Posted inଖେଳ

ଆଶାରାମ ବାପୁ, ରାମରହିମ୍‌ ଜେଲ୍‌ ଯାଇଛନ୍ତି,ଶାମି ବି ଯିବେ: ହାସିନ୍‌ ଜହାନ

କୋଲକାତା,୫।୯: ଭାରତୀୟ କ୍ରିକେଟ ଟିମର ଷ୍ଟାର୍‌ ପେସ ବୋଲର ମହମ୍ମଦ ଶାମିଙ୍କ ବିରୋଧରେ ଗିରଫ ୱାରେଣ୍ଟ ଜାରି ହୋଇଛି। ଶାମିଙ୍କ ପତ୍ନୀ ହାସିନ ଜହାନଙ୍କ ଦ୍ୱାରା ଦାୟର କରାଯାଇଥିବା ଘରୋଇ ହିଂସା ମାମଲାରେ ପଶ୍ଚିମବଙ୍ଗର ଅଲୀପୁଲର କୋର୍ଟ ଏହି ଗିରଫ ୱାରେଣ୍ଟ ଜାରି କରିଛନ୍ତି। ଶାମି ଓ ତାଙ୍କ ଭାଇ ହାସିଦ ଅହମ୍ମଦଙ୍କୁ ୧୫ ଦିନ ଭିତରେ କୋର୍ଟରେ ସରେଣ୍ଡର୍‌ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ହାସିନ୍‌ କହିଛନ୍ତି, ଆଶାରାମ ବାପୁ ଏବଂ ରାମରହିମ୍‌ ଜେଲ ଯିବାରୁ ବର୍ତ୍ତିନାହାନ୍ତି ତେବେ ମହମ୍ମଦ ଶାମି କିଏ ଏବଂ ସେ କାହିଁକି ଜେଲ୍‌ ଯିବେନି ବୋଲି ସେ ପ୍ରଶ୍ନ କରିଛନ୍ତି। ଶାମିଙ୍କୁ ଗିରଫ ଓ୍ବାରେଣ୍ଟ ଜାରି କରାଯାଇଥିବାରୁ ସେ ଖୁସି ବ୍ୟକ୍ତ କରି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କୁ ଧନ୍ୟବାଦ ଦେଇଛନ୍ତି। ସୂଚନାଯୋଗ୍ୟ, ଶାମିଙ୍କ ବିରୋଧରେ ଘରୋଇ ହିଂସାର ମାମଲା ଦାୟର ହୋଇଛି। ୨୦୧୮ରେ ଶାମିଙ୍କ ଉପରେ ତାଙ୍କ ପତ୍ନୀ ହସିନ ମାରପିଟ, ଦୁଷ୍କର୍ମ, ହତ୍ୟାର ପ୍ରୟାସ ଏବଂ ଘରୋଇ ହିଂସା ଆଦି ଅନେକ ଗୁରୁତର ଅଭିଯୋଗ ଲଗାଇଥିଲେ। ଏହାସହ ତାଙ୍କ ଅନେକ ଯୁବତୀଙ୍କ ସହ ସମ୍ପର୍କ ରହିଛି ବୋଲି କହିଥିଲେ। ଏ ନେଇ ହସିନ ଶାମିଙ୍କ ବିରୋଧରେ ମୋକଦ୍ଦମା ମଧ୍ୟ ଦାୟର କରିଛନ୍ତି। ଶାମିଙ୍କର ତଲାକ ମାମଲା ମଧ୍ୟ କୋର୍ଟରେ ଚାଲିଛି। ବର୍ତ୍ତମାନ ଶାମି ଭାରତୀୟ କ୍ରିକେଟ ଟିମ ସହ ୱେଷ୍ଟଇଣ୍ଡିଜ ଗସ୍ତରେ ଅଛନ୍ତି। ସେ ଫେରିଲେ ଆତ୍ମସମର୍ପଣ କରିପାରନ୍ତି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଧୋନୀଙ୍କ ସାମ୍ନାରେ ୧୬୮ ରନ ବିଜୟ ଲକ୍ଷ୍ୟ ରଖିଲା କେକେଆର୍‌

ଆବୁଧାବି, ୭।୧୦: ଚଳିତ ଆଇପିଏଲ୍‌ର ୨୧ତମ ମୁକାବିଲାରେ ବୁଧବାର ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ) ପ୍ରତିପକ୍ଷ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)କୁ ଭେଟିଛି। ଏହି ମ୍ୟାଚ୍‌ରେ...

ସର୍ବାଧିକ ଥର ଇନିଂସ ବିଜୟ ହାସଲ କରିଥିବା ଭାରତୀୟ ଅଧିନାୟକ କୋହଲି

ଇନ୍ଦୋର,୧୬।୧୧- ସ୍ଥାନୀୟ ହୋଲ୍‌କାର କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟକୁ ଭାରତୀୟ ଦଳ ଏକ ଇନିଂସ ଓ ୧୩୦ ରନ୍‌ରେ ଜିତି ନେଇଛି।...

ପ୍ରଥମେ ବ୍ୟାଟିଂ କରିବ ଆରସିବି

ଚେନ୍ନାଇ, ୧୪ା୪- ପ୍ରଥମେ ବ୍ୟାଟିଂ କରିବ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗୋଲୋର (ଆରସିବି)। ଟସ୍‌ ଜିତି ପୁଣି ଥରେ ବୋଲିଂ ନିଷ୍ପତ୍ତି ନେଇଛନ୍ତି ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ...

ସନରାଇଜର୍ସ ଦଳରେ ନୂଆ ବିଦେଶୀ ଖେଳାଳି

ନୂଆଦିଲ୍ଲୀ,୧୧।୯: ସନରାଇଜର୍ସ ହାଇଦ୍ରାବଦ୍‌ ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ ଜନ୍ନି ବେଆରଷ୍ଟୋ ଚଳିତ ଆଇପିଏଲ୍‌ ସିଜନର ବଳକା ମ୍ୟାଚ୍‌ରୁ ଓହରି ଯାଇଛନ୍ତି। ତାଙ୍କ ବଦଳରେ ଓ୍ବେଷ୍ଟଇଣ୍ଡିଜ ବ୍ୟାଟ୍ସମ୍ୟାନ...

ରାଜସ୍ଥାନ ରୟାଲ୍ସରୁ ଭଲ ଲାଭ ମିଳିବ: ଓ୍ବର୍ନ

ମେଲବୋର୍ନ,୮।୧୨(ପି.ଟି.)-ହାଇପ୍ରୋଫାଇଲ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଅଷ୍ଟ୍ରେଲୀୟ କିମ୍ବଦନ୍ତୀ ସ୍ପିନର ଶେନ୍‌ ଓ୍ବାର୍ନଙ୍କ ୦.୭୫ ପ୍ରତିଶତ ମାଲିକାନା ରହିଛି। ୨୦୦୮ପରେ ଅବସର ନେବା ପରେ ତାଙ୍କୁ...

ଟେଷ୍ଟ ସିରିଜ: ଈଶାନ୍ତ ଆଉଟ, ୧୧ରେ ରୋହିତଙ୍କୁ ନେଇ ନିଷ୍ପତ୍ତି

ସିଡ୍‌ନୀ,୨୮।୧୧ (ପି.ଟି.): ଆଗାମୀ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ଭାରତର ସବୁଠାରୁ ଅଭିଜ୍ଞ ବୋଲର ଈଶାନ୍ତ ଶର୍ମା ବାଦ୍‌ ପଡିଛନ୍ତି। ସିରିଜ ବେଳକୁ ସେ ମ୍ୟାଚ୍‌...

ଜାମଶେଦପୁର ଏଫ୍‌ସିର କ୍ରମାଗତ ଦ୍ୱିତୀୟ ବିଜୟ

ଜାମସେଦପୁର,୩୦ା୧୦: ସ୍ଥାନୀୟ ଜେଆର୍‌ଡି ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ମଙ୍ଗଳବାର ଚଳିତ ୬ଷ୍ଠ ହିରୋ ଇଣ୍ଡିଆନ ସୁପର ଲିଗ (ଆଇଏସ୍‌ଏଲ)ର ଦଶମ ମ୍ୟାଚରେ ନବାଗତ ହାଇଦ୍ରାବାଦ ଏଫ୍‌ସିକୁ ୩-୧...

ସୁମୋ ରେସ୍‌ଲରଙ୍କ ମୃତ୍ୟୁ

ଟୋକିଓ, ୧।୫ (ଏପି): ଜାପାନର ଜଣେ ସୁମୋ ରେସ୍‌ଲର ମିତ୍‌ସୁକି ଆମାନୋଙ୍କ ୨୮ବର୍ଷ ବୟସରେ ମୃତ୍ୟୁ ଘଟିଛି। ମାର୍ଚ୍ଚ ୨୬ରେ ଏକ ଟୁର୍ନାମେଣ୍ଟରେ ବାଉଟ୍‌ ବେଳେ...

Advertisement
Archives

Model This Week