ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତାଙ୍କ ଭାରତ ଗସ୍ତ

ନୂଆଦିଲ୍ଲୀ,୧୦-୧: ଆସନ୍ତା ସପ୍ତାହରେ ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ଭାରତ ଗସ୍ତ କରିବେ। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ପାରନ୍ତି। ଏହାବାଦ ସରକାରଙ୍କ ଉଚ୍ଚ ପଦସ୍ଥ ଅଧିକାରୀ, ଶିଳ୍ପ ବିଶେଷଜ୍ଞଙ୍କୁ ସେ ଭେଟିବେ ବୋଲି ସୁଚନା ରହିଛି। ନୂଆଦିଲ୍ଲୀରେ ଜାନୁୟାରୀ ୧୫-୧୬ ରେ ଅନୁଷ୍ଟିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ବେଜୋସ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ର ପ୍ରତିନିଧିଙ୍କୁ ଭେଟିବେ। ବର୍ତ୍ତମାନ ଆମାଜନର ଅଭିବୃଦ୍ଧି ଭାରତରେ ଉନ୍ନତ ରହିଛି। ଏଭଳି ସ୍ଥିତିରେ ଭାରତରେ ଅନ୍‌ଲାଇନ ଇ-କମର୍ସ ସାଇଟଗୁଡିକ ବେଆଇନ କାରବାରରେ ଲିପ୍ତ ରହି ବଡ ପରିମାଣର ରିହାତି ଦେଉଥିବାରୁ ଏହା ଦ୍ୱାରା ଅନ୍ୟ ବ୍ୟବସାୟୀମାନେ କ୍ଷତିଗ୍ରସ୍ତ ହେଉଥିବା ଅଭିଯୋଗ ଆସୁଛି। ଭାରତ ବଜାରରେ ନିୟାମକ ପ୍ରସଙ୍ଗ ଉପରେ ସେ ଆଲୋଚନା କରିବେ ବୋଲି କୁହାଯାଇଛି। ଏ ନେଇ ଆମାଜନର ମତାମତ ଲୋଡାଯାଇଥିଲେ ମଧ୍ୟ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

ଚାକିରିଆଙ୍କ ପାଇଁ ବଡ଼ ଖବର, ସେପ୍ଟେମ୍ୱରରେ ଡେରି ହେବ ସାଲାରୀ! ଏହିଦିନ ଆସିବ…

ନୂଆଦିଲ୍‌ଲୀ,୨୬।୯: ସେପ୍ଟେମ୍ୱର ମାସରେ ଚାକିରିଆମାନଙ୍କ ଅସୁବିଧା ବଢ଼ିପାରେ। UFBU ପକ୍ଷରୁ ସେପ୍ଟେମ୍ୱର ୨୮ ରୁ ୩୦, ୨୦୨୬ ପର୍ଯ୍ୟନ୍ତ ତିନି ଦିନିଆ ବ୍ୟାଙ୍କ ଧର୍ମଘଟ ଘୋଷଣା କରାଯାଇଛି।…

ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ବୋନସକୁ ନେଇ ଆସିଲା ଖରାପ ଖବର

ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?