Posted inଖେଳ

ଆଶୋକ ମାଲହୋତ୍ରା ଆଇସିଏ ଅଧ୍ୟକ୍ଷ ହେବେ

ନୂଆଦିଲ୍ଲୀ,୬।୧୦(ପି.ଟି.)- ପୂର୍ବତନ ଟେଷ୍ଟ କ୍ରିକେଟର ଆଶୋକ ମାଲହୋତ୍ରା ନିର୍ଦ୍ୱନ୍ଦ୍ୱରେ ଇଣ୍ଡିଆନ କ୍ରିକେଟର୍ସ ଆସୋସିଏଶନ (ଆଇସଏ)ର ଅଧ୍ୟକ୍ଷ ହେବା ନିଶ୍ଚିତ ହୋଇଛି। ନୂଆକରି ସୃଷ୍ଟି ହୋଇଥିବା ଏହି ପଦ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିର୍ବାଚନ ଅଧିକାରୀ ପ୍ରାର୍ଥୀ ତାଲିକା ଘୋଷଣା କରିବା ପରେ ଏହା ସ୍ପଷ୍ଟ ହୋଇଛି। ତେବେ ଅନ୍ୟ ପଦଗୁଡିକ ପାଇଁ ନିର୍ବାଚନ କରାଯିବ। ସମ୍ପାଦକ ପଦ ପାଇଁ ଅଶୁ ଡାନୀ, ସିଦ୍ଧାର୍ଥ ସାହିବ ସିଂ ଓ ହିତେଶ ମଜୁମ୍‌ଦାର ପ୍ରତିଦ୍ୱନ୍ଦ୍ୱିତା କରିବେ। ସେହିପରି କୋଷାଧ୍ୟକ୍ଷ ପଦ ପାଇଁ କିଶୋର ଶର୍ମା ଓ ଭି କ୍ରିଷ୍ଣମୂର୍ତ୍ତି ନିର୍ବାଚନରେ ଅବତୀର୍ଣ୍ଣ ହେବେ। ବିସିସିଆଇରେ ପ୍ଲେୟାର ରିପ୍ରେଜେଣ୍ଟେଟିଭ ବା ଖେଳାଳିଙ୍କ ପ୍ରତିନିଧିତ୍ୱ ନେଇ ଥିବା ଏକମାତ୍ର ପଦ ପାଇଁ କର୍ତ୍ତି ଆଜାଦ ଏବଂ ଅଂଶୁମାନ ଗାଏକ୍ୱାଡ଼ ଓ ଅନ୍ୟ ୨ଜଣ ପ୍ରାର୍ଥୀ ପରସ୍ପର ବିରୋଧରେ ଲଢ଼େଇ କରିବେ। ତେବେ ଆଇପିଏଲ ଗଭର୍ନିଂ କାଉନସିଲକୁ ସୁରେନ୍ଦର ଖାନ୍ନା ପ୍ରତିନିଧିତ୍ୱ କରିବା ସ୍ପଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

ଗାଙ୍ଗୁଲିଙ୍କ ଜୀବନ ପ୍ରତି ବିପଦ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ତାଙ୍କ ପତ୍ନୀ ଡୋନା ଗାଙ୍ଗୁଲିଙ୍କୁ ହତ୍ୟା ଧମକ ମିଳିଛି। ବର୍ତ୍ତମାନ କ୍ରିକେଟ ଆସୋସିଏସନ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri