ଆସିପାରେ ‘ରାଜି’ର ସିକ୍ୟୁଏଲ

ମୁମ୍ବାଇ: ବଲିଉଡ୍‌ ନାୟିକା ଆଲିଆ ଭଟ୍ଟ ଓ ବିକ୍କି କୌଶଲ ଷ୍ଟାର କାଷ୍ଟରେ ପରଦାକୁ ଆସିଥିବା ମୁଭି ‘ରାଜି’ର ସିକ୍ୟୁଏଲ ନିର୍ମାଣ କରାଯାଇ ପାରେ ବୋଲି ଶୁଣିବାକୁ ମିଳିଛି। ଫିଲ୍ମର ନିର୍ଦ୍ଦେଶିକା ମେଘନା ଗୁଲଜାର ନିଜେ ଏହା କହିଛନ୍ତି। ‘ରାଜି’ ପରଦାରେ ଭଲ ପରଫର୍ମ କରିଥିବା ବେଳେ ୨ଶହ କୋଟି କ୍ଲବରେ ମଧ୍ୟ ସାମିଲ ହୋଇଥିଲା। ତେବେ ଏହାର ସକସେସ୍‌କୁ ଦେଖି ଦର୍ଶକେ ଯଦି ଚାହିଁବେ ତେବେ ମେଘନା ‘ରାଜି’ର ସିକ୍ୟୁଏଲ ନିର୍ମାଣ କରିବେ ବୋଲି କହିଛନ୍ତି। ଏବେ ଅନ୍ୟ ପ୍ରୋଜେକ୍ଟରେ ବିଜି ଥିବା ମେଘନା ଆଗାମୀ ଦିନରେ ଏହା ଉପରେ ନଜର ଦେବେ ବୋଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିଣତ ବୟସରେ ମା’ଙ୍କ ସହ ଝୁମିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଭର୍ସାଟାଇଲ୍‌ ଅଭିନେତା ଅନୁପମ ଖେର ସବୁବେଳେ ସୋସିଆଲ ମିଡିଆରେ ଆକ୍ଟିଭ ରହିଥାନ୍ତି। ସେ ମା’ ଦୁଲାରୀଙ୍କ ଅତି ନିକଟତର ହୋଇଥିବା ବେଳେ ଅନୁପମ...

କାର୍ତ୍ତିକ-ସାରାଙ୍କ ବ୍ରେକ୍‌ଅପ୍‌

ମୁମ୍ବାଇ: ବଲିଉଡ୍‌ ଷ୍ଟାର୍‌ ସାରା ଅଲି ଖାନ୍‌ ଏବଂ କାର୍ତ୍ତିକ ଆର୍ୟନ୍‌ଙ୍କ ଫ୍ୟାନ୍ସଙ୍କ ପାଇଁ ଏକ ଦୁଃଖ ଖବର। ବଲିଉଡ୍‌ର ଏହି କ୍ୟୁଟ୍‌ ଲଭ୍‌-ବାର୍ଡଙ୍କ ବ୍ରେକ୍‌ଅପ୍‌...

୫୦ କୋଟି କ୍ଲବ୍‌ରେ ‘ଷ୍ଟ୍ରିଟ୍‌ ଡ୍ୟାନ୍ସର’

ମୁମ୍ବାଇ: ଦର୍ଶକଙ୍କ ଭରପୂର ମନୋରଞ୍ଜନ କରୁଛି ବରୁଣ ଧାଓ୍ବନ-ଶ୍ରଦ୍ଧା କପୁର ଅଭିନୀତ ‘ଷ୍ଟ୍ରିଟ୍‌ ଡ୍ୟାନ୍ସର ଥ୍ରୀଡି’। ଛ’ ଦିନ ରିଲିଜ୍‌ ପରେ ଫିଲ୍ମ ୫୦ କୋଟି...

ଶାହରୁଖ୍‌ଙ୍କ ସିକ୍ରେଟ୍‌ ଖୋଲିଲେ ଗୌରୀ

ବଲିଉଡ୍‌ର ବାଦ୍‌ଶାହ ଶାହରୁଖ ଖାଁ ଏବଂ ସ୍ତ୍ରୀ ଗୌରୀ ଖାନ ଇଣ୍ଡଷ୍ଟ୍ରୀର ସବୁଠୁ ଷ୍ଟାଇଲିସ୍‌ କପଲ୍‌ ଭାବେ ଜଣାଶୁଣା। କୌଣସି ପାର୍ଟିରେ ହେଉ କି ଇଭେଣ୍ଟ...

ଏକଦା ପ୍ରେମିକାଙ୍କ ପାଇଁ ସୁନିଲଙ୍କ ଆଗରେ ହାତ ଯୋଡ଼ିଥିଲେ ସଲମାନ୍‌; ଜାଣନ୍ତୁ ପୁରା ଘଟଣା

ବମ୍ବେ: ବଲିଉଡ୍‌ ଅଭିନେତା ସୁନିଲ ସେଟ୍ଟୀଙ୍କୁ ଇଣ୍ଡଷ୍ଟ୍ରୀର ଅନ୍ନା ବୋଲି କୁହାଯାଏ। ହେଲେ ଯଦି ତାଙ୍କର ବିତୃଷ୍ଣା ଭାବ ଆସେ ତେବେ ସେ ତାଙ୍କ ସହ...

ଏବେ ଆକ୍ସନ ଫିଲ୍ମ କରିପାରନ୍ତି ଶାହାରୁଖ

ମୁମ୍ବାଇ: ବଲିଉଡ୍‌ ବାଦ୍‌ଶାହା ଶାହାରୁଖ ଖାଁ କିଛି ଦିନ ହେବ ତାଙ୍କ ପ୍ରଶଂସକଙ୍କଠାରୁ ଦୂରେଇ ରହିଥିଲେ। ଏହାର କାରଣ ବି ଥିଲା। କାରଣ ହେଉଛି ତାଙ୍କ...

ରୀନାଙ୍କୁ ଏଥର ନେଗେଟିଭ୍‌

ନା ସେ ଗଁ। ରେ ଡ୍ରାମା କରିଥିଲେ। ନା ତାଙ୍କର ଅଭିନୟର କୌଣସି ଅଭିଜ୍ଞତା ଥିଲା। ସେ କେବଳ ଭଲ ପାଉଥିଲେ ଯାତ୍ରାକୁ। ଯାତ୍ରା ପ୍ରତି...

ପ୍ରଥମ ପସନ୍ଦ ଡ୍ୟାନ୍ସ: ସାଗର

ଯାତ୍ରାଜଗତର ଜଣେ ଜଣାଶୁଣା ଡ୍ୟାନ୍ସର ତଥା କୋରିଓଗ୍ରାଫର ସାଗର। ସେ କେବଳ ଡ୍ୟାନ୍ସ କିମ୍ବା ଡ୍ୟାନ୍ସ କମ୍ପୋଜ୍‌ କରନ୍ତିନି; ଅଧିକନ୍ତୁ ଅଭିନୟ ବି କରନ୍ତି। କହିଦେଲେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *