ଆଲିଆ, ରଣବୀରଙ୍କ ବିବାହକୁ ନେଇ ଏମିତି କହିଲେ ମହେଶ ଭଟ୍ଟ

ଅନେକ ଦିନରୁ ବଲିଉଡ ଅଭିନେତା ରଣବୀର କପୁର ଓ ଆଲିଆ ଭଟ୍ଟଙ୍କ ବିବାହକୁ ନେଇ ଚର୍ଚ୍ଚା ଲାଗି ରହିଛି। କେବେ ଦୁହେଁ ବିବାହ କରିବେ, ସେହି ଦିନକୁ ଅନାଇ ବସିଛନ୍ତି ପ୍ରଶଂସକ। ଦୁହେଁ ନିଜର ଫିଲ୍ମ ‘ବ୍ରହ୍ମାସ୍ତ୍ର’ ରିଲିଜ ହେବା ପରେ ପରେ ହିଁ ବିବାହ ବନ୍ଧନରେ ବାନ୍ଧି ହେବେ ବୋଲି କୁହାଯାଉଛି। ତେବେ ଦୁହିଁଙ୍କ ବିବାହକୁ ନେଇ ମତ ରଖିଛନ୍ତି ଆଲିଆଙ୍କ ପିତା ମହେଶ ଭଟ୍ଟ। ରଣବୀର ଜଣେ ଭଲ ହୃଦୟର ବ୍ୟକ୍ତି। ତାଙ୍କୁ ମୁଁ ପସନ୍ଦ କରେ ବୋଲି ସେ ସ୍ପଷ୍ଟ କରିଛନ୍ତି। ପୂର୍ବରୁ ରଣବୀରଙ୍କ ପିତା ଋଷି କପୁର ଏବଂ ମା’ ନିତୁ ମଧ୍ୟ ଆଲିଆଙ୍କୁ ଭାବି ବୋହୂ ଭାବେ ସ୍ବୀକାର କରିସାରିଛନ୍ତି। ବିଭିନ୍ନ ପାର୍ଟି ହେଉ କି ଘରର କୌଣସି ଉତ୍ସବରେ ଆଲିଙ୍କୁ ଦେଖିବାକୁ ମିଳୁଛି। ନିକଟରେ ରଣବୀର କପୁରଙ୍କର ସଂପର୍କୀୟ ଭାଇ ଅରମାନ ଜୈନଙ୍କ ବିବାହରେ ଆଲିଆ ନୀତୁଙ୍କ ସହ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମିତାଭ ବଚ୍ଚନ କୋଭିଡ୍‌ ପଜିଟିଭ୍‌

ମୁମ୍ବାଇ,୧୧ା୭-  ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ କୋଭିଡ୍‌ ପଜିଟିଭ୍‌ ବାହାରିଛି। ଏନେଇ ସେ ଶନିବାର ଟୁଇଟରରେ ସୂଚନା ଦେଇଛନ୍ତି। ଏହି ବିଶିଷ୍ଟ ଅଭିନେତା କରୋନା ଭୂତାଣୁରେ...

ଏକ୍ସ ଗର୍ଲ ଫ୍ରେଣ୍ଡଙ୍କ ଜନ୍ମଦିନରେ ଖୁବ୍‌ ମଜା କଲେ ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ତାଙ୍କ ପର୍ସନାଲ ଲାଇଫ୍‌କୁ ନେଇ ବେଳେ ବେଳେ ଆସି ଯାଆନ୍ତି ଚର୍ଚ୍ଚାକୁ। ବିଶେଷ କରି ତାଙ୍କ ଲଭ୍‌ ଅଫେୟାର୍ସ...

ଓଜନ ବଢାଇବାକୁ ଚାହୁଁଛନ୍ତି କ୍ରିତି

ମୁମ୍ବାଇ: ବଲିଉଡ୍‌ ନାୟିକା କରିନା କପୁର ଖାଁଙ୍କ ଜିରୋ ସାଇଜ୍‌ ଫିଗର ପରେ ଏହା ଯେମିତି ବଲିଉଡ୍‌ରେ ଏକ ପ୍ରକାର ଟ୍ରେଣ୍ଡ କରିବାରେ ଲାଗିଛି। ଫିଟ୍‌ନେସକୁ...

ରାନୁଙ୍କ ଉପରେ ନିର୍ମାଣ ହେବ ବାୟୋପିକ୍‌, ଫେବୃୟାରୀରେ ପରଦାକୁ ଆସିବ

ମୁମ୍ବାଇ: ରେଳଷ୍ଟେଶନରେ ଗୀତ ଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ମଣ୍ଡଳରୁ ସୋସିଆଲ ମିଡିଆ ସେନ୍‌ସେଶନ। ରାତାରାତି ବଦଳିଯାଇଥିଲା ରାନୁ ଭାଗ୍ୟ। ଲତା ମଙ୍ଗେସକରଙ୍କ ଗୀତ ‘ଏକ...

କ୍ୟାମେରା ଧରି ସମୂଦ୍ରକୁ ଡେଇଁଲେ ଉର୍ବଶୀ: ପଛରେ ପଡ଼ିଗଲା ବିଶାଳକାୟ ମାଛ

ବଲିଉଡ୍‌ ଅଭିନେତ୍ରୀ ଉର୍ବଶୀ ରୌତେଲା ସୋସିଆଲ ମିଡିଆରେ ସବୁବେଳେ ସକ୍ରିୟ ରହିଥାନ୍ତି। କିଛି ଦିନର ବ୍ୟବଧାନରେ ସେ ନିଜର ଭିଡିଓ ପ୍ରଶଂସକଙ୍କ ପାଇଁ ଶେୟାର କରିଥାନ୍ତି।...

‘ଭୁଲ ଭୁଲେୟା’ର ସିକ୍ୟୁଏଲରେ ନଜର ଆସିବେ ନାହିଁ ଅକ୍ଷୟ

ମୁମ୍ବାଇ: ବଲିଉଡ୍‌ ନିର୍ଦ୍ଦେଶକ ଅନିସ ବଜମୀଙ୍କ ଫିଲ୍ମ ‘ଭୁଲ ଭୁଲେୟା’ର ସିକ୍ୟୁଏଲ ନିର୍ମାଣ ହେବାକୁ ଯାଉଛି। ଏହାର ପ୍ରଥମ ଭାଗ ମୁମ୍ବାଇରେ ଶୁଟିଂ ଆରମ୍ଭ କରାଯାଇଥିବା...

ଏୟାର ଫୋର୍ସ ପାଇଲଟ ଭୂମିକାରେ ନଜର ଆସିବେ କଙ୍ଗନା

ମୁମ୍ବାଇ: ଏଥର ଫ୍ରାଇଡେ ରିଲିଜରେ ସାମିଲ ହୋଇଛି କଙ୍ଗନା ରାନାଓ୍ବତଙ୍କ ଫିଲ୍ମ ‘ପଙ୍ଗା’। ଏହା ବକ୍ସ ଅଫିସରେ ହିଟ୍‌ ହେବ ବୋଲି ମେକର୍ସ ଆଶା ରଖିଛନ୍ତି।...

ହଲିଉଡ୍‌ରେ ଡିମ୍ପଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଡିମ୍ପଲ କାପାଡିଆଙ୍କ ଭିନ୍ନ ରୂପ ଏବେ ଦେଖିବାକୁ ମିଳିଛି। କାରଣ ସେ ଏବେ ହଲିଉଡ୍‌ ଫିଲ୍ମରେ ଅଭିନୟ କରିବାର ସୁଯୋଗ ପାଇଛନ୍ତି।...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *