ଆଲ୍ଲାହାବାଦ ବ୍ୟାଙ୍କର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୨-୮-ଆଲ୍ଲାହାବାଦ ବ୍ୟାଙ୍କ ପକ୍ଷରୁ ଜୁନ ତ୍ରୈମାସ ଆର୍ଥତ୍କ ଫଳାଫଳ ଘୋଷଣା କରାଯାଇଛି। ଏହି ସମୟ ସୁଦ୍ଧା ବ୍ୟାଙ୍କର ମୋଟ୍‌ କାରବାର ୩.୭୭ ଲକ୍ଷ କୋଟି ଟଙ୍କା ଛୁଇଁଛି। ଗତ ବର୍ଷ ସମାନ ସମୟରେ ଏହା ୩.୬୫ ଲକ୍ଷ କୋଟି ଟଙ୍କା ରହିଥିଲା। ୨୦୧୯-୨୦ ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସରେ ବ୍ୟାଙ୍କ ୧୨୮ କୋଟି ଟଙ୍କା ଲାଭ କରିଛି। ଏହି ସମୟରେ ବ୍ୟାଙ୍କର ପରିଚାଳନାଗତ ଲାଭ ୮୫୯.୫୫ କୋଟି ଟଙ୍କା ରହିଛି। ମୋଟ ଜମା କ୍ଷେତ୍ରରେ କାସାର ଅଂଶ ଉନ୍ନତ ହେବା ସହ ୪୭.୮୫% ଛୁଇଁଛି। ଏହା ଶିଳ୍ପ କ୍ଷେତ୍ରରେ ସର୍ବାଧିକ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ରହିଛି। ବ୍ୟାଙ୍କ ଋଣ ଅଭିବୃଦ୍ଧି କ୍ଷେତ୍ରରେ ୧୩.୦୫% ସ୍ତର ଟିପିଛି। କଷ୍ଟ ଅଫ୍‌ ଡିପୋଜିଟ୍‌ ୫.୦୭%, ପ୍ରୋଭିଜନ ଅନୁପାତ ଉନ୍ନତ ହୋଇ ୭୮.୫୮%ରେ ରହିଛି। ଏନ୍‌ପିଏ ହ୍ରାସ ପଦକ୍ଷେପ ଅନ୍ତର୍ଗତ ଏହାର ମୋଟ ଏନ୍‌ପିଏ ଜୁନ ୨୦୧୯ ସୁଦ୍ଧା ୧୭.୪୩%କୁ ଖସିଛି। ସେହିଭଳି ନେଟ୍‌ ଏନ୍‌ପିଏ ୫.୭୧ ସ୍ତରକୁ ହ୍ରାସ ହୋଇଥିବା ବେଳେ ନେଟ୍‌ ଇଣ୍ଟେରେଷ୍ଟ ମାର୍ଜିନରେ ଉନ୍ନତି ଘଟି ୨.୮୫% ସ୍ତରରେ ରହିଥିବା ବ୍ୟାଙ୍କ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଇଫ୍‌ଷ୍ଟାଇଲରେ ଅଟମ୍‌-ଓ୍ବିଣ୍ଟର କଲେକ୍ସନ

ଭୁବନେଶ୍ୱର,୧।୯: ଦେଶର ପ୍ରମୁଖ ଫ୍ୟାଶନ ପ୍ରତିଷ୍ଠାନ ଲାଇଫ୍‌ଷ୍ଟାଇଲ ପକ୍ଷରୁ ଅଟମ୍‌-ୱିଣ୍ଟର କଲେକ୍ସନର ଶୁଭାରମ୍ଭ କରାଯାଇଛି। ଏହି କଲେକ୍ସନରେ ଫ୍ୟାଶନ-ଫର୍‌ୱାର୍ଡ ଓ କଣ୍ଟେମ୍ପରାରି ପିସ୍‌ ଆଦି ସାମିଲ...

ଟାଟା ମୋଟର୍ସକୁ କ୍ଷତି ୯୮୬୪ କୋଟି

ନୂଆଦିଲ୍ଲୀ,୧୬।୬: ମାର୍ଚ୍ଚ ୩୧ ସୁଦ୍ଧା ଶେଷ ହୋଇଥିବା ତ୍ରୈମାସ ତଥା ଚତୁର୍ଥ ତ୍ରୈମାସରେ ଟାଟା ମୋଟର୍ସର ନେଟ୍‌ କ୍ଷତି ୯୮୬୪ କୋଟି ରହିଛି। କରୋନା ମହାମାରୀ...

ପୁଞ୍ଜି ବଜାରରୁ ଉଠାଇ ନେଲେ ୩୭,୯୭୬ କୋଟି

ମୁମ୍ବାଇ,୧୬।୩: କରୋନା ଯୋଗୁ ବିଶ୍ୱ ସ୍ତରରେ ମାନ୍ଦାବସ୍ଥା ସ୍ଥିତି ଉପୁଜିବା ଆଶଙ୍କାରେ ବିଦେଶୀ ନିବେଶକ ଛାନିଆ ହୋଇ ପଡିଛନ୍ତି। ମାର୍ଚ୍ଚ ମାସ ବର୍ତ୍ତମାନ ପର୍ଯ୍ୟନ୍ତ ଫରେନ ପୋର୍ଟଫୋଲିଓ...

ନିୟନ୍ତ୍ରଣ ପାଇଁ ପ୍ରତିଷ୍ଠା ହେବ ନିୟାମକ;ତେଜସ୍‌ ଟ୍ରେନ ଭଡ଼ା ବଢ଼ାଇ ପାରିବେନି ଘରୋଇ ଅପରେଟର

ନୂଆଦିଲ୍ଲୀ,୧୧-୯: ଦେଶର ପ୍ରଥମ ଘରୋଇ ଟ୍ରେନ ତେଜସ୍‌ ଏକ୍ସପ୍ରେସ୍‌ ଆସନ୍ତା ମାସରେ ଚଳାଚଳ କରିବା ସମ୍ଭାବନା ରହିଛି। ଭାରତୀୟ ରେଳର ସହାୟକ କମ୍ପାନୀ ଇଣ୍ଡିଆନ ରେଲଓ୍ବେ...

୫୨ ସପ୍ତାହରେ ୫୨ନୂଆ ଷ୍ଟୋର ଖୋଲିବ କଲ୍ୟାଣ ଜୁଏଲର୍ସ

ନୂଆଦିଲ୍ଲୀ,୨୦।୧୨: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ କଲ୍ୟାଣ ଜୁଏଲର୍ସ ଆସନ୍ତା ୨୦୨୩ରେ ବ୍ୟବସାୟ ସମ୍ପ୍ରସାରଣ ସାଙ୍ଗକୁ ନୂଆ ଷ୍ଟୋର ଖୋଲିବା ନେଇ ଯୋଜନା କରିଥିବା ଜଣାପଡିଛି।...

ଓଡ଼ିଶା ବଜାରରେ ପ୍ରବେଶ କରିବ ବର୍ଗର ସିଂ

ଭୁବନେଶ୍ୱର,୧୭।୨:ଦେଶର ପ୍ରମୁଖ ଫୁଡ୍‌ ପ୍ଲାଟ୍‌ଫର୍ମ ତଥା ଭାରତ ନିର୍ମିତ ବର୍ଗର ଚେନ୍‌ ‘ବର୍ଗର ସିଂ’ ପ୍ରଥମ ଥର ପାଇଁ ଓଡ଼ିଶା ବଜାରରେ ପ୍ରବେଶ କରିବାକୁ ଯାଉଛି।...

ଅଭିବୃଦ୍ଧି ପୂର୍ବାନୁମାନ ୫.୧%କୁ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୧୨-୧୨: ଚଳିତ ଆର୍ଥତ୍କ ବର୍ଷ ଲାଗି ଭାରତର ବିକାଶ ହାର ଅନୁମାନକୁ ଏସିଆନ ଡେଭଲପମେଣ୍ଟ ବ୍ୟାଙ୍କ (ଏଡିବି) ୫.୧%କୁ କମାଇଛି। ନିଯୁକ୍ତି ହ୍ରାସ, ଗ୍ରାମାଞ୍ଚଳରେ ଚାହିଦା...

୧୦୦ରୁ ଊର୍ଦ୍ଧ୍ୱ ଟିସିଏସ୍‌ କର୍ମଚାରୀ କୋଟିପତି

ବେଙ୍ଗାଲୁରୁ,୧୪-୬: ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌(ଟିସିଏସ୍‌)ରେ କୋଟିପତି କର୍ମଚାରୀଙ୍କ ସଂଖ୍ୟା ୧୦୦ରୁ ଊର୍ଦ୍ଧ୍ୱ ବୋଲି ଜଣାପଡିଛି। ଏମାନଙ୍କ ମଧ୍ୟରୁ ଏକ ଚତୁର୍ଥାଂଶ କର୍ମଚାରୀ ନିଜ କ୍ୟାରିୟର ଏହି...

Advertisement
Archives

Model This Week