Posted inଜାତୀୟ

ଆସନ୍ତା ୩୦ରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଜଗନମୋହନ ରେଡ୍ଡି: ଭେଙ୍କଟେଶ୍ୱରେଲୁ

ହାଇଦ୍ରାବାଦ,୨୩।୫: ଆନ୍ଧ୍ର ପ୍ରଦେଶ ବିଧାନସଭା ଲାଗି ଚାଲିଥିବା ଭୋଟ ଗଣତିରେ ଏବେ ସୁଦ୍ଧା ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳ ପାଖାପାଖି ୧୪୯ ଆସନରେ ଆଗୁଆ ଥିବା ବେଳେ ବହୁମତ ହାସଲ କରିବା ଲକ୍ଷ୍ୟରେ ରହିଛି ଦଳ। ଏହି ସମୟରେ ଆସନ୍ତା ୩୦ ତାରିଖରେ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବେ ଓ୍ବାଇଏସ୍‌ ଜଗନମୋହନ ରେଡ୍ଡି ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବୋଲି ପ୍ରକାଶ କରିଛନ୍ତି ଦଳର ନେତା ଉମାରେଡ୍ଡି ଭେଙ୍କଟେଶ୍ୱରେଲୁ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସହିତ ଲଢ଼େଇ ପାଇଁ କୋଟିଏ ୨୪ ଲକ୍ଷ ଯୋଦ୍ଧା ପ୍ରସ୍ତୁତ

ନୂଆଦିଲ୍ଲୀ,୨୦।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସେହିପରି କରୋନା ସହିତ...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ନୋଟିସ

ରାଞ୍ଚତ୍,୧୬ା୯: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ହେମନ୍ତ ସୋରେନ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ପ୍ରତ୍ୟାହାର କରିନେବା ପାଇଁ ମୁଖ୍ୟମନ୍ତ୍ରୀ ରଘୁବର...

ବିପିନ ରାଓ୍ବତଙ୍କୁ ଏମିତି ଶ୍ରଦ୍ଧାଞ୍ଜଳି, ସମସ୍ତଙ୍କ ହୃଦୟ ଜିତିଲା: ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ.୧୦।୧୨: ପ୍ରତିରକ୍ଷା ମୁଖ୍ୟ ଜେନେରାଲ ବିପିନ ରାୱତଙ୍କୁ ପୂରା ଦେଶ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। କେବଳ ଭାରତରେ ନୁହେଁ, ଅନେକ ଦେଶରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ...

ମାନବ ସେବା ହିଁ ମାଧବ ସେବା: କାଉଡିଆଙ୍କ ପାଦ ଦାବିଲେ ଏସ୍‌ପି

ଲକ୍ଷ୍ନୌ, ୨୮।୭: ଶ୍ରାବଣରେ ଆରମ୍ଭ ହୋଇଯାଇଛି କାଉଡି ଯାତ୍ରା। ବିଶେଷ କରି ଉତ୍ତର ପ୍ରଦେଶରେ କାଉଡିଆଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥାମାନ କରାଯାଇଛି। ଏମାନଙ୍କ ପାଇଁ ଖୋଲାଯାଇଥିବା...

କରୋନା ଭ୍ୟାକ୍ସିନ ସମ୍ପର୍କରେ ସରଳରେ ଲୋକଙ୍କୁ ବୁଝାଇ ଦେବାକୁ କହିଲେ ମୋଦି

ନୂଆଦିଲ୍ଲୀ,୩୦ ।୧୧: କରୋନା ମହାମାରୀକୁ ନେଇ ସାରା ବିଶ୍ୱରେ ଏବେ ଭ୍ୟାକ୍ସିନ ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଥିବା ବେଳେ ଭାରତ ବି ଏ କ୍ଷେତ୍ରରେ ପଛରେ...

ସାନ ଭାଇଙ୍କୁ ଦେଖାଇ ବଡ଼ଙ୍କ ସହ କଲେ ବାହାଘର, ୪ ପୁଅଙ୍କ ସହ ସମ୍ପର୍କ ରଖିବାକୁ ଶାଶୁ କରୁଥିଲେ ବାଧ୍ୟ

ଲକ୍ଷ୍ନୌ,୧୦।୧: ଉତ୍ତରପ୍ରଦେଶର ଗାଜିଆବାଦରେ ଅନନ୍ୟ ବିବାହର ଏକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ମଧ୍ୟସ୍ଥି ସାନ ଭାଇକୁ ଦେଖାଇ ଜଣେ କନ୍ୟାଙ୍କର ବଡ଼ଙ୍କ ସହ ବିବାହ...

ବିଚ୍‌ ରାସ୍ତାରେ ଟ୍ରାଫିକ ପୋଲିସଙ୍କୁ ନିର୍ଧୁମ ଛେଚିଲେ ମହିଳା: ଭିଡିଓ ଭାଇରାଲ

ମୁମ୍ବାଇ, ୨୪।୧୦- ଜଣେ ଟ୍ରାଫିକ ପୋଲିସଙ୍କୁ ନିର୍ଧୁମ ମାଡ ମାରିଛନ୍ତି ମହିଳା। ବିଚ୍‌ ରାସ୍ତା ଉପରେ ମହିଳା ଜଣକ ଟ୍ରାଫିକ ପୋଲିସଙ୍କ କାଲର ଧରି ମାଡ...

‘ଛୋଟୁ ରିପୋର୍ଟର୍‌’ ସୋସିଆଲ୍‌ ମିଡିଆରେ ଭାଇରାଲ୍‌

ଚଣ୍ଡିଗଡ,୮।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭାଇରାଲ ହେଉଛି ଛୋଟୁ ରିପୋର୍ଟରଙ୍କ ଭିଡିଓ। ଯେଉଁ ବୟସରେ ପିଲା ସ୍କୁଲ ଯାଆନ୍ତି, ଖେଳରେ ମାତିଥାନ୍ତି ସେହି ବୟସରେ ହାତରେ...

Advertisement
Archives

Model This Week