Posted inଜାତୀୟ

ଆସିବ ନୂଆ ଶ୍ରମ ଆଇନ: ୪୪ ପୁରୁଣା ଆଇନକୁ ୪ ଶ୍ରେଣୀରେ କରାଯିବ ମିଶ୍ରଣ

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ନୂଆ ଶ୍ରମ ଆଇନ ଆଣିବା ପାଇଁ ଯୋଜନା କରୁଛନ୍ତି। ସଂସଦର ଆଗାମୀ ଅଧିବେଶନରେ ଏନେଇ ବିଲ୍‌ ଅଣାଯିବ ବୋଲି କୁହାଯାଉଛି। ଏନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏକେ ବୈଠକ ଅନୁଷ୍ଠିତ ହୋଇଯାଇଛି। ୪୪ଟି ପୁରୁଣା ଶ୍ରମ ଆଇନକୁ ୪ଟି ଶ୍ରେଣୀର ମିଶ୍ରଣ କରାଯାଇ ନୂଆ ଶ୍ରମ ଆଇନ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। କେତେକ ପୁରୁଣା ଆଇନକୁ ହଟାଇ ଦିଆଯିବ। ନୂଆ ସରକାରଙ୍କ ପ୍ରଥମ ସଂସଦୀୟ ଅଧିବେଶନରେ ଶ୍ରମ ଆଇନ ସମ୍ପର୍କିତ ବିଲ୍‌ ଆଗତ ହେବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ, ସଂସଦର ଅଧିବେଶନ ଜୁନ୍‌ ୧୭ରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଖୋଲିବନି ସ୍ପା-ସେଲୁନ

ନୂଆଦିଲ୍ଲୀ,୧୮।୫: କରୋନା ସଂକ୍ରମଣ ରୋକିବାକୁ ସୋମବାରଠାରୁ ସାରା ଦେଶରେ ଲାଗୁ ହୋଇଛି ଲକ୍‌ଡାଉନ ୪.୦। ଏହାକୁ ନେଇ ଭିନ୍ନ ଭିନ୍ନ ରାଜ୍ୟରେ ନିୟମ କୋହଳରେ ପାର୍ଥକ୍ୟ...

ଟ୍ରମ୍ପ୍‌ଙ୍କ ବ୍ୟୟ ବହୁଳ ଭାରତ ଗସ୍ତ: ସ୍ବାଗତ କରିବେ ଲକ୍ଷେ ଲୋକ; ୭ କିମି ରୋଡ ଶୋରେ ଖର୍ଚ୍ଚ ହେବ କୋଟି କୋଟି ଟଙ୍କା

ଅହମଦାବାଦ୍‌,୧୮।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃୟାରୀ ୨୪ରେ ଭାରତ ଗସ୍ତରେ ଆସୁଛନ୍ତି। ଏହି ବ୍ୟୟ ବହୁଳ ଗସ୍ତରେ ଆସି ସେ ଅହମଦାବାଦ୍‌ର ମୋଟେରା ଷ୍ଟାଡିୟମ୍‌ରେ...

ବିନା ବିଜୁଳି ଆଲୋକରେ ଅଫିସରେ କାମ କଲେ ଜିଲାପାଳ

ଗାଜିଆବାଦ, ୧୦।୯: ଜିଲାପାଳ ନିଜ ଅଫିସରେ ବିନା ବିଜୁଳି ଆଲୋକରେ ଜାଣିଶୁଣି କାମ କରିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ୍ୟ।...

ନୁପୁର ଶର୍ମାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରିପାରେ ଭାଜପା: ଓୱାଇସି

ନୂଆଦିଲ୍ଲୀ,୧୯ ।୬: ଏଆଇଏମଆଇଏମ ମୁଖ୍ୟ ତଥା ଏମ୍‌ପି ଅସଦୁଦ୍ଦିନ ଓୱାଇସି ପୁଣିଥରେ କେନ୍ଦ୍ର ଶାସିତ ଭାରତୀୟ ଜନତା ପାର୍ଟି(ଭାଜପା) ସରକାରକୁ ଟାର୍ଗେଟ କରିଛନ୍ତି । ଗୋଟିଏ...

ଚନ୍ଦ୍ରୟାନ-୧କୁ ପୁରିଲା ୧୧ ବର୍ଷ

ନୂଆଦିଲ୍ଲୀ,୨୨।୧୦: ଅକ୍ଟୋବର ୨୨ ଠିକ୍‌ ଆଜିର ଦିନରେ ହିଁ ଚନ୍ଦ୍ରୟାନ-୧କୁ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ଚନ୍ଦ୍ରକୁ ପ୍ରେରଣ କରିଥିଲା। ୨୦୦୮ରେ ଏହା ପ୍ରେରଣ କରାଯାଇଥିବା...

ବୁଥ୍‌ ନମ୍ବର ୧୨୬ରେ ମତଦାନ ସ୍ଥଗିତ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ

କୋଲକାତା,୧୦।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ମତଦାନ ସମୟରେ କୁଚବିହାର ଅଞ୍ଚଳରେ ହୋଇଥିବା ହିଂସାକୁ ନେଇ ରାଜ୍ୟରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ବୁଥ୍‌...

ସାବରିମାଲା ମନ୍ଦିର ପାଇଁ ଆଇନ ପ୍ରଣୟନ କରିବାକୁ କେରଳ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୦।୧୧: ସାବରିମାଲା ଆୟପ୍ପା ମନ୍ଦିରକୁ ନେଇ ବୁଧବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି। ସାବରିମାଲା ମନ୍ଦିରକୁ ଯାଉଥିବା ଶ୍ରଦ୍ଧାଳୁ ଓ ମନ୍ଦିର ପ୍ରଶାସନର ସୁବିଧାକୁ...

୧୦୦୦ ପୋଲିସ କର୍ମଚାରୀ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୧୦ା୧: ରାଜଧାନୀ ଦିଲ୍ଲୀରେ କରୋନା ପରିସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ସୋମବାର ଦିଲ୍ଲୀ ପୋଲିସର ପ୍ରାୟ ୧୦୦୦ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏହି ପୋଲିସ...

Advertisement
Archives

Model This Week