ଆଲିଆ ଭଟ୍ଟ ହେଲେ ଏସିଆର ସବୁଠୁ ସେକ୍ସି ମହିଳା

ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ୨୦୧୯ରେ ସବୁଠୁ ସେକ୍ସି ମହିଳା ବିବେଚିତ ହୋଇଛନ୍ତି। ବ୍ରିଟେନର ସାପ୍ତାହିକ ଖବରକାଗଜ ‘ଇଷ୍ଟର୍ଣ୍ଣ ଆଇ’ ଦ୍ୱାରା ଜାରି କରାଯାଇଥିବା ସର୍ଭେରେ ଏହା କୁହାଯାଇଛି। ସେହିପରି ବଲିଉଡ୍‌ ଲିଡ୍‌ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ୍‌ଙ୍କୁ ଦଶକର ସବୁଠୁ ସେକ୍ସି ମହିଳା ଭାବେ ଚୟନ କରାଯାଇଛି। ୨୦୧୯ରେ ଆଲିଆ ନିଜ ଅଭିନୟ ଦ୍ୱାରା ସମସ୍ତଙ୍କ ହୃଦୟ ଜିତିଛନ୍ତି। ତାଙ୍କ ଅଭିନୀତ ଫିଲ୍ମ ‘ଗଲି ବୟ’ ଭାରତ ପକ୍ଷରୁ ଓସ୍କାର ଏଣ୍ଟ୍ରି କରିଥିଲା। ‘ଇଷ୍ଟର୍ଣ୍ଣ ଆଇ’ ପକ୍ଷରୁ ଅନଲାଇନ୍‌ ଭୋଟ୍‌, ମିଡିଆ କଭରେଜ୍‌, ବିଭିନ୍ନ ସୋସିଆଲ ମିଡିଆରେ ମିଳୁଥିବା ପ୍ରତିକ୍ରିୟା ନେଇ ଏହି ସୁଚୀ ଜାରି କରାଯାଇଥିଲା। ୨୦୧୮ରେ ଦୀପିକା ପାଦ୍ୟୁକୋନ୍‌ ସବୁଠୁ ସେକ୍ସି ମହିଳା ବିବେଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫୨ ହଜାର ଟଙ୍କାର କୋଟ ପିନ୍ଧି ବୁଲିବାକୁ ବାହାରିଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍ ଦେଶୀଗର୍ଲ ତଥା ଗ୍ଲୋବାଲ ଷ୍ଟାର ପ୍ରିୟଙ୍କା ଚୋପ୍ରା ଏବେ ଲଣ୍ଡନରେ ତାଙ୍କର ନ୍ୟୁ ପ୍ରୋଜେକ୍ଟର ଶୁଟିଂରେ ବ୍ୟସ୍ତ ଅଛନ୍ତି । ସେହିଠାରେ ହିଁ...

ଐଶ୍ୱର୍ଯ୍ୟାଙ୍କୁ ଏମିତି ପ୍ରପୋଜ୍‌ କରିଥିଲେ ଅଭିଷେକ

ଅଭିଷେକ୍‌ ଏବଂ ଐଶ୍ୱର୍ଯ୍ୟାଙ୍କୁ ବଲିଉଡ୍‌ର ମୋଷ୍ଟ ପାଓ୍ବାରଫୁଲ୍‌ କପଲ କୁହାଯାଏ। ୧୨ ବର୍ଷ ତଳେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଆଜି ଅର୍ଥାତ୍‌ ବୁଧବାର...

କ୍ୱାରାଣ୍ଟାଇନ ପାଇଁ ନିଜ ଅଫିସ ଯୋଗାଇଦେଲେ ଗୌରୀ- ଶାହାରୁଖ

ମୁମ୍ବାଇ: କରୋନା ଭାଇରସର ସଂକ୍ରମଣକୁ ରୋକିବାକୁ ରାଜନେତା ଠାରୁ ନେଇ ସେଲିବ୍ରିଟି ପର୍ଯ୍ୟନ୍ତ ଟେଲି କଳାକାରଠାରୁ ସାଧାରଣ ଜନତାଙ୍କ ପର୍ଯ୍ୟନ୍ତ ସମସ୍ତେ ଆଗେଇ ଆସିଛନ୍ତି। ଏବେ...

କରୋନାକୁ ହରାଇ ଘରକୁ ଫେରିଲେ ବଲିଉଡ୍‌ ପ୍ରଯୋଜକ

ମୁମ୍ବାଇ,୧୮।୪: ବଲିଉଡ୍‌ ପ୍ରଯୋଜକ କରିମ ମୋରାନି ଓ ତାଙ୍କ ୨ଝିଅ ଶଜା ଓ ଜୋଆ କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଥିଲେ। ପୂର୍ବରୁ କରୋନା କବଳରୁ ଶଜା...

ସ୍ମୃତି @ ୬୦

ଡ. ରଜନୀ ରଞ୍ଜନ। ପେସା ଅଧ୍ୟାପନା, ହେଲେ ନିଶା ସଂଳାପ ରଚନା। ଓଲିଉଡ୍‌ର ଜଣେ ଆଗଧାଡ଼ିର ସଂଳାପକାର ଭାବରେ ସାଉଁଟିଛନ୍ତି ଅନେକ ପ୍ରଶଂସା। ଚଳିତ ମାସ...

ଶାହାରୁଖ୍‌ଙ୍କ ଉପରେ ରାଗି ନିଜ ଜିନ୍ସ ଚିରିଦେଇଥିଲେ ସନ୍ନି ଦେଓଲ: ଜାଣନ୍ତୁ କାହିଁକି

ବଲିଉଡ୍‌ ବାଦ୍‌ଶାହା ଶାହାରୁଖ୍‌ ଖାନ୍‌ଙ୍କର ଆଜି ଅର୍ଥାତ୍‌ ନଭେମ୍ବର ୨ ହେଉଛନ୍ତି ଜନ୍ମଦିନ। ଆଜି ସେ ୫୫ ତମ ଜନ୍ମଦିନ ପାଳନ କରୁଛନ୍ତି। ତେବେ ଶାହାରୁଖ୍‌ଙ୍କ...

ତାପସୀଙ୍କ ଫିଲ୍ମର ଟ୍ରେଲର ଦେଖି ଭାବୁକ ହୋଇପଡ଼ିଲେ କେନ୍ଦ୍ରମନ୍ତ୍ରୀ

ମୁମ୍ବାଇ: ନିକଟରେ ବଲିଉଡ୍‌ ଅଭିନେତ୍ରୀ ତାପସୀ ପାନ୍ନୁଙ୍କ ଅପ୍‌ କମିଂ ଫିଲ୍ମ ‘ଥପ୍ପଡ଼’ର ଟ୍ରେଲର ରିଲିଜ୍‌ ହୋଇଛି। ଏହି ଟ୍ରେଲରକୁ ଦର୍ଶକେ ବେଶ୍‌ ପସନ୍ଦ କରିଛନ୍ତି।...

ଲଭ୍‌ ଟ୍ବିଷ୍ଟରେ ନବାଗତ ଯୋଡି ‘ଦେବ୍‌-ମନସ୍ମିତା’

ପ୍ରେମର ରାସ୍ତାରେ ଚାଲିବା ଏତେ ସହଜ ନୁହେଁ। ଏହି ରାସ୍ତା ଅନେକ ଜାଗାରେ କଣ୍ଟକିତ। ପ୍ରେମ କରିବା ସମୟରେ କେତେବେଳେ ମନରେ ଖୁସିର ମାହୋଲ ସୃଷ୍ଟି...

Play 250+ Trending Games
Archives

Model This Week

Why Dharitri