ଆଳୁରେ ନିର୍ମିତ ହୋଟେଲ

ଆଳୁରେ ନିର୍ମିତ ହୋଟେଲ। ପଢିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଆମେରିକାର ଇଦାହେ ରାଜ୍ୟରେ ଆଳୁରେ ତିଆରି ଏକ ହୋଟେଲ ରହିଛି। ଏହି ଆଳୁର ଓଜନ ଛଅ ଟନ୍‌ ହେବ। ୟା ଭିତରେ ଗୋଟେ ରାତି ପାଇଁ ଭାରତୀୟ ମୁଦ୍ରାରେ ୧୮ ହଜାର ଟଙ୍କା ଦେବାକୁ ପଡିଥାଏ। ଆଳୁ ଭିତରେ ଦୁଇଜଣ ଲୋକ ଆରମରେ ରହି ପାରିବେ। ସେଥିପାଇଁ ଏଠାରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆଇପିଏସ୍‌ କହିଲେ ଜିଲାପି ଖାଇବାକୁ ଦେଉନାହାନ୍ତି ସ୍ତ୍ରୀ, ଫଟୋ ଭାଇରାଲ

ଜିଲାପି ଖାଇ ନ ପାରିବାର କଷ୍ଟ ତାମିଲନାଡୁର ଆଇପିଏସ୍‌ ଅଧିକାରୀ ଟୁଇଟରରେ ଶେୟାର କରିଛନ୍ତି। ଯାହା ବର୍ତ୍ତମାନ ଭାଇରାଲ ହେଉଛି। ଏହି ଆଇପିଏସ୍‌ ଅଧିକାରୀ ଟୁଇଟ୍‌...

ବିପଦ ବେଳର ବନ୍ଧୁ: ମଜଭୁତ ରହିବା ପାଇଁ ଭାରତକୁ ନିଆରା ବାର୍ତ୍ତା ଦେଲା ୟୁଏଇ

ଆବୁଧାବି,୨୬।୪: ଭାରତ କରୋନା ମହାମାରୀ ସହ ସଂଘର୍ଷ କରୁଛି। ଦିନକୁ ଦିନ ପରିସ୍ଥିତି ଖରାପ ହେବାରେ ଲାଗିଛି। ଏହି ଗୁରୁତର ସଙ୍କଟବେଳେ ଅନେକ ଦେଶ ଭାରତକୁ...

ଚିଲି ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ ବଢିଲା ତାପମାତ୍ରା, ୭୫୦ ହେକ୍ଟର ବନସମ୍ପଦ ପୋଡି ପାଉଁଶ

ଚିଲି,୩ ।୨: ଚିଲିରେ ଜଙ୍ଗଲରେ ଲାଗିଥିବା ନିଆଁ ଯୋଗୁ ପାଖାପାଖି ୭୫୦ ହେକ୍ଟରରୁ ଅଧିକ ଅଞ୍ଚଳରେ ଥିବା ବନ୍ୟ ସମ୍ପଦ ନଷ୍ଟ ହୋଇଯାଇଛି । ନିଆଁର...

ନିର୍ବାଚନ ଲଢ଼ିବେ ଟ୍ରମ୍ପ୍‌

ଓ୍ବାଶିଂଟନ୍‌, ୩୧ା୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟମ୍ପ୍‌ ୨୦୨୪ ନିର୍ବାଚନ ଲଢ଼ିପାରନ୍ତି ବୋଲି କହିଛନ୍ତି। ସେ କ୍ଷମତାକୁ ଆସିଲେ ୨୦୨୧ ଜାନୁୟାରୀ ୬ରେ ହୋଇଥିବା...

କରୋନା ଭାଇରସ ସଂକ୍ରମଣ ପରେ ପ୍ରଥମଥର ଉହାନ ଗଲେ ଚାଇନା ରାଷ୍ଟ୍ରପତି

ବେଜିଂ,୧୦।୩: ଚାଇନା ହୁବଇ ଅଞ୍ଚରେ ଥିବା ଉହାନ ସହର କରୋନା ଭାଇରସ ଯୋଗୁ ଅଧିକ ପ୍ରଭାବିତ ହୋଇଥିଲା। କରୋନା ଭାଇରସ ସଂକ୍ରମଣରେ ଉହାନରେ ସର୍ବାଧିକ ବ୍ୟକ୍ତିଙ୍କ...

ତାଲିବାନ ଭୟ: ବିମାନ ବନ୍ଦରରେ ଝିଅଙ୍କ ନିକାହ କରି ପଠାଇଲେ ବିଦେଶ

କାବୁଲ,୪ ।୯: ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ଏହାର ଖରାପ ପ୍ରଭାବ ସବୁଠାରୁ ଅଧିକ ମହିଳା ଓ ମାନବାଧିକାର କର୍ମୀଙ୍କ ଉପରେ ପଡିଛି...

ନ୍ୟୁୟର୍କ ଆସେମ୍ବ୍ଲିରେ କଶ୍ମୀର ପ୍ରସଙ୍ଗ ଗୃହୀତ

ନ୍ୟୁୟର୍କ, ୮।୨(ପି.ଟି.): ଫେବୃୟାରୀ ୫କୁ ଗଭର୍ନର ଆଣ୍ଡ୍ର୍ୟୁ କୁମୋ ‘କଶ୍ମୀର ଆମେରିକୀୟ ଦିବସ’ ଭାବେ ଘୋଷଣା କରିବା ପାଇଁ ନ୍ୟୁୟର୍କ ରାଜ୍ୟ ଆସେମ୍ବ୍ଲିରେ ଏକ ପ୍ରସ୍ତାବ...

ଫାଇଜର ଟିକାକୁ ସିଙ୍ଗାପୁରରେ ମଞ୍ଜୁରୀ

ସିଙ୍ଗାପୁର,୧୫।୧୨: ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ପ୍ରତିଷେଧକ ଟିକାକୁ ସିଙ୍ଗାପୁରରେ ଦିଆଯିବା ଲାଗି ମଞ୍ଜୁରୀ ମିଳିଛି। ଚଳିତ ମାସରେ ପ୍ରଥମ ଅର୍ଡର...

Advertisement
Archives

Model This Week