ଆସନ୍ତା ୨୬ରୁ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା: ନରେନ୍ଦ୍ର ପୁଷ୍କରିଣୀରୁ କଢ଼ାଗଲା ଡଙ୍ଗା

ପୁରୀ ଅଫିସ, ୮।୪: ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚନ୍ଦନ ଯାତ୍ରା। ବାହାର ଚନ୍ଦନ ଯାତ୍ରାରେ ପବିତ୍ର ନରେନ୍ଦ୍ର ପୁଷ୍କରିଣୀରେ ଚାପ ଖେଳିବେ ମହାପ୍ରଭୁ। ଏଥିସହ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ ମଧ୍ୟ ଜଳକ୍ରୀଡ଼ା କରିବେ। ଏହି ଉପଲକ୍ଷେ ଠାକୁରଙ୍କ ନନ୍ଦା ଓ ଭଦ୍ରା ଚାପ ନିର୍ମାଣ ନିମନ୍ତେ ଆରମ୍ଭ ହୋଇଛି ପ୍ରସ୍ତୁତି। ପରମ୍ପରାନୁଯାୟୀ ଚୈତ୍ର ପୂର୍ଣ୍ଣିମାରେ ନରେନ୍ଦ୍ର ପୁଷ୍କରିଣୀ ମଧ୍ୟରେ ବୁଡ଼ିଯାଇଥିବା ୫ଟି ଡଙ୍ଗାକୁ କଢ଼ାଯିବା ପ୍ରକ୍ରିୟା ଜାରି ରହିଛି। ଖବର ଲେଖାଯିବା ସୁଦ୍ଧା ୩ଟି ଡଙ୍ଗା କଢ଼ାଯାଇଥିବା ଜଣାପଡ଼ିଛି। ଶ୍ରୀମନ୍ଦିରର ଭୋଇ ସେବକମାନେ ବୁଧବାର ଡଙ୍ଗାଗୁଡ଼ିକୁ ଉପରକୁ ଉଠାଇଛନ୍ତି। ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ୱରେ ସେବକମାନେ ଡଙ୍ଗାଗୁଡ଼ିକୁ ପାଣିରୁ ବାହାର କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ରାଜନୈତିକ ତୀର୍ଥଯାତ୍ରା

ଭୁବନେଶ୍ୱର,୨୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ ନେଇ ଏବେ ଚାରିଆଡ଼େ ଆଲୋଚନା। ସୋମବାର ସେ ନୂଆଦିଲ୍ଲୀରୁ ଇଟାଲି ଅଭିମୁଖେ ଯାତ୍ରାକରି ଭାଟିକାନ୍‌ ସିଟିରେ କ୍ୟାଥଲିକ୍‌ଙ୍କ...

ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯ ।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା ୮ ହଜାର ୪୦୯ କୁ...

ଅଭୟଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର,୧।୧(ବ୍ୟୁରୋ): ପୂର୍ବତନ ଡିଜିପି ଅଭୟଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି । ଓଡ଼ିଶା ପୋଲିସ ମୁଖିଆ ଭାବେ କର୍ତ୍ତବ୍ୟ ସମ୍ପାଦନ କରିଥିବା ଅଭୟଙ୍କୁ ରାଜ୍ୟ ସରକାର ଏସ୍‌ଟିଏଫ(ନାର୍କୋଟିକ୍ସ)...

ପାଠ, ପରିବାର ପାଇଁ ପେଟ୍ରୋଲ ପମ୍ପରେ ଚାକିରି ସହ ଟ୍ରାଫିକ ଷ୍ଟୁଡେଣ୍ଟ ଭଲ୍ୟୁଣ୍ଟିୟର

ଜୟପୁର,୩୦।୧(ଡି.ଏନ୍‌.ଏ.) ଅର୍ଥର ଅଭାବ ଥିଲା, ତା’ ସାଙ୍ଗକୁ ପରିବାରର ଗୁଜୁରାଣ ଚିନ୍ତା। ଘରର କେଉଁ ପୁରୁଷ ମୁଣ୍ଡକୁ ନୁହେଁ, ବରଂ ୨ ଜଣ କିଶୋରୀଙ୍କୁ ଘାରିଥିଲା ଏହି...

ପୁଣି କରୋନାରେ ଆଖିବୁଜିଲେ ୧୪ ଆକ୍ରାନ୍ତ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୧୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୪୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର...

ଜଗତ୍‌ସିଂହପୁର ବିକାଶ ପାଇଁ ୨୯ ପ୍ରକଳ୍ପ

ଜଗତ୍‌ସିଂହପୁର ଅଫିସ୍‌/ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଶୁକ୍ରବାର ଅପରାହ୍ନରେ ଜଗତ୍‌ସିଂହପୁର ଜିଲାରେ ୧୧ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ ୧୮ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର...

ବୃଦ୍ଧାଙ୍କୁ କାଠ ଫାଳିଆରେ ପିଟି ପିଟି ହତ୍ୟା

ବରଗଡ଼ ଅଫିସ୍‌,୨୪।୨: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଦ୍ୱାରୀ ଗ୍ରାମରେ ବୁଧବାର ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି । କାଠ କାଟିବାକୁ ନେଇ ସ୍ଥାନୀୟ...

ଖାଁ ଖାଁ କାକଟପୁର ମଙ୍ଗଳା ମନ୍ଦିର

କାକଟପୁର,୧୧।୪: କରୋନା(କୋଭିଡ୍‌ ୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ପୁରୀ ଜିଲା କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମଙ୍ଗଳାଙ୍କ...

Advertisement
Archives

Model This Week