ଆର୍‌.ଉଦୟଗିରି, ନୂଆଗଡ଼ ବ୍ଲକର ବିଭିନ୍ନ ପଞ୍ଚାୟତରେ ବିଶୋଧକ ସିଞ୍ଚନ

ଆର୍‌.ଉଦୟଗିରି,୯ା୪(ଡି.ଏନ୍‌.ଏ.) : ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ଼, ଖଜୁରୀପଦା ଓ ବଡ଼ପଦା ସହରରେ ଯୁଦ୍ଧକାଳୀନ ଭିତ୍ତିରେ ପଞ୍ଚାୟତ କୃର୍ତ୍ତପକ୍ଷ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା କରୋନା ଭୂତାଣୁ ସହ ମୁକାବିଲା ପ୍ରୟାସ ଜୋରଦାର ଚାଲିଛି। ତହସିଲ, ବ୍ଲକ, ମେଡିକାଲ, ସାହିର ଗଳିକନ୍ଦି ଏବଂ ମୁଖ୍ୟ ରାସ୍ତାର ଦୁଇ ପାଖରେ ଦମକଳ ଗାଡ଼ି ଦ୍ୱାରା ବିଶୋଧକ ସିଞ୍ଚନ କରାଯାଉଛି। ସମ୍ପୂଣ୍ଣର୍ର୍ ସହର ସାନିଟାଇଜ୍‌ କରିବା ନିମନ୍ତେ ପଞ୍ଚାୟତର ପିଇଓମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବାଧାନରେ ଆର.ଉଦୟଗିରି ତହସିଲିଦାର ସ୍ମୃତି ରଞ୍ଜନ ଶତପଥୀ, ବିଡିଓ ପ୍ରଦୀପ କୁମାର ନାୟକ ଓ ନୂଆଗଡ଼ ତହସିଲଦାର ପ୍ରଫୁଲ କୁମାର କୁଜୁରୁ ଓ ବିଡିଓ ଲାବନ୍ୟମେନ୍ଦୁ ମହାନ୍ତିଙ୍କ ଉପସ୍ଥିତରେ ପଞ୍ଚାୟତ ଓ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ଦ୍ୱାରା ସହରରେ ଏହି ସିଞ୍ଚନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପସ୍ଥିତ ବୁଦ୍ଧି ଦେଖାଇଲେ ସରପଞ୍ଚ: ଠକକୁ ଏମିତି ଦେଲେ ପାନେ

ନୂଆପଡ଼ା,୧୧ା୭ (ମକାରୁ ବେମାଲ):ସତର୍କତା ଯୋଗୁ ନୂଆପଡ଼ା ଜିଲା କୋମନା ବ୍ଲକ କୁରେଶ୍ୱର ପଞ୍ଚାୟତର ସରପଞ୍ଚ ସତ୍ୟବାନ ସାହୁ ଏକ ସାଇବର ଠକେଇରୁ ବର୍ତ୍ତି ଯାଇଛନ୍ତି। ସୂଚନା ଅନୁସାରେ,…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

ଜୀବିତ ରୋଗୀଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଆଉ ତା’ପରେ…

କାମାକ୍ଷାନଗର, ୧୧।୭ (ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଜୀବିତ ରୋଗୀଙ୍କୁ ଚିକିତ୍ସା…

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri