ଆସନ୍ତା ୨୭ ପର୍ଯ୍ୟନ୍ତ ବଢ଼ିଲା କାଳିଆ ଯାଞ୍ଚ ଅବଧି

ଭୁବନେଶ୍ୱର, ୧୩।୮(ବ୍ୟୁରୋ): କାଳିଆ ଯୋଜନା ପାଇଁ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ଯାଞ୍ଚ ପାଇଁ ଅବଧି ବୃଦ୍ଧି ପାଇଛି। ବୁଧବାର ଏହି ଯାଞ୍ଚର ଶେଷ ତାରିଖ ଥିବାବେଳେ ଏହାକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କାଳିଆ ଯୋଜନାର ସମୀକ୍ଷା ପରେ କୃଷିମନ୍ତ୍ରୀ ଅରୁଣ ସାହୁ ଏହି ସୂଚନା ଦେଇଛନ୍ତି। ତାଙ୍କ ସୂଚନା ଅନୁଯାୟୀ, ୫୧ ଲକ୍ଷ ହିତାଧିକାରୀଙ୍କ ମଧ୍ୟରୁ ୧୩ ଲକ୍ଷଙ୍କ ଯାଞ୍ଚ କରାଯାଇଛି। ୨୭ରେ ପଞ୍ଚାୟତ, ୨୯ରେ ବ୍ଲକ, ଓ ୩୧ରେ ଜିଲାସ୍ତରରେ ଯାଞ୍ଚ କରାଯିବ। ଅଯୋଗ୍ୟ ହିତାଧିକାରୀମାନେ ପରବର୍ତ୍ତୀ କାଳିଆ କିସ୍ତି ପାଇବେ ନାହିଁ ବୋଲି ମନ୍ତ୍ରୀ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚଳିତ ସପ୍ତାହରେ ଆସିବ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୭।୯(ବ୍ୟୁରୋ): ଅଗଷ୍ଟରେ ଲଘୁଚାପଜନିତ ବର୍ଷା ଯୋଗୁ ରାଜ୍ୟରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ବନ୍ୟା କ୍ଷୟକ୍ଷତି ଆକଳନ କରିବାକୁ ଆସନ୍ତା ୧୦ ତାରିଖ ସୁଦ୍ଧା...

ଜନ୍ମଦିନ ପାଳନ ହେଲା କାଳ: କୋଲାବରେ ୩ ସାଙ୍ଗଙ୍କ ସଲିଳ ସମାଧି

ଜୟପୁର,୨୯ା୨(ଡି.ଏନ୍‌.ଏ)- କୋରାପୁଟ ଜିଲା ସଦର ସରକାରୀ ମହାବିଦ୍ୟାଳୟ ପାର୍ଶ୍ୱ କୋଲାବ ଜଳଭଣ୍ଡାରରେ ବୁଡ଼ି ଶନିବାର ୩ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କୋରାପୁଟର...

ବିମାନ କ୍ରିଉ ମେମ୍ବରଙ୍କ ପାଇଁ ଭୁବନେଶ୍ୱରରେ ହୋଟେଲ ଖୋଲିବାକୁ ଅନୁମତି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଏୟାରଲାଇନ୍ସ କ୍ରିଉ ମେମ୍ବରଙ୍କ ରହଣି ପାଇଁ ରାଜଧାନୀରେ ଖୋଲିପାରିବ ହୋଟେଲ। ଏନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ଅନୁମତି...

୮,୧୨୬ କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୮ ହଜାର ୧୨୬ କୋଟି ୩୨ ଲକ୍ଷ ଟଙ୍କାର ଅତିରିକ୍ତ ବଜେଟ ପ୍ରସ୍ତୁତ କରିଛନ୍ତି। ଅର୍ଥମନ୍ତ୍ରୀ...

୨ ହଜାରରୁ ଊର୍ଦ୍ଧ୍ୱ ନିରାଶ୍ରୟଙ୍କୁ ରନ୍ଧା ଖାଦ୍ୟ ଦେଲା ବିଏମ୍‌ସି

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରରେ ଥିବା ୨ ହଜାରରୁ ଊର୍ଦ୍ଧ୍ୱ ଭୂମିହୀନ, ନିରାଶ୍ରୟ ଓ ଭିକାରୀଙ୍କୁ ରନ୍ଧ୍ୟା ଖାଦ୍ୟ ବଂଟାଯାଇଛି । ଭୁବନେଶ୍ୱର ମହାନଗର ନିଗମ...

କବିତା ଆସର ‘ଶେଷସ୍ପର୍ଶ’

ଭୁବନେଶ୍ୱର,୩୧।୧୨: କେଦାରନାଥ ଗବେଷଣା ଅନୁଷ୍ଠାନ ପକ୍ଷରୁ ଗୁରୁବାର କବିତା ଆସର ‘ଶେଷ ସ୍ପର୍ଶ’ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ସଭାପତି ରଘୁନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ କବିତା ଆସରରେ...

ଜଗନ୍ନାଥ ବିଶ୍ରାମସ୍ଥଳୀ ସ୍ଥାନାନ୍ତର କାହା ସ୍ବାର୍ଥରେ: ସମ୍ବିତ

ଭୁବନେଶ୍ୱର,୧।୯(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପ୍ରସାଦ ଯୋଜନାରେ ଆଇଟିଡିସି ତରଫରୁ ଟେଣ୍ଡର ଆହ୍ବାନ କରାଯାଇ ପୁରୀ ବଗଲା ଧର୍ମଶାଳା ଜମି ଉପରେ ଜଗନ୍ନାଥ ବିଶ୍ରାମସ୍ଥଳୀ ନିର୍ମାଣ କାର୍ଯ୍ୟ...

ଲୋକାର୍ପିତ ହେଲା ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରର ୱାଚ୍‌ ଟାୱାର

ପାଟଣା,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ତହସିଲ ଡୁମୁରିଆ ରାଜସ୍ବ ନିରୀକ୍ଷକ ଅଧୀନ ଘାଟ ବାଲିଯୋଡ଼ି ରାଜସ୍ବ ମୌଜା ଅନ୍ତର୍ଗତ ପୌରାଣିକ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ଜଳ ପ୍ରପାତରେ...

Play 250+ Trending Games
Archives

Model This Week

Why Dharitri