ଆସାନସୋଲ୍‌ରେ ଭାଜପାକର୍ମୀଙ୍କ ଉପରେ ଲାଠି ଚାର୍ଜ

କୋଲକତା, ୨୯।୪: ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ଅଶାନ୍ତ ହୋଇଛି ଆସାନସୋଲ୍‌। ଏଠାରେ କେତେକ ବୁଥ୍‌ରେ କେନ୍ଦ୍ରୀୟ ଫୋର୍ସ ମୁତୟନ ହୋଇ ନାହାଁନ୍ତି। ସେ ସବୁ ବୁଥ୍‌ ଗୁଡ଼ିକ ମଧ୍ୟରେ ୧୦୩. ୧୦୪. ୧୦୬ ଏବଂ ୧୦୭ ରହିଛି। ପୂର୍ବରୁ ଏଠାରେ କେନ୍ଦ୍ରୀୟ ସୁରକ୍ଷାବଳଙ୍କୁ ମୁତୟନ କରାଯାଇଥିଲେ ମଧ୍ୟ ରାତାରାତି ଏହାକୁ ବଦଳ କରି ମହିଳା ପୋଲିସଙ୍କୁ ସୁରକ୍ଷା ଦାୟିତ୍ୱ ଦିଆଯାଇଥିଲା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜାଣିଶୁଣି ଏପରି କରିଥିବା ବାବୁଲ ସୁପ୍ରିୟୋ ଅଭିଯୋଗ କରିଛନ୍ତି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବୃଦ୍ଧି ପାଇଛି। ଏଠାରେ ଭାଜପା ଏବଂ ତୃଣମୂଳ ସମର୍ଥ ମୁହାଁମୁହିଁ ହୋଇଛନ୍ତି। ଏଠାରେ ଭାଜପା କର୍ମୀଙ୍କ ଉପରେ ଲାଠି ଚାର୍ଜ କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ନ ଦେବାରୁ କରୋନା ରୋଗୀଙ୍କୁ ଓହ୍ଲାଇ ଦେଲା ଆମ୍ବୁଲାନ୍ସ

କୋଲକାତା,୨୬।୭: ସାରା ଦେଶରେ କରୋନା ରୋଗୀ ଓ ଆମ୍ବୁଲାନ୍ସକୁ ନେଇ ଭିନ୍ନ ଭିନ୍ନ ଖବର ଆସୁଥିବା ବେଳେ ଏବେ କୋଲକାତାରୁ ଆସିଥିବା ଏକ ଖବର ପୁଣି...

ପୁଣି ମମତାଙ୍କୁ ନୋଟିସ

କୋଲକାତା/ନୂଆଦିଲ୍ଲୀ,୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ନିର୍ବାଚନ ଆୟୋଗଙ୍କଠାରୁ ନୋଟିସ ପାଇଛନ୍ତି। ମମତା କେନ୍ଦ୍ରୀୟ ସୁରକ୍ଷା ବଳକୁ ‘ଭାଜପାର ସିଆରପିଏଫ୍‌’ ବୋଲି କହିଥିବାରୁ...

ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କୁ ଭେଟିଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୨୧।୭: ଆଦାନୀ ଗ୍ରୁପର ଚେୟାରମ୍ୟାନ ଗୌତମ ଆଦାନୀ ଶ୍ରୀଲଙ୍କାର ଅନେକ ପ୍ରକଳ୍ପ ବିଷୟରେ ଆଲୋଚନା କରିବା ପାଇଁ ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ବିକ୍ରମସିଂଘେଙ୍କ ସହ ଏକ...

ଅଜିତ ପାଓ୍ବାରଙ୍କ ଏଣ୍ଟ୍ରି ପରେ ମହାରାଷ୍ଟ୍ରରେ ଆରମ୍ଭ ହେଲା ପାଓ୍ବାର ଗେମ

ମୁମ୍ବାଇ,୧୦।୭: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ମଧ୍ୟରେ ଏବେ ପାଓ୍ବାର ପଲିଟିକ୍ସ ଆରମ୍ଭ ହୋଇଯାଇଛି। ଏନସିପିର ଅଜିତ ପାଓ୍ବାର ବି ସରକାରରେ ଯୋଗ ଦେଇ ସାରିଛନ୍ତି ଆଉ...

ବିବାହର ପ୍ରଥମ ରାତିରେ ଘଟିଲା ଏମିତି ଘଟଣା: ସ୍ବାମୀ କହିଲେ, ମୋ ସହ ହୋଇଛି ଧୋକା

କାନପୁର,୨୦।୬: ଉତ୍ତରପ୍ରଦେଶର କାନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ରହୁଥିବା ଜଣେ ଦମ୍ପତି ନିଜ କିନ୍ନର ସନ୍ତାନକୁ ଶାସ୍ତ୍ରୀ ନଗରର ଜଣେ ଯୁବକଙ୍କୁ ବିବାହ...

ମହାକାଶ ମୁହାଁ ଆମାଜୋନିଆ-୧

ଶ୍ରୀହରିକୋଟା,୨୮।୨: ଆନ୍ଧ୍ରପ୍ରଦେଶର ନେଲୋର ଜିଲାର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ରବିବାର ପୂର୍ବାହ୍ନ ୧୦ଟା ୨୪ରେ ଉପଗ୍ରହ ଆମାଜୋନିଆ-୧ର ଉତ୍‌କ୍ଷେପଣ କରାଯାଇଛି। ୨୦୨୧ର ପ୍ରଥମ...

ରାଜନୈତିକସ୍ତରରେ ସମାଧାନ କର

ନୂଆଦିଲ୍ଲୀ, ୧।୯: କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ଅଧୀନ କୋଟିଆ ଗ୍ରାମପୁଞ୍ଜକୁ ନେଇ ସୃଷ୍ଟି ହୋଇଥିବା ସୀମା ବିବାଦକୁ ଉଭୟ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ରାଜନୈତିକସ୍ତରରେ...

କଶ୍ମୀରରେ ନୀରବତାର ରାଜୁତି

ଶ୍ରୀନଗର,୮ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରୀ ରାସ୍ତାଘାଟ ଶୂନଶାନ। ସବୁଠି ଅଖଣ୍ଡ ନୀରବତା ରାଜୁତି କରୁଛି। ଶ୍ରୀନଗର ସମେତ ବିଭିନ୍ନ ସହରରେ ପୋଲିସ ଓ...

Advertisement
Archives

Model This Week