ଆସନ୍ତା ୯ରେ ବନ୍ଦ ରହିବ ସବୁ ବ୍ୟାଙ୍କ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୭।୯: ଆସନ୍ତା ୯ ତାରିଖ ଅର୍ଥାତ୍‌ ସୋମବାର ରାଜ୍ୟରେ ସମସ୍ତ ବ୍ୟାଙ୍କ ବନ୍ଦ ରହିବ। ପଶ୍ଚିମ ଓଡ଼ିଶା ଗଣପର୍ବ ନୂଆଁଖାଇ ପାଳନ ପାଇଁ ରାଜ୍ୟ ସରକାର ଏହି ଦିନକୁ ଛୁଟି ଘୋଷଣା କରିଛନ୍ତି। ସୋମବାର ସମସ୍ତ ବ୍ୟାଙ୍କ ଓ ଅନ୍ୟାନ୍ୟ ବ୍ୟାଙ୍କିଙ୍ଗ ସଂସ୍ଥା ବନ୍ଦ ରହିବ। ଏଥର ନୂଆଁଖାଇ ୮ ତାରିଖ ଅର୍ଥାତ୍‌ ରବିବାର ପଡୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସୋମବାର ନୂଆଁଖାଇ ଛୁଟି ଘୋଷରା କରିଛନ୍ତି।
ଏହାପୂର୍ବରୁ ରାଜ୍ୟ ସରକାର ନୂଆଁଖାଇ ପାଇଁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡିକ ଛୁଟି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିବା ବାଜି ଜିତିଲା ରାଜସ୍ଥାନ, ୪୦ ରନରେ ଲକ୍ଷ୍ନୌ ପରାସ୍ତ

ଲକ୍ଷ୍ନୌ,୨୨ା୪: ରବୀନ୍ଦ୍ର ଜାଡେଜାଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଓ ବୋଲରଙ୍କ ଘାତକ ବୋଲିଂ ବଳରେ ରାଜସ୍ଥାନ ରୟାଲ୍ସ ୪୦ ରନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ପରାସ୍ତ କରିଛି। ଏହା…

ବ୍ରେକ୍‌ ଫେଲ୍‌ ସାଜିଲା କାଳ: ଦୁଇଟି ଟ୍ରକ୍‌ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ…

ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା…

ଅସହ୍ୟ ତାତି: ବରଗଡ଼ ଜିଲାରେ ଏହି ତାରିଖ ପର୍ଯ୍ୟନ୍ତ ବଢ଼ିଲା ସ୍କୁଲ, କଲେଜ ଛୁଟି

ବରଗଡ଼, ୨୨।୪ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଅସହ୍ୟ ତାତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

ବାଇକ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ, ଗାଁରୁ ଦାରିଙ୍ଗବାଡି ଆସି ଫେରୁଥିବା ବେଳେ…

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପାଙ୍ଗାଲି ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ଗୋହିରା ଜଳ ଭଣ୍ଡାରରେ ବୁଡି ଯୁବକ ମୃତ, ବିବାହ ଉତ୍ସବରେ ସାମିଲ ହେବାକୁ ଆସି…

ରିଆମାଳ,୨୨ା୪(ବଦ୍ରୀ ନାରାୟଣ ଅଗ୍ରୱଲା):ରିଆମାଳ ଥାନା କଂସର ଫାଣ୍ଡି ଅନ୍ତର୍ଗତ ଗୋହିରା ଜଳ ଭଣ୍ଡାରରେ ବୁଡି ବୁଧବାର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ଜଣକ…

ବଚସା ହେଲା କାଳ…ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ ଭାଇର ମୃତ୍ୟୁ

ମୁନିଗୁଡା,୨୨।୪( ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ଜିଲା ମୁନିଗୁଡା ଥାନା ମୁନିଖୋଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡ଼ଙ୍ଗରିଆ ଗାଁ ଗୋରଠା ଗ୍ରାମରେ ଅଭାବନୀୟ ଘଟଣା । ସାନ…

ଟିଉସନ୍‌ ଦେବା ବାହାନାରେ ନାବାଳିକାଙ୍କୁ ଅସଦାଚରଣ ଅଭିଯୋଗ, ଶିକ୍ଷକ ଗିରଫ

ପାଟକୁରା,୨୨।୪(ରବୀନ୍ଦ୍ର ନାଥ ବାରିକ ): କେନ୍ଦ୍ରାପଡ଼ା ଜିଲା କୁଦାନଗରୀ ଥାନା ତଥା ଗରଦପୁର ବ୍ଳକ ଅଞ୍ଚଳରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ କେରୁଆ…

ଭାରତୀୟ ଜାହାଜ ଉପରେ ଭୟଙ୍କର ଆକ୍ରମଣ, ହର୍ମୁଜରେ ୨ଟା ଜାହାଜକୁ ହାଇଜ୍ୟାକ୍‌ କଲେ…

ନୂଆଦିଲ୍ଲୀ,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାର କିଛି ଘଣ୍ଟା ପରେ, ଇରାନର ରିଭୋଲ୍ୟୁସନାରୀ ଗାର୍ଡ (IRGC) ବୁଧବାର ଦୁଇଟି ଜାହାଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri