ଆଶ୍ୱସ୍ତ ହେଲେ ଇମ୍ରାନ

ଇସ୍‌ଲାମାବାଦ,୨୩।୪: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିବା ପରେ ସେ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ପାକିସ୍ତାନର ସ୍ବାସ୍ଥ୍ୟମନ୍ତ୍ରୀ ଜଫର ମିର୍ଜା ଟୁଇଟ କରି ଏହି ସୂଚନା ଦେଇଛନ୍ତି। କିଛିଦିନ ପୂର୍ବେ ଇମ୍ରାନ ଜଣେ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବାରୁ ସେ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ପାରନ୍ତି ଭାବି ଆଇସୋଲେଶନରେ ରହିଥିଲେ। ପାକିସ୍ତାନର ଏଧି ଫାଉଣ୍ଡେଶନର ମୁଖ୍ୟ ଅବଦୁଲ ସତ୍ତା ଏଧିଙ୍କ ପୁଅ ଫୈସଲ ଏଧିଙ୍କ ସହ ସାକ୍ଷାତ୍‌ କରି ତାଙ୍କ ନିକଟରୁ ୧ କୋଟି ଟଙ୍କାର ଏକ ଚେକ୍‌ ଗ୍ରହଣ କରିଥିଲେ। ୧୫ ଏପ୍ରିଲରେ ଉଭୟଙ୍କ ମଧ୍ୟରେ ସାକ୍ଷାତ୍‌କାର ହୋଇଥିବା ବେଳେ ଏହାପରେ ଫୈସଲ କରୋନା ପଜିଟିଭ ଥିବା ଜଣାପଡିଥିଲା। ତେଣୁ ତାଙ୍କ ସଂସ୍ପର୍ଶରେ ଆସିଥିବାରୁ କାଳେ ଇମ୍ରାନଙ୍କୁ କରୋନା ସଂକ୍ରମଣ ହୋଇଥାଇପାରେ ସେଥିପାଇଁ ତାଙ୍କର ନମୁନା ମଧ୍ୟ ପରୀକ୍ଷା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାରେ ଭାରତୀୟ ଦମ୍ପତିଙ୍କ ମୃତଦେହ ଜବତ

ନ୍ୟୁଜର୍ସି /ମୁମ୍ବାଇ,୧୦ା୪: ଆମେରିକାର ନ୍ୟୁଜର୍ସି ସ୍ଥିତ ନର୍ଥ ଅର୍ଲିଂଟନର ଏକ ଆପାର୍ଟମେଣ୍ଟ ବାଲକୋନିରେ ଜଣେ ୪ ବର୍ଷର ଝିଅ କାନ୍ଦୁଥିବା ପଡ଼ୋଶୀମାନେ ଦେଖିବାକୁ ପାଇଥିଲେ। ସେମାନଙ୍କଠାରୁ...

ବରଗଡ଼ରେ ପୁଣି ୯୯ ନୂଆ କରୋନା ଆକ୍ରାନ୍ତ, ଏମାନଙ୍କ ମଧ୍ୟରେ ଅଛନ୍ତି ୬ ଶିଶୁ

ବରଗଡ଼ ଅଫିସ,୧ା୧୧: ବରଗଡ଼ ଜିଲାରେ ରବିବାର ପୁଣି ୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତ। ଏମାନଙ୍କ ମଧ୍ୟରେ ୬ ଶିଶୁଙ୍କ ସମେତ ୩୩ ମହିଳା...

ସବୁ କରୋନା ଆକ୍ରାନ୍ତ ସୁସ୍ଥ ହେବେ: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର, ୭।୪( ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ପାଇଁ ରାଜ୍ୟ ସରକାର ରାଜ୍ୟରେ ୭ଟି ସ୍ବତନ୍ତ୍ର କୋଭିଡ୍‌ ହସ୍ପିିଟାଲ ପ୍ରସ୍ତୁତ କରିଛନ୍ତି। ଏହି ହସ୍ପିଟାଲଗଡ଼ିକରେ କେବଳ କରୋନା...

ଦୈନିକ ସଂକ୍ରମଣ ୭ ଶହ ତଳେ…

ନୂଆଦିଲ୍ଲୀ, ୨୦।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି...

ସାମୁଦ୍ରିକ ଝଡ଼ ‘ଗୋନି’ର ତାଣ୍ଡବ: ମାନିଲା ବିମାନ ବନ୍ଦର ୨୪ ଘଣ୍ଟା ପାଇଁ ବନ୍ଦ

ମାନିଲା,୧।୧୧: ଫିଲିପାଇନ୍ସ୍‌ର ପୂର୍ବ ଅଞ୍ଚଳରେ ସାମୁଦ୍ରିକ ଝଡ଼ ‘ଗୋନି’ର ତାଣ୍ଡବ ଆରମ୍ଭ ହୋଇଛି। ରବିବାର ଭୋର୍‌ ସମୟରେ ଏହା କାଟାଣ୍ଡୁଆନାସ୍‌ ଦ୍ୱୀପରେ ମାଡ଼ ହୋଇଛି। ସ୍ଥଳଭାଗରେ...

ହୋଟେଲରେ ୮ ପର୍ଯ୍ୟଟକଙ୍କ ମୃତ୍ୟୁ

କାଠମାଣ୍ଡୁ,୨୧।୧: ନେପାଳର ଦାମନରେ ଏକ ହୋଟେଲରେ ୮ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏମାନେ ସମସ୍ତେ କେରଳର ବୋଲି କୁହାଯାଉଛି। ମକଓ୍ବାନପୁରର ଏସ୍‌ପି...

ବିଦେଶରେ ପ୍ରସ୍ତୁତ ହେବ କୋଭାକ୍ସିନ

ନୂଆଦିଲ୍ଲୀ, ୨୨।୫: ଭାରତରେ କୋଭିଡ୍‌ ଭାକ୍ସିନ ସଙ୍କଟ ଏଡ଼ାଇବା ପାଇଁ କେନ୍ଦ୍ର ସରକାର ବିଦେଶରେ ଟିକା ଉତ୍ପାଦନ ନିମନ୍ତେ ଉଦ୍ୟମ ଆରମ୍ଭ କରିଛନ୍ତି। ସ୍ବଦେଶୀ ଜ୍ଞାନକୌଶଳରେ...

ଇଣ୍ଡୋନେସିଆ ଭୂକମ୍ପ: ମାଟି ତଳୁ ୬ ବର୍ଷର ଶିଶୁ ଜୀବନ୍ତ ଉଦ୍ଧାର…

ଜାକର୍ତ୍ତା,୨୪।୧୧ : ଇଣ୍ଡୋନେସିଆର ପଶ୍ଚିମ ଜାଭା ପ୍ରଦେଶର ସିଆନଜୁରରେ ସୋମବାର ୫.୬ ତୀବ୍ରତାଯୁକ୍ତ ହୋଇଥିବା ଭୂକମ୍ପରେ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସରକାରୀ ରେକର୍ଡ ଅନୁଯାୟୀ,...

Advertisement
Archives

Model This Week