ଆଲିଆ ଭଟ୍ଟ ହେଲେ ଏସିଆର ସବୁଠୁ ସେକ୍ସି ମହିଳା

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ୨୦୧୯ରେ ସବୁଠୁ ସେକ୍ସି ମହିଳା ବିବେଚିତ ହୋଇଛନ୍ତି। ବ୍ରିଟେନର ସାପ୍ତାହିକ ଖବରକାଗଜ ‘ଇଷ୍ଟର୍ଣ୍ଣ ଆଇ’ ଦ୍ୱାରା ଜାରି କରାଯାଇଥିବା ସର୍ଭେରେ ଏହା କୁହାଯାଇଛି। ସେହିପରି ବଲିଉଡ୍‌ ଲିଡ୍‌ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ୍‌ଙ୍କୁ ଦଶକର ସବୁଠୁ ସେକ୍ସି ମହିଳା ଭାବେ ଚୟନ କରାଯାଇଛି। ୨୦୧୯ରେ ଆଲିଆ ନିଜ ଅଭିନୟ ଦ୍ୱାରା ସମସ୍ତଙ୍କ ହୃଦୟ ଜିତିଛନ୍ତି। ତାଙ୍କ ଅଭିନୀତ ଫିଲ୍ମ ‘ଗଲି ବୟ’ ଭାରତ ପକ୍ଷରୁ ଓସ୍କାର ଏଣ୍ଟ୍ରି କରିଥିଲା। ‘ଇଷ୍ଟର୍ଣ୍ଣ ଆଇ’ ପକ୍ଷରୁ ଅନଲାଇନ୍‌ ଭୋଟ୍‌, ମିଡିଆ କଭରେଜ୍‌, ବିଭିନ୍ନ ସୋସିଆଲ ମିଡିଆରେ ମିଳୁଥିବା ପ୍ରତିକ୍ରିୟା ନେଇ ଏହି ସୁଚୀ ଜାରି କରାଯାଇଥିଲା। ୨୦୧୮ରେ ଦୀପିକା ପାଦ୍ୟୁକୋନ୍‌ ସବୁଠୁ ସେକ୍ସି ମହିଳା ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରୋବର୍ଟ ଦୁନିଆର ସବୁଠୁ ହାଣ୍ଡସମ୍‌

ଓ୍ବାଶିଂଟନ୍‌, ୨୨।୬: ପରଫେକ୍ଟ ଫେସ୍‌ ଗଠନ ବିଷୟରେ ବିଜ୍ଞାନ ଅନୁସନ୍ଧାନ ପରେ ଇଂଲିଶ ଅଭିନେତା ରୋବର୍ଟ ପାଟିନ୍‌ସନ୍‌ଙ୍କୁ ଦୁନିଆର ସବୁଠାରୁ ହାଣ୍ଡସମ୍‌ ବ୍ୟକ୍ତି ଭାବେ ଘୋଷଣା...

ସୁଶାନ୍ତ ସିଂଙ୍କ ପରଲୋକରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୬: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ କରି କହିଛନ୍ତି ସୁଶାନ୍ତଙ୍କ ଭଳି...

ପୁଣି ବିବାହ କରିବେ ଡ୍ରାମା କୁଇନ୍‌!

ଟିଭିର ଡ୍ରାମା କୁଇନ୍‌ ଭାବେ ପରିଚିତ ରାଖୀ ସାୱନ୍ତ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ରିତେଶଙ୍କଠାରୁ ଅଲଗା ହେବା ପରେ ଏବେ...

ବଲିଉଡରେ ଡ୍ରଗ୍ସ କାରବାର ଲିଙ୍କ୍: ସମ୍ମୁଖକୁ ଆସିଲା ଦୀପିକାଙ୍କ ନାମ

ବଲିଉଡରେ ଡ୍ରଗ୍ସ ଲିଙ୍କ ନେଇ ଅଭିନେତ୍ରୀ ରିୟା ଚକ୍ରବର୍ତୀ ଗିରଫ ହେବ ପରେ ସାରା ଅଲ୍ଲୀ ଖାନ, ରକୁଳ ପ୍ରୀତି ସିଂ ଏବଂ ଶ୍ରଦ୍ଧା କପୁରଙ୍କ...

୫୫ରେ ପାଦ ଥାପିଲେ ସୀମା ବିଶ୍ୱାସ: ବ୍ୟାଣ୍ଡିଟ୍‌ କୁଇନ୍‌ ଫିଲ୍ମର ଶୁଟିଂ ପରେ ସାରା ରାତି କାନ୍ଦିଥିଲେ

ମୁମ୍ବାଇ: ବଲିଉଡ୍‌ ଷ୍ଟାର ମଙ୍ଗଳବାର ୫୫ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୬୫ ଜାନୁୟାରୀ ୧୪ରେ ଆସାମର ନଲବାରିଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ଶେଖର କପୁରଙ୍କ...

ମୋଦିଙ୍କ ଶୁଭେଚ୍ଛା ଜଣାଇ ଟ୍ରଲ ହେଲେ ଶବାନା

ମୁମ୍ବାଇ,୨୪।୫: ଲୋକ ସଭା ନିର୍ବାଚନ ଫଳାଫଳ ଆସିବା ପରେ ସୋସିଆଲ ମିଡିଆରେ ମୋଦିଙ୍କ ସମର୍ଥକ ଓ ବିରୋଧୀଙ୍କ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ଭଲ...

ଗୋଲଡେନ ଫିଲ୍ମ ଆୱାର୍ଡ ଜିତିଲା ‘ଦ କଶ୍ମୀର ଫାଇଲ୍ସ’

ମୁମ୍ବାଇ: ବଲିଉଡ ଫଲ୍ମ ନିର୍ମାତା ବିବେକ ରଞ୍ଜନ ଅଗ୍ନିହୋତ୍ରଙ୍କ ଫିଲ୍ମ ‘ଦ କଶ୍ମୀର ଫାଇଲ୍ସ’ର ନାଁରେ ଆଉ ଏକ ସଫଳତା ଯୋଡି ହୋଇ ଯାଇଛି ।...

ବଲିଉଡ୍‌ ସିଙ୍ଗର୍‌ଙ୍କ ନାଁରେ ବଳାତ୍କାର ଅଭିଯୋଗ

ବଲିଉଡ୍‌ର ସିଙ୍ଗର ତଥା ସଙ୍ଗୀତକାର ରାହୁଲ ଜୈନଙ୍କ ନାଁରେ ବଳାତ୍କାର ଅଭିଯୋଗ ହୋଇଛି। ଜଣେ ୩୦ ବର୍ଷୀୟା ମହିଳା ‘କଷ୍ଟ୍ୟୁମ ଷ୍ଟାଇଲିଷ୍ଟ’ ଏହି ଅଭିଯୋଗ ଆଣି...

Advertisement
Archives

Model This Week