Posted inଜାତୀୟ

ଆଶାରାମଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୧୬ା୭(ପି.ଟି.)-ବଳାତ୍କାର ମାମଲାରେ ଜେଲରେ ଥିବା ଆଶାରାମ ବାପୁଙ୍କ ଜାମିନ ଆବେଦନକୁ ସୋମବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି। ଗୁଜରାଟ ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କୋର୍ଟରେ ହାଜର ହୋଇ କହିଥିଲେ, ମାମଲାର ବିଚାର ପ୍ରକ୍ରିୟା ଜାରି ରହିଛି ଏବଂ ଏବେବି ଆଉ ୧୦ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରିବା ବାକି ଅଛି। ସଲିସିଟର ଜେନେରାଲଙ୍କ ଯୁକ୍ତି ଶୁଣିବା ପରେ ଜଷ୍ଟିସ୍‌ ଏନ୍‌.ଭି. ରମାନା ଏବଂ ଅଜୟ ରସ୍ତୋଗୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଆଶାରାମଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ, ଆଶାରାମ ଓ ତାଙ୍କ ପୁଅ ନାରାୟଣ ସାଇଙ୍କ ବିରୋଧରେ ସୁରଟର ଦୁଇ ଭଉଣୀ ବଳାତ୍କାର ଅଭିଯୋଗ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଲା ମୂଷା ଗନ୍ଧ ଯୋଗୁଁ ମିଟିଂ ସ୍ଥାନକୁ ବଦଳାଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୫।୧୦: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ମଲା ମୂଷାର ଗନ୍ଧ ଯୋଗୁଁ ସୋମବାର ଏକ ବୈଠକକୁ ମଝିରେ ଛାଡି ଦେଇଥିବା ଜଣାପଡ଼ିଛି। ବିଧାନସଭା ପରିସରରେ ଆୟୋଜିତ...

ନବରାତ୍ରୀରେ ନୂଆ ପାର୍ଟିର ଘୋଷଣା କରିବେ ଆଜାଦ, ପଞ୍ଜିକରଣ ପାଇଁ ତିନି ସଦସ୍ୟ ବିଶିଷ୍ଟ ଟିମ କରୁଛନ୍ତି କାମ

ଜମ୍ମୁ,୨୨ ।୯: ପ୍ରାୟ ଏକ ମାସ ହେବ କଂଗ୍ରେସ ଛାଡିଥିବା ବରିଷ୍ଠ ନେତା ଗୁଲାମ ନବି ଆଜାଦ ତାଙ୍କ ନୂଆ ଦଳର ନାମର ଘୋଷଣା ନବରାତୀରେ...

ଗୁଜରାଟ ଦଙ୍ଗାର ସମସ୍ତ ମାମଲା ବନ୍ଦ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୩୦।୮ : ଗୁଜରାଟରେ ୨୦୦୨ ହୋଇଥିବା ଦଙ୍ଗା ସହ ଜଡିତ ସମସ୍ତ ମାମଲା ସୁପ୍ରିମକୋର୍ଟ ବନ୍ଦ କରି ଦେଇଛନ୍ତି। ସୁପ୍ରିମକୋର୍ଟରେ ଗୋଟିଏ ମାମଲା ବିଚାରାଧୀନ...

‘…ତେବେ କ’ଣ ପାକିସ୍ତାନ ପ୍ରଧାନମନ୍ତ୍ରୀ କରିବେ ସଂସଦ ଭବନର ଉଦଘାଟନ’, କଂଗ୍ରେସ ନେତାଙ୍କ ବିରୋଧୀଙ୍କୁ ଉପଦେଶ

ନୂଆଦିଲ୍ଲୀ,୨୫।୫: ଦେଶର ନୂଆ ସଂସଦ ଭବନ ଭାବେ ଲୋକତନ୍ତ୍ରକୁ ନୂଆ ମନ୍ଦିର ମିଳିବାକୁ ଯାଉଛି। ମେ ୨୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉଦଘାଟନ କରିବେ।...

ବାରମୁଳାରୁ ୨ ଆତଙ୍କବାଦୀ ଗିରଫ: ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର,୨୭।୮: ଜମ୍ମୁ-କଶ୍ମୀର ବାରମୁଳାରୁ ୨ ଆତଙ୍କବାଦୀ ଗିରଫ ହୋଇଛନ୍ତି। ଏହା ସହିତ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ମଧ୍ୟ ଜବତ ହୋଇଛି। ଏନେଇ ସିଆର୍‌ପିଏଫ୍‌ ୫୩ ବାଟାଲିୟନ୍‌...

ଉଚ୍ଛେଦ ହେବ ଅଧିକାଂଶ ଆସନ

ନୂଆଦିଲ୍ଲୀ,୬।୨: ଜମ୍ମୁ-କଶ୍ମୀରର ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ମଣ୍ଡଳୀ ସୀମାରେ ବ୍ୟାପକ ପରିବର୍ତ୍ତନ ଲାଗି ସୀମା ନିର୍ଦ୍ଧାରଣ କମିଶନ ପ୍ରସ୍ତାବ ଦେଇଛନ୍ତି। କମିଶନ ପ୍ରସ୍ତୁତ...

ଦାୟିତ୍ୱ ନେଲେ ଦେଶର ପ୍ରଥମ ଦୃଷ୍ଟିହୀନ ମହିଳା ଆଇଏଏସ୍‌ ଅଫିସର

ଥିରୁଭାନନ୍ତପୁରମ,୧୪।୧୦: ଦେଶର ପ୍ରଥମ ଦୃଷ୍ଟିହୀନ ମହିଳା ଆଇଏଏସ୍‌ ଅଫିସର ପ୍ରାଞ୍ଜଳ ପାଟିଲ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ମହାରାଷ୍ଟ୍ର ଉଲ୍ଲାସନଗର ନିବାସି ପ୍ରାଞ୍ଜଳ କେରଳ କ୍ୟାଡରରେ...

ଚନ୍ଦ୍ରାୟନ-୨ ପଠାଇଲା ପୃଥିବୀର ଫଟୋ: ସୋସିଆଲ୍‌ ମିଡ଼ିଆରେ ଇସ୍ରୋ ପକ୍ଷରୁ କରାଗଲା ଶେୟାର

ଶ୍ରୀହରିକୋଟା,୪।୮: ଚନ୍ଦ୍ରାୟନ-୨ ମହାକାଶରୁ ପୃଥିବୀର ପ୍ରଥମ ଫଟୋ ପଠାଇଛି। ଏହାକୁ ଇସ୍ରୋ ପକ୍ଷରୁ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ ଶେୟାର କରାଯାଇଛି। ଚନ୍ଦ୍ରାୟନ-୨ ସେପ୍ଟେମ୍ବର ୬ରେ ଚନ୍ଦ୍ରର...

Advertisement
Archives

Model This Week