ଆସନ୍ତା ସପ୍ତାହରୁ ଆଇଏଲ୍‌ଏସ୍‌ରେ ହେବ କରୋନା ଟେଷ୍ଟ

ଭୁବନେଶ୍ୱର,୮।୪(ବ୍ୟୁରୋ): ଭୁବନେଶ୍ୱର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସ(ଆଇଏଲ୍‌ଏସ୍‌)ରେ କରୋନା ଟେଷ୍ଟ କରାଯିବ। ଏନେଇ ଅନୁମତି ମିଳିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଆସନ୍ତା ସପ୍ତାହରୁ କରୋନା ଟେଷ୍ଟ କରାଯିବା ନେଇ ସେ ସ୍ପଷ୍ଟ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ ଯୋଗେ ଏହି ସୂଚନା ଦିଆଯାଇଛି। ତେବେ ପୂର୍ବରୁ ଏସ୍‌ସିବି, ଏମ୍‌ସ ଏବଂ ଆର୍‌ଏମ୍‌ଆର୍‌ସିରେ ଏହି ଟେଷ୍ଟ ହୋଇ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଜଣେ କରୋନା ପ୍ରଘଟକାରୀ ଡାକ୍ତରଙ୍କ ମୃତ୍ୟୁ

ବେଜିଂ,୪ା୬: କରୋନା ସଂକ୍ରମଣରେ ଚାଇନାର ଆଉ ଜଣେ ଡାକ୍ତରଙ୍କ ମଙ୍ଗଳବାର ମୃତ୍ୟୁ ଘଟିଛି। ସେ ହେଲେ ଉହାନ ସେଣ୍ଟ୍ରାଲ ହସ୍ପିଟାଲରେ ୟୁରୋଲୋଜିଷ୍ଟ ଭାବେ କାର୍ଯ୍ୟରତ ୪୨...

ଲଘୁଚାପ ବର୍ଷା ନେଲା ଜୀବନ: କାନ୍ଥ ଭୁଶୁଡି ୪ମୃତ, ୩ ଆହତ

ପୁରୀ ଅଫିସ/ଜଳେଶ୍ୱର/ରାସଗୋବିନ୍ଦପୁର/ଆଳି, (ଡି.ଏନ୍‌.ଏ.)୨୫ା୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ...

ଗରିବ ଓ ଅସହାୟଙ୍କୁ ଚାଉଳ, ଡାଲି ବାଣ୍ଟିଲେ ବିଧାୟକ

ଭଦ୍ରକ ଅଫିସ,୧୪।୪: କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବା ବେଳେ ରାଜ୍ୟରେ ଏପ୍ରିଲ ୩୦ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଥିଯୋଗୁଁ...

ଧୂଆଁରୁ ବିସ୍ମୟ

ଭୁବନେଶ୍ୱର,୨୬ା୧୨ (ବ୍ୟୁରୋ): ଧୂଆଁରୁ ସୃଷ୍ଟି ହେଉଛି ବିସ୍ମୟ। ଦେଖିବା ମାତ୍ରେ କିଛିକ୍ଷଣ ପାଇଁ ଆଖି ଅଟକି ଯାଉଛି। ରଙ୍ଗ ନୁହେଁ କି ରଙ୍ଗତୂଳୀ ନୁହେଁ, ଧୂଆଁରେ...

ବକେଟ୍‌ ଟ୍ରକ୍‌ରେ ଗଲେ ମା’ ପାଖକୁ

ଓହିଓ: ମା’ର ମମତାରେ ଏତେ ଆକର୍ଷଣ ଅଛି ଯେ, ବେଳେବେଳେ ଅସମ୍ଭବ ମନେ ହେଉଥିବା କାମ ବି ସହଜରେ ହୋଇଯାଏ। ଏହାର ଏକ ନିଛକ ଉଦାହରଣ...

ରାସ୍ତାରେ ମୃତଦେହ ଛାଡି ଚାଲିଗଲେ ଅଟୋ ଚାଳକ

ନବରଙ୍ଗପୁର,୧୨ା୨(ବି.ପ୍ର.): କାମଳ ରୋଗରେ ଆକ୍ରାନ୍ତ ରୋଗୀଙ୍କୁ ଦେଶୀ ଚିକିତ୍ସା ପାଇଁ ଅଟୋରେ ନେଉଥିବା ସମୟରେ ରାସ୍ତାରେ ମୃତ୍ୟୁ ଘଟିଥିଲା ା ଅଟୋ ଚାଳକ ମୃତଦେହ ନେଇ...

ରାଜରାସ୍ତାରେ ମହିଳାଙ୍କ ପ୍ରସବ

ଭଦ୍ରକ ଅଫିସ,୨୯।୨: ଭଦ୍ରକ ବନ୍ତ ଛକଠାରେ ଶୁକ୍ରବାର ବିଳମ୍ବିତ ରାତିରେ ରାଜରାସ୍ତାରେ ଜଣେ ବିକୃତ ମସ୍ତିଷ୍କ ମହିଳା ପ୍ରସବ ଯନ୍ତ୍ରଣାରେ ଛଟପଟ ହୋଇ ଏକାକି ଏକ...

ଆର୍‌ପିଏଫ୍‌ର ଅପରେଶନ ‘ଇଷ୍ଟ୍‌କୋଷ୍ଟ ରେଲ୍‌ଓ୍ବେ ଥଣ୍ଡର’: ବେଆଇନ ଟିକେଟ ବିକ୍ରି, ୬ ଗିରଫ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ଭୁବନେଶ୍ୱର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ପକ୍ଷରୁ ଆରମ୍ଭ ହୋଇଛି ଅପରେଶନ ‘ଇଷ୍ଟ୍‌କୋଷ୍ଟ ରେଲ୍‌ଓ୍ବେ ଥଣ୍ଡର’। ଶନିବାର ଏକ ସ୍ବତନ୍ତ୍ର ଟିମ୍‌ ବିଭିନ୍ନ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *