ଆଳୁ ଚପ୍‌

ଆବଶ୍ୟକ ସାମଗ୍ରୀ-ସିଝା ଆଳୁ-୫ଟି, ବେସନ- ୧ କପ୍‌, କଞ୍ଚା ଲଙ୍କା- ୪ଟି (କଟା), ଛେଚା ହୋଇଥିବା ଅଦା- ୧ ଚାମଚ, ଚାଟ୍‌ ମସଲା- ୧ ଚାମଚ, ଲଙ୍କା ଗୁଣ୍ଡ- ଅଧା ଚାମଚ, ଜୁଆଣି- ୧ ଚାମଚ, ଛାଣିବା ପାଇଁ ତେଲ, ସ୍ବାଦ ଅନୁସାରେ ଲୁଣ।
ପ୍ରଣାଳୀ-ସିଝା ଆଳୁକୁ ପ୍ରଥମେ ଭଲଭାବେ ଚକଟି ଦିଅନ୍ତୁ। ସେଥିରେ ଅଦା, କଞ୍ଚା ଲଙ୍କା, ଲଙ୍କା ଗୁଣ୍ଡ, ଚାଟ୍‌ ମସଲା, ଧନିଆ ପତ୍ର ଓ ଲୁଣ ପକାଇ ଭଲଭାବେ ମିଶାନ୍ତୁ। ଏବେ ବେସନକୁ ଏକ ପାତ୍ରରେ ପକାଇ ଘୋଳ ପ୍ରସ୍ତୁତ କରନ୍ତୁ। ଘୋଳକୁ ବେଶି ପତଳା କରିବେ ନାହିଁ ଏବଂ ତାକୁ ୨୦ ମିନିଟ୍‌ ପର୍ଯ୍ୟନ୍ତ ରଖି ଦିଅନ୍ତୁ। ଏହାପରେ କଡ଼େଇରେ ତେଲ ଗରମ କରନ୍ତୁ। ଚକଟା ହୋଇଥିବା ଆଳୁକୁ ଛୋଟ ଛୋଟ ଗୋଲ କରି ତାକୁ ବେସନ ଘୋଳରେ ବୁଡାଇ ତେଲରେ ଛାଣି ନିଅନ୍ତୁ। ସମସ୍ତ ଆଳୁର ଗୁଳାକୁ ଏପରି ଛାଣି ଗରମ ଗରମ ଖାଆନ୍ତୁ। ଚଟଣି ସହିତ ଏହାକୁ ଖାଇଲେ ବହୁତ ଭଲ ଲାଗିବ।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

ଅକ୍ଷୟ ତୃତୀୟାରେ ଗୋଟିଏ ଟଙ୍କା ଖର୍ଚ୍ଚ ନକରି ବି ପାଇବେ ମହାଲାଭ, କରନ୍ତୁ ଏହି ଗୋଟିଏ କାମ…

ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ, ଅକ୍ଷୟ ତୃତୀୟା ତିଥି ଅତ୍ୟନ୍ତ ସ୍ବତନ୍ତ୍ର। ଏହି ଦିନ ଦେବୀ ଲକ୍ଷ୍ମୀ, ଭଗବାନ କୁବେର ଏବଂ ଭଗବାନ ଧନୱନ୍ତରୀଙ୍କୁ ପୂଜା କରାଯାଏ।…

ଶୁକ୍ର ନକ୍ଷତ୍ର ଗୋଚର: ମାଲାମାଲ ହେବେ ଏହି ୩ ରାଶି

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସୋମବାର, ଏପ୍ରିଲ ୬, ୨୦୨୬ ରାତି ୧:୦୪ ସମୟରେ, ସୁଖ ଏବଂ ସମୃଦ୍ଧିର ଦାତା ଶୁକ୍ର ଅଶ୍ୱିନୀରୁ ଭରଣୀ ନକ୍ଷତ୍ରକୁ ଗମନ କରିଛନ୍ତି।…

ହାର୍ଟ ପାଇଁ ବିପଦ ଏସବୁ ଖାଦ୍ୟ

ବର୍ତ୍ତମାନ ଆମେ ସମ୍ମୁଖୀନ ହେଉଥିବା ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟାଗୁଡ଼ିକ ମଧ୍ୟରୁ ହୃଦ୍‌ଜନିତ ସମସ୍ୟା ଅନ୍ୟତମ। ତେବେ କେତେକ ଖାଦ୍ୟ ପ୍ରତି ସତର୍କ ରହିଲେ ଏଭଳି ସମସ୍ୟାଠାରୁ ଆପଣ…

ଆବେଲ ପୁରସ୍କାର-୨୦୨୬

ଆବେଲ ପୁରସ୍କାର ହେଉଛି ଗଣିତ ପାଇଁ ଏକ ଉଲ୍ଲେଖନୀୟ ସମ୍ମାନ। ଏହାକୁ ନୋବେଲ ପୁରସ୍କାର ସହ ସମାନ ମନେ କରାଯାଇଥାଏ। ନରଓ୍ବେର ବିଶିଷ୍ଟ ଗଣିତଜ୍ଞ ନିଲ୍‌ସ ହେନରିକ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri