେବ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫-୧: ଏଣିକି ଦେଶ ମଧ୍ୟରେ ସୁନା ଅଳଙ୍କାର ଏବଂ କଳାକୃତିର ହଲ୍‌ମାର୍କକୁ ବାଧ୍ୟତାମୂଳକ କରାଯିବ। ୧୫ ଜାନୁୟାରୀ ୨୦୨୦ଠାରୁ ହଲ୍‌ମାର୍କିଂ ବାଧ୍ୟତାମୂଳକ ଲାଗି କେନ୍ଦ୍ର ଖାଉଟି...

ଟିଏମ୍‌ସି ସହ ହିରୋର ଦ୍ୱିପାକ୍ଷିକ ସହଭାଗିତା

ନୂଆଦିଲ୍ଲୀ,୨୮।୧୦:ଦେଶର ପ୍ରମୁଖ ୨ଚକିଆ ଯାନ ନିର୍ମାତା ‘ହିରୋ ମୋଟୋକର୍ପ’ ଖୁବ୍‌ଶୀଘ୍ର ଫିଲିପାଇନ୍ସ ବଜାରରେ ମଧ୍ୟ ତା’ର ଉପସ୍ଥିତି ଜାହିର କରିବାକୁ ଯାଉଛି। କାରଣ କଲମ୍ବିଆନ ଗ୍ରୁପ୍‌...

ଟାଟା ଷ୍ଟିଲ୍‌ ପକ୍ଷରୁ ଟିଏମ୍‌ଟି ବାର୍‌ ପରିବହନ

ଭୁବନେଶ୍ୱର,୧୭।୨:ଟାଟା ଷ୍ଟିଲ୍‌ ପକ୍ଷରୁ ଇଣ୍ଡୋ-ବାଂଲାଦେଶ ପ୍ରୋଟୋକଲ୍‌ ରୁଟ୍‌କୁ ବ୍ୟବହାରକରି ପଶ୍ଚିମବଙ୍ଗରୁ ତ୍ରିପୁରାକୁ ମଲ୍ଟି-ମୋଡାଲ ମାଧ୍ୟମରେ ଟିଏମ୍‌ଟି ବାର୍‌ ପରିବହନ କରାଯାଇଛି। ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ର...

ପଟିଆ ଛକରେ କଲ୍ୟାଣ ଜୁଏଲର୍ସ

ଭୁବନେଶ୍ୱର,୨୧।୪: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଶୁକ୍ରବାର ଆଉ ଏକ ଏକ୍ସକ୍ଲୁସିଭ ଷ୍ଟୋରର ଶୁଭାରମ୍ଭ ହେବାକୁ ଯାଉଛି। ବିଶେଷକରି...

ସଙ୍କଟ ସ୍ଥିତିରେ ଅଣ ସଙ୍ଗଠିତ କ୍ଷେତ୍ର ଶ୍ରମିକ

ନୂଆଦିଲ୍ଲୀ,୧୧।୪: ଲକ୍‌ଡାଉନ ଯୋଗୁ ସାରା ଦେଶରେ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇଛି। ଏଭଳି ସ୍ଥିତିରେ ଅଣ ସଙ୍ଗଠିତ କ୍ଷେତ୍ର ଶ୍ରମକ ଏବଂ ସାଧାରଣ ଲୋକମାନେ ଏବେ...

ମେ’ରେ କମିଲା ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୬।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ମେ ମାସରେ ଦେଶର ଜିଏସ୍‌ଟି ସଂଗ୍ରହରେ ହ୍ରାସ ଘଟିଛି। ମେ’ ରେ ସାମଗ୍ରୀ ଓ ସେବା ଶୁଳ୍କ (ଜିଏସ୍‌ଟି)...

ମୋଦି ୨.୦ର ପ୍ରସ୍ତୁତି; ଉଜ୍ଜ୍ୱଳାରେ ୫ କେଜିର ସିଲିଣ୍ଡର ହେବ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୯-୫: ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା ଯୋଗୁ ଗ୍ରାମାଞ୍ଚଳର ମହିଳାମାନଙ୍କ ଭୋଟ୍‌ ହାତେଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ଏନ୍‌ଡିଏ ସରକାର ଦ୍ୱିତୀୟ କାର୍ଯ୍ୟକାଳରେ ଆଉ ଏକ...

Advertisement
Archives

Model This Week