ଆସନ୍ତା ୧୨ରେ ଓଡ଼ିଶା ଆସିବେ ଶାହ

ଭୁବନେଶ୍ୱର,୨।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଆସନ୍ତା ୧୨ ତାରିଖରେ ଓଡ଼ିଶା ଆସିବେ। ଏହି ଗସ୍ତ ସମୟରେ ସେ ଭୁବନେଶ୍ୱରରେ ପୂର୍ବାଞ୍ଚଳ ଆଇନଶୃଙ୍ଖଳା ଉପରେ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ସେ ଯୋଗଦେବେ ବୋଲି ରବିବାର ଦଳୀୟ ନେତା ପୃଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାମ୍ବାଦିକତା କ୍ଷେତ୍ରରେ ରାଜ୍ୟର ଜଣେ ପରିଚିତ ଚେହେରା ଜୀମୂତ ମଙ୍ଗରାଜ

ଭୁବନେଶ୍ୱର,(ବ୍ୟୁରୋ)/ଯାଁଳା, ୨୮ା୬(ଡି.ଏନ୍‌.ଏ.): ବରିଷ୍ଠ ସାମ୍ବାଦିକ, ଲେଖକ ତଥା ସ୍ତମ୍ଭକାର ଜୀମୂତ ବାହନ ମଙ୍ଗରାଜ (୬୪)ଙ୍କ ରବିବାର ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ସେ ସ୍କୁଟିରେ ଖୋର୍ଦ୍ଧାରୁ...

୧୫ ଡିଗ୍ରୀ ତଳେ ରାଜ୍ୟର ୧୧ ସହର

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟର ୧୧ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ରେକର୍ଡ କରାଯାଇଛି। ସୋନପୁର ରାଜ୍ୟର ସବୁଠୁ...

‘ଜାତୀୟ ମୁଣ୍ଡ ପିଛା ଆୟ ସହ ସମକକ୍ଷ ହେବା ଓଡ଼ିଶାର ଲକ୍ଷ୍ୟ’

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ରାଜ୍ୟରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ୨୦୨୦-୨୧ ବଜେଟ ପ୍ରସ୍ତୁତ କରାଯାଇଛି। ଓଡ଼ିଶା ପର୍ଯ୍ୟଟନକୁ ଏକ ନୂଆସ୍ତରକୁ ନେବାକୁ ପର୍ଯ୍ୟଟନ କ୍ଷେତ୍ରରେ ଅର୍ଥ...

କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ଟପିଲା

ଭୁବନେଶ୍ୱର, ୯ା୯(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି। ଏହି ସମୟରେ ଆରୋଗ୍ୟ ହାର ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି।...

ଗୁରୁତର ନ ଥିଲେ କଟକ, ଭୁବନେଶ୍ୱର ପଠାଅ ନାହିଁ

ଭୁବନେଶ୍ୱର,୧୬।୯(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ଘଟି ଚାଲିଛି। କଟକ ଓ ଭୁବନେଶ୍ୱର ଏକ ପ୍ରକାର ହଟ୍‌ସ୍ପଟ୍‌ ପାଲଟିଛି। ଏପରି ସ୍ଥଳେ ଅନ୍ୟ ଜିଲାଗୁଡିକରୁ...

ଚାଷୀଙ୍କ ପାଇଁ ୩୦୦ କୋଟିର ପ୍ୟାକେଜ

ଭୁବନେଶ୍ୱର,୧୨। ୯(ବ୍ୟୁରୋ): ଚଳିତ ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ଚାଷୀଙ୍କ ପାଇଁ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦ କୋଟି ଟଙ୍କର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା...

ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ସମୟ ପରିବର୍ତ୍ତନ:ସେପ୍ଟେମ୍ବର ପହିଲାରୁ ଲାଗୁ

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ଏକ୍ସପ୍ରେସ ନଂ.୧୨୮୯୪ର ସମୟକୁ ପରିବର୍ତ୍ତନ କରାଯାଇଛି। କେବଳ ବଲାଙ୍ଗୀରରୁ ଭୁବନେଶ୍ୱର ଯାତ୍ରା ସମୟରେ ପରିବର୍ତ୍ତନ କରାଯାଇଥିବାବେଳେ ଭୁବନେଶ୍ୱରରୁ ବଲାଙ୍ଗୀର ଯାତ୍ରା...

ବୁଧବାର ରାତି ୮ଟା ୨୦ରୁ ପାକତ୍ୟାଗ; ରାତିତମାମ ଉଜାଗର ରହିବେ ମହାପ୍ରଭୁ

ପୁରୀ ଅଫିସ, ୨୪ା୧୨: ଆସନ୍ତା ୨୬ ତାରିଖ ପୌଷ ଅମାବାସ୍ୟାରେ ହେବ ଖଣ୍ଡଗ୍ରାସ କେତୁଗ୍ରସ୍ତ ସୂର୍ଯ୍ୟୋପରାଗ। ଗୁରୁବାର ସକାଳ ୮ଘଣ୍ଟା ୨୦ ମିନିଟ୍‌ ୮ ସେକେଣ୍ଡରେ...

Advertisement


Archives

Model This Week