ଆଶ୍ୱସ୍ତ ହେଲେ ସଲମାନ

ନୂଆଦିଲ୍ଲୀ,୨୯।୧୧: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାଁ ସାମାନ୍ୟ ଆଶ୍ୱସ୍ତ ହୋଇଛନ୍ତି। ଗତବର୍ଷ ସଲମାନଙ୍କ ନାଁରେ ଏକ ମାମଲା କରାଯାଇଥିଲା। ଗତବର୍ଷ ସେ ଫିିଲ୍ମ ‘ଲଭ ୟାତ୍ରୀ’ ନିର୍ମାଣ କରିଥିବା ବେଳେ ଏଥିରେ ସେ ଧାର୍ମିକ ଭାବନାକୁ କଠୋର ଆଘାତ ପହଞ୍ଚାଇଥିଲେ ବୋଲି ଅଭିଯୋଗ ହୋଇଥିଲା। ହେଲେ ଏହି ଅଭିଯୋଗକୁ ନେଇ ସୁପ୍ରିମକୋର୍ଟ କୌଣସି କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ନ ଥିବା ଶୁକ୍ରବାର ଜଣାପଡିଛି। ତେଣୁ ଏହି ମାମଲରେ ସଲମାନଙ୍କୁ ସାମନ୍ୟ ଆଶ୍ୱସ୍ତି ମିଳିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ବିବାହରେ ଯୋଗଦେଲେ ମୋତେ ମାରି ଦିଆଯିବ: କାହିଁକି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୫: ଇରାନ ସମ୍ପର୍କରେ ପରିସ୍ଥିତିରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଖରେ ତାଙ୍କ ନିଜ ପୁଅର ବିବାହରେ ଯୋଗଦେବା ପାଇଁ ସମୟ ନାହିଁ। ଟ୍ରମ୍ପ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

ଜୀବନ ନଦୀର ଦୁଇ କୂଳ

ଶ୍ରଦ୍ଧାବାନ୍‌ ଲଭ୍ୟତେ ଜ୍ଞାନମ୍‌ ଓ ସଂଶୟାତ୍ମା ବିନଶ୍ୟତି’ର ମହତ୍ତ୍ୱ ହୃଦୟଙ୍ଗମ କରିବା ଉଚିତ। ଜ୍ଞାନ ପାଇଁ ସଂଶୟହୀନତା ଓ ଶ୍ରଦ୍ଧା ଉଭୟ ଆବଶ୍ୟକ, ଠିକ୍‌ ଯେପରି ଆଲୋକ…

ରଣନୀତିରୁ ଲାଭ

ଆମେରିକା ପୃଥିବୀର ଯେ କୌଣସି ସ୍ଥାନରେ ସାମରିକ ଆକ୍ରମଣ କରିବାକୁ ସକ୍ଷମ। ଏହାସହ ଅନ୍ୟ ଦେଶ ଉପରେ କ୍ଷତିକାରକ ଟାରିଫ୍‌ ଓ ପ୍ରତିବନ୍ଧକ ଲଗାଇବା ଏବଂ ସହଯୋଗୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri