ଆଲିଆଙ୍କ ପ୍ରିୟ ଖାଦ୍ୟ: ଏଥିରେ ରହିଛି ଏସବୁ ଉପକାରୀ ଗୁଣ

ବଲିଉଡ୍‌ର କୌଣସି ତାରକା ଯଦି କୁହନ୍ତି, ତାଙ୍କର ପ୍ରିୟ ଖାଦ୍ୟ ଦହି ଭାତ ତେବେ ଆଶ୍ଚର୍ଯ୍ୟ ଲାଗିବ ନିଶ୍ଚିତ। ମାତ୍ର ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ଦହି ଭାତ ଅଧିକ ପସନ୍ଦ। ସେ ଦିନରେ ଯେତେ ଥର ହେଉନା କାହିଁକି ଏହାକୁ ଖାଇବାକୁ ପସନ୍ଦ କରିଥାନ୍ତି। ଆଲିଆ ନିଜ ଫିଟ୍‌ନେସ ପାଇଁ ବିଶେଷ ଯତ୍ନବାନ। ଏପରିକି ସେ ଯେଉଁ ସ୍ଥାନକୁ ଯା’ନ୍ତି ସାଥିରେ ତାଙ୍କ ରୋଷେୟାକୁ ନେଇ ଯାଇଥାନ୍ତି। ଦହିଭାତରେ ପ୍ରୋଟିନ୍‌ ଓ ପୋଷକ ତତ୍ତ୍ୱ ଭରପୂର ପରିମାଣର ରହିଥାଏ।

ତେବେ ଜାଣନ୍ତୁ ଆଲିଆ ପସନ୍ଦ କରୁଥିବା ଦହିଭାତର ଉପକାରୀ ଗୁଣ ସମ୍ପର୍କରେ…

ହଜମ ପ୍ରକ୍ରିୟା ସହଜ କରେ
ଦହିଭାତରେ ଥଣ୍ଡା ପ୍ରଭାବ ସହିତ ପ୍ରୋବୋଟିକ୍‌ ଗୁଣ ରହିଛି। ଯାହା ପେଟ ଥଣ୍ଡା ରଖିବା ସହ ଖାଦ୍ୟକୁ ଶୀଘ୍ର ହଜମ କରିଥାଏ।

କେଶ ଶକ୍ତ କରେ
ପ୍ରୋଟିନ୍‌ ଅଭାବରୁ କେଶ ଝଡୁଥିବା ବେଳେ ଦହିଭାତରେ ଥିବା ପ୍ରୋଟିନ୍‌ ଏହି ସମସ୍ୟା ଦୂର କରିଥାଏ ।

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ସହିତ ଚାପମୁକ୍ତ

ଆଣ୍ଟିଅକ୍ସିଡାଣ୍ଟ ଗୁଣରେ ଭରପୂର ଦହିଭାତ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ସହିତ ଚାପମୁକ୍ତ କରାଇଥାଏ।

ତ୍ୱଚାରୁ ଦାଗ ଦୂର କରେ

ହଜମ ପ୍ରକ୍ରିୟା ସହଜ ହେବାର ସିଧା ପ୍ରଭାବ ତ୍ୱଚା ଉପରେ ପଡ଼ିଥାଏ। ଫଳରେ ମୁହଁରୁ ଦାଗ ଦୂର ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ବିୟୁଟି, ବ୍ରେନ୍‌ ଆଉ ଟ୍ୟାଲେଣ୍ଟର ପରଫେକ୍ଟ ମିଶ୍ରଣ କାବ୍ୟା କିରଣ

ମୁମ୍ବାଇ: ବଲିଉଡ୍‌ ସହ କିଛି ଆଞ୍ଚଳିକ ଭାଷାର ଫିଲ୍ମରେ କାମ କରିଥିବା ଅଭିନେତ୍ରୀ କାବ୍ୟା କିରଣ ଏବେ ବେଶ୍‌ ପରିଚିତ। ତାଙ୍କୁ ଏବେ ବିୟୁଟି, ବ୍ରେନ୍‌...

ଟ୍ରେଣ୍ଡି ରେନ୍‌କୋଟ୍‌

ବର୍ଷାଦିନେ ଛତା ଓ ରେନ୍‌କୋଟ୍‌ର ଚାହିଦା ଖୁବ୍‌ ବଢ଼ିଯାଏ। ଆଉ ସେହି ଚାହିଦାକୁ ଦେଖି ଦିନକୁ ଦିନ ନୂଆ ନୂଆ ଡିଜାଇନ୍‌ର ଛତା ଓ ରେନ୍‌କୋଟ୍‌...

ରାଗିଲେ ହେମା

ମୁମ୍ବାଇ,୧୮।୪: କରୋନା ଭାଇରସକୁ ନେଇ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ୍‌। ଆଉ କରୋନାକୁ ହରାଇବାକୁ ଅନେକ ଲୋକ ସେମାନଙ୍କ ଜୀବନକୁ ବାଜି ଲଗାଇ ଦେଇଛନ୍ତି...

ସମ୍ମୁଖକୁ ଆସିଲା ‘ହିରୋପନ୍ତି-୨’ର ପ୍ରଥମ ଲୁକ୍‌

ବଲିଉଡ୍‌ ଅଭିନେତା ଟାଇଗର୍‌ ଶ୍ରଫ୍‌ଙ୍କ ପ୍ରଶଂସକଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ତାଙ୍କ ଅଭିନୀତ ସଫଳ ଫିଲ୍ମ ‘ହିରୋପନ୍ତି’ର ଦ୍ୱିତୀୟ ପାର୍ଟ ନିର୍ମାଣ ହେବାକୁ ଯାଉଛି।...

ଟ୍ୟୁଶନ ପଢ଼ାଇ ବାଇକ୍‌ କିଣିଥିଲେ ସୁଶାନ୍ତ ସିଂ ରାଜପୁତ

ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଉ ଏ ଦୁନିଆରେ ନାହାନ୍ତି । ୩୪ ବର୍ଷୀୟ ଏହି ଅଭିନେତା ଜୁନ ୧୪ ତାରିଖ ଦିନ ମୁମ୍ବାଇସ୍ଥିତ...

ଦ୍ୱିତୀୟ ବିବାହକୁ ନେଇ ଚର୍ଚ୍ଚାରେ ରହିଥିଲେ ପୂଜା: ୪୪ ବର୍ଷରେ ବି ଅଛନ୍ତି ଫିଟ୍‌

ବଲିଉଡ୍‌ର ଜଣେ ସଫଳ ତଥା ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରେ ଅନ୍ୟତମ ପୂଜା ବତ୍ରା। ଆଜି ଅର୍ଥାତ୍‌ ଅକ୍ଟୋବର ୨୭ ହେଉଛି ପୂଜାଙ୍କ ଜନ୍ମଦିନ। ୧୯୭୬ ମସିହାରେ...

କରୋନାରେ ବ୍ରିଟିଶ୍‌ ହାସ୍ୟାଭିନେତା ଏଡିଙ୍କ ମୃତ୍ୟୁ

ଲଣ୍ଡନ,୩ା୪: କରୋନା ସଂକ୍ରମଣରେ ବ୍ରିଟେନର ବର୍ଷୀୟାନ ହାସ୍ୟାଭିନେତା ଏଡି ଲାର୍ଜଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ହସ୍ପିଟାଲରେ ତାଙ୍କର ହୃଦ୍‌ରୋଗ...

ଏହି ଅଭିନେତ୍ରୀଙ୍କୁ ଭେଟିବା ପାଇଁ ୫ଦିନ ଫୁଟ୍‌ପାଥରେ ଶୋଇଲେ ପ୍ରଶଂସକ

ଏମିତି କିଛି ପ୍ରଶଂସକ ଅଛନ୍ତି, ଯେଉଁମାନେ ତାଙ୍କର ପ୍ରିୟ ଅଭିନେତ୍ରୀଙ୍କ ପାଇଁ ସବୁକିଛି କରିବା ପାଇଁ ପ୍ରସ୍ତୁତ ଥା’ନ୍ତି। ସେମିତି ଜଣେ ପ୍ରଶଂସକ ହେଉଛନ୍ତି ଭାସ୍କର।...

Play 250+ Trending Games
Archives

Model This Week

Why Dharitri