ଆଲପ୍ସ ପର୍ବତର ୮୦୦ ମିଟର ଉଚ୍ଚରେ ତ୍ରିରଙ୍ଗା: କରୋନା ଲଢ଼େଇରେ ଭାରତୀୟ ଏକଜୁଟ କହିଲେ ମୋଦି

ନୂଆଦିଲ୍ଲୀ/ବେର୍ନ,୧୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏପରିସ୍ଥଳେ ଭାରତବାସୀଙ୍କ ଏକତାକୁ ରୂପାୟନ କରି ସୁଇଜରଲାଣ୍ଡ୍‌ର ଆଲପ୍ସ୍‌ ପର୍ବତରେ ଲାଇଟ୍‌ ଇଫେକ୍ଟ ଦ୍ୱାରା ଭାରତୀୟ ଜାତୀୟ ପତାକା ତ୍ରିରଙ୍ଗା କରାଯାଇଛି। ଅନ୍ଧାର ରାତିରେ ତ୍ରିରଙ୍ଗାର ଆଲୋକରେ ଆଲପ୍ସ୍‌ ଆଲୋକିତ ହେଉଛି। ଆର୍ଟିଷ୍ଟ ଗୈରି ହୋଫ୍‌ଷ୍ଟେଟର ପାହାଡ଼ର ୮୦୦ ମିଟର ଉଚ୍ଚରେ ଏଭଳି କଳାକୃତି କରିଛନ୍ତି। ଏହା ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରିଛନ୍ତି ଯେ, କରୋନା ଲଢ଼େଇରେ ଭାରତୀୟ ଏକଜୁଟ ହୋଇଥିବା ଏହା ସୂଚିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ଧମକ ଦେଲେ କିମ୍‌ …

ଓ୍ବାଶିଂଟନ, ୨୯।୩ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ଏକ ଅନ୍ତର୍ଦେଶୀୟ କ୍ଷେପଣାସ୍ତ୍ରର ପରୀକ୍ଷଣ କରିବା ପରେ ଆମେରିକା ସହ ବିବାଦ...

ଆଗାମୀ ୩ ମାସ ମଧ୍ୟରେ ପାକିସ୍ତାନରେ ହୋଇପାରେ ନିର୍ବାଚନ !

ଇସଲାମାବାଦ୍‌,୨୫।୧୧: ଆଗାମୀ ୩ ମାସ ମଧ୍ୟରେ ପାକିସ୍ତାନରେ ପୁଣିଥରେ ନିର୍ବାଚନ ହୋଇପାରେ। ଏନେଇ ଜାମିୟତ୍‌ ଉଲେମା ଇ-ଇସଲାମ୍‌-ଫଜଲ୍‌ ମୁଖ୍ୟ ମୌଲାନା ଫଜଲୁର୍‌ ରହେମାନ ସୋମବାର ସୂଚନା...

ନେପାଳ: ଶାସକ କମ୍ୟୁନିଷ୍ଟ ପାର୍ଟିରେ ବିଭାଜନ ଆଶଙ୍କା ଘନେଇଲା

କାଠମାଣ୍ଡୁ,୨।୧୧: ନେପାଳରେ ଶାସକ କମ୍ୟୁନିଷ୍ଟ ପାର୍ଟିରେ ବିଭାଜନ ଆଶଙ୍କା ଘନେଇବାରେ ଲାଗିଛି। ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଏବଂ ପାର୍ଟିର ବରିଷ୍ଠ ନେତା ପୁଷ୍ପ କମଲ...

୨୧୦୦ ପୃଷ୍ଠାର ରାମାୟଣ ଲେଖିଲେ ଏହି କୁନି ଭଉଣୀ ଭାଇ

କରୋନା ମହାମାରୀ ସମୟରେ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଥିଲା। ସେହି ସମୟରେ ସବୁ ଲୋକ ଘରେ ବନ୍ଦୀ ହୋଇ ରହୁଥିଲେ। ଏହି ସମୟରେ ଲୋକଙ୍କ...

ବଢ଼ୁଛି ପିଲାଙ୍କ ଚିନ୍ତା: ରାଜ୍ୟରେ ଆଉ ୨ ଶିଶୁକନ୍ୟାଙ୍କ ଜୀବନ ନେଲା କରୋନା

ଭୁନନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ କରୋନାରେ ପୁଣି ଆଉ ୨ ଶିଶୁକନ୍ୟାଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା...

ଚଣ୍ଡିଗଡ଼ ପରେ କେରଳ ଛୁଇଁଲା ଓମିକ୍ରନ୍‌, ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩୮

ନୂଆଦିଲ୍ଲୀ,୧୩ ।୧୨: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ଭାଇରସର ନୂଆ ଭାରିଏଣ୍ଟ ଓିମକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ଦେଶରେ ୩୮...

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୪(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨ ଜଣ ପିଲା ଅଛନ୍ତି।...

କରୋନାର ଭୟଙ୍କର ଚିତ୍ର: ଆକ୍ରାନ୍ତଙ୍କ ମୃତ୍ୟୁ ହେବା ଯୋଗୁ ଆମ୍ବୁଲାନ୍ସ ଛାଡ଼ି ପଳାଇଲେ ସ୍ବାସ୍ଥ୍ୟକର୍ମୀ

ପାଟଣା,୨।୮: ମହାମାରୀ କରୋନା ଭୟରେ ଲୋକଙ୍କ ମଧ୍ୟରୁ ମାନବିକତା ହଜିବାକୁ ବସିଲାଣି। ବିହାରର ସୁପୌଲରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ କରୋନା ସଂକ୍ରମିତଙ୍କ...

Advertisement
Archives

Model This Week