ଆଲିଆଙ୍କ ଲେହେଙ୍ଗାକୁ ଗୋଡରେ ଆଡେଇଲେ ରଣବୀର, ରାଗିଗଲେ ପ୍ରଶଂସକ

ଅଭିନେତ୍ରୀ ଆଲିଆ ଭଟ୍ଟ ଏବଂ ରଣବୀର କପୁରଙ୍କୁ ବଲିଉଡର ହିଟ୍‌ ଭାବେ ବିବେଚନା କରାଯାଏ। ଉଭୟଙ୍କ ବ୍ରହ୍ମାସ୍ତ୍ର ଚଳଚ୍ଚିତ୍ର ଏପର୍ଯ୍ୟନ୍ତ ରିଲିଜ ହୋଇନାହିଁ କିନ୍ତୁ ଦୁଇ ବର୍ଷ ହେବ ସେମାନଙ୍କ ସମ୍ପର୍କ ଉପରେ ଆଲୋଚନା ହୋଇଛି। ପ୍ରାୟତଃ ଅନେକ ସମୟରେ ଉଭୟ ପରସ୍ପର ପ୍ରତି ପ୍ରେମ ପ୍ରକାଶ କରୁଥିବା ଦେଖାଯାଏ। ଏହା ମଧ୍ୟ କୁହାଯାଉଛି ଯେ ଖୁବ ଶୀଘ୍ର ଦୁହେଁ ବିବାହ କରିବେ। ତେବେ ଏହି ସମୟ ମଧ୍ୟରେ, ଆଲିଆ ଏବଂ ରଣବୀରଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହା ଦେଖି ଅନେକ ୟୁଜର୍ସ ରାଗିଯାଇଛନ୍ତି।
ଆଲିଆ ଏବଂ ରଣବୀରଙ୍କୁ ଦିପାବଳୀ ଅବସରରେ ଏକାଠି ଦେଖିବାକୁ ମିଳିଥିଲା। ଆଲିଆ ଏକ ବାଇଗଣୀ ଲେହେଙ୍ଗା ପିନ୍ଧିଥିବାବେଳେ ରଣବୀର ଏକ ଏମ୍ବ୍ରୋଡେଡ କୁର୍ତ୍ତାରେ ବହୁତ ସୁନ୍ଦର ଦେଖାଯାଉଥିଲେ। ତାଙ୍କର ଫଟୋ ଏବଂ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏହା ଦେଖାଯାଉଛି ଯେ ଆଲିଆ ପାହାଚ ତଳକୁ ଓହ୍ଲାଇବାବେଳେ ତାଙ୍କ ଓଢଣୀ ପଛରେ ରହିଯାଇଛନ୍ତି ଏବଂ ରଣବୀର ତାଙ୍କ ଗୋଡରେ ତାକୁ ଆଡେଇ ଦେଉଥିବା ଦେଖାଯାଇଛି। ୟୁଜର୍ସ ରଣବୀରଙ୍କ ଏହି ଆଚରଣକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ୟୁଜର୍ସମାନେ କହିଛନ୍ତି ଯେ, ରଣବୀର ଆଲିଆଙ୍କୁ ସମ୍ମାନ କରନ୍ତି ନାହିଁ ଏବଂ ତାଙ୍କୁ ସମ୍ମାନ ମଧ୍ୟ ଦେଇ ପାରିବେ ନାହିଁ। ଏପରିକି ଅନେକ ଲୋକ କହିଛନ୍ତି ଯେ ବିବାହ ପୂର୍ବରୁ ଆଲିଆ ରଣବୀରଙ୍କ ସହ ବ୍ରେକଅପ ହୋଇଯିବ।

https://youtu.be/aLdp20bA7wQ


Enter your email to get our daily news in your inbox.

All Right Reserved By Dharitri.Com

ଜଳୁଛି ଇରାନ! ଅନେକ ସହରରେ ବିସ୍ଫୋରଣ ପରେ ନେତାନ୍ୟାହୁଙ୍କ ସହ କଥା ହେଲେ ଟ୍ରମ୍ପ, ବଡ଼ ଚାଲ୍ ଖେଳୁଛନ୍ତି…

ଓ୍ବାଶିଂଟନ,୧୦।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଖାମେନେଇଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟର ଶେଷ ଦିନରେ ହଜାର ହଜାର ଲୋକ ଏକାଠି ହୋଇଥିଲେ। ତାଙ୍କ ପୁଅ ମୁସ୍ତାଫା ଖାମେନେଇ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ଦେଶବ୍ୟାପୀ ମୌସୁମୀ ବର୍ଷାର ତାଣ୍ଡବ, ଜନଜୀବନ ଅସ୍ତବ୍ୟସ୍ତ

ନୂଆଦିଲ୍ଲୀ,୧୦।୭ (ପି.ଟି.): ଦେଶର ବିଭିନ୍ନ ପ୍ରାନ୍ତରେ ଗୁରୁବାର ପ୍ରବଳ ମୌସୁମୀ ବର୍ଷା ଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟିଛି। ଫଳରେ ରାସ୍ତାଘାଟ ବୁଡ଼ିଯିବା ସହ ଗଛ ଉପୁଡ଼ିବା, ସମ୍ପତ୍ତି…

ଗାଡ଼ି ଟାୟାରରେ କମ୍‌ ପବନ ଯୋଗୁ ବାର୍ଷିକ ୪,୫୦୦ କୋଟିର ତେଲ ନଷ୍ଟ

ନୂଆଦିଲ୍ଲୀ, ୧୦।୭(ପି.ଟି.): ଯାନବାହନ ରକ୍ଷଣାବେକ୍ଷଣ କ୍ଷେତ୍ରରେ ସବୁଠାରୁ ଅବହେଳିତ ବିଷୟ ହେଉଛି ଟାୟାରର କମ୍‌ ପବନ (ପ୍ରେସର) ରହିବା। ହେଲେ ଏଥିଯୋଗୁ ଭାରତ ପ୍ରତିବର୍ଷ ପ୍ରାୟ ୪୨…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri