Posted inଜାତୀୟ

ଆର୍‌ସି ଏବଂ ଡିଏଲ୍‌ ସହିତ ଲିଙ୍କ୍‌ ହେବ ମୋବାଇଲ୍‌ ନମ୍ବର: ମୋଦି ସରକାର ଲୋଡିଲେ ଲୋକଙ୍କ ମତାମତ

ନୂଆଦିଲ୍ଲୀ,୭।୧୨: ଏଣିକି ରେଜିଷ୍ଟ୍ରେଶନ ସାର୍ଟିଫିକେଟ(ଆର୍‌ସି) ଏବଂ ଡ୍ରାଇଭିଂ ଲାଇସେନ୍ସ(ଡିଏଲ୍‌) ସହିତ ମୋବାଇଲ୍‌ ନମ୍ବରକୁ ଲିଙ୍କ୍‌ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୋଜନା କରିଛନ୍ତି। ତେବେ ଏସମ୍ପର୍କରେ ଦେଶର ସାଧାରଣ ଲୋକଙ୍କଠାରୁ ସରକାର ମତାମତ ଲୋଡିଛନ୍ତି। ଏସମ୍ପର୍କିତ ମତାମତ ଡିସେମ୍ବର ୨୯ ପର୍ଯ୍ୟନ୍ତ ସଡ଼କ ପରିବହନ ଏବଂ ରାଜମାର୍ଗ ମନ୍ତ୍ରାଣଳୟକୁ ପଠାଯାଇପାରିବ। ଏହି ନିୟମ ୨୦୨୦ ଏପ୍ରିଲ୍‌ ୧ରୁ ଲାଗୁ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ସପ୍ତାହକ ମଧ୍ୟରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ,୩୦।୫: ଭାରତରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ପ୍ରତିଦିନ ନୂଆ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରତି ୨୪ ଘଣ୍ଟାରେ ଏବେ ନୂଆ...

ରାହୁଲଙ୍କ ଉପରେ ବର୍ଷିଲେ ସ୍ମୃତି

ନୂଆଦିଲ୍ଲୀ,୪।୬: କେରଳର ସାଇଲେଣ୍ଟ ଭ୍ୟାଲି ଫରେଷ୍ଟରେ ଏକ ଗର୍ଭବତୀ ହାତୀର ମୃତ୍ୟୁକୁ ନେଇ ଆରମ୍ଭ ହୋଇଯାଇଛି ରାଜନୀତି। ହାତୀଟିକୁ ସପୁରୀରେ ବାଣ ଭର୍ତ୍ତିକରି କେହି ଦେଇ...

ବୟସ୍କଙ୍କ ସେବା ନ କଲେ ବୋହୂ-ଜ୍ୱାଇଁ, ସାବତ ଝିଅ-ପୁଅଙ୍କୁ ବି ମିଳିବ ଦଣ୍ଡ: ମୋଦି ସରକାରଙ୍କ ନୂଆ ନିୟମ !

ନୂଆଦିଲ୍ଲୀ,୫।୧୨: ପୂର୍ବରୁ ମାତା-ପିତାଙ୍କ ସେବା କରୁ ନ ଥିବା ଝିଅ ପୁଅଙ୍କ ଉପରେ ଦଣ୍ଡାଦେଶର ବ୍ୟବସ୍ଥା ଥିଲା। ତେବେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର...

ଇମୋଶନାଲ କାର୍ଡ ଖେଳିଲେ ନୀତୀଶ: ବିରୋଧି କହିଲେ ଅବସର ସ୍ୱୀକାର କଲେ ମୁଖ୍ୟମନ୍ତ୍ରୀ

ପାଟନା,୬ ।୧୧: ବିହାର ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନକୁ ନେଇ କାଉଣ୍ଟଡାଉନ ଆରମ୍ଭ ହୋଇ ଗଲାଣି । ଆଉ ଏହାରି ଭିତରେ ପୁଣିଥରେ ରାଜନୀତି...

ସକାଳ ୯ଟା ସୁଦ୍ଧା ପହଞ୍ଚିବାକୁ ପଡିବ କାର୍ଯ୍ୟାଳୟରେ

ଚଣ୍ଡିଗଡ଼,୨୧ ।୯: ପଞ୍ଜାବର ନୂଆ ସରକାର ତାଙ୍କ କାର୍ଯ୍ୟର ଦ୍ରୁତ ଅଗ୍ରଗତି ପାଇଁ ସମସ୍ତ ସରକାରୀ ଅଧିକାର ଓ କର୍ମଚାରୀଙ୍କୁ ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟରେ...

୨୪ରେ ମୋଦି-ବାଇଡେନ ଆଲୋଚନା

ଓ୍ବାଶିଂଟନ/ନୂଆଦିଲ୍ଲୀ, ୨୨।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାରଠାରୁ ଆମେରିକା ଗସ୍ତରେ ଯାଉଥିବାବେଳେ ଶୁକ୍ରବାର (ସେପ୍ଟେମ୍ବର ୨୪ରେ) ସେ ଓ୍ବାଶିଂଟନରେ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସହ ବୈଠକରେ...

ନାମାଙ୍କନପତ୍ର ଦାଖଲ କଲେ ଜଗଦୀପ ଧନକର

ନୂଆଦିଲ୍ଲୀ,୧୮।୭: ଏନ୍‌ଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନକର ସୋମବାର ସଂସଦ ଭବନରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି,...

ଅଣ-ଗାନ୍ଧୀ ପରିବାର ବ୍ୟକ୍ତିଙ୍କୁ କଂଗ୍ରେସ ଅଧ୍ୟକ୍ଷ କରାଯାଉ: ମଣିଶଙ୍କର

ନୂଆଦିଲ୍ଲୀ, ୨୩।୬: କଂଗ୍ରେସ ଅଧ୍ୟକ୍ଷ ପଦରେ ରାହୁଲ ଗାନ୍ଧୀ ରହିବେ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଦଳର ବରିଷ୍ଠ ନେତା ମଣିଶଙ୍କର...

Advertisement
Archives

Model This Week