ଆସିମ୍‌ଙ୍କ ସମର୍ଥନରେ WWE ଷ୍ଟାର ଜନ୍‌: ଧନ୍ୟବାଦ ଜଣାଇଲେ ପ୍ରଶଂସକ

ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ‘ବିଗ୍‌ବସ୍‌’ର ଫାଇନାଲ ଯେତେ ପାଖେଇ ଆସୁଛି, ପ୍ରତିଯୋଗୀମାନେ ସେତିକି ବିଭିନ୍ନ କାରଣକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ବଡ଼ କଳାକାର ନଚେତ ପ୍ରତିଭାବାନ ବ୍ୟକ୍ତିବିଶେଷମାନେ ଭିନ୍ନ ପ୍ରତିଯୋଗୀଙ୍କ ସମର୍ଥନରେ ମଧ୍ୟ ବାହାରୁଛନ୍ତି। ସେମାନଙ୍କ ମଧ୍ୟରୁ ଆସିମ୍‌ ରିଆଜ୍‌ଙ୍କ ସମର୍ଥନରେ ଏବେ ବାହାରିଛନ୍ତି ଡବ୍ଲୁଡବ୍ଲୁଇର ଖ୍ୟାତନାମା ରେସଲର୍‌ ଜନ୍‌ ସିନା। ସେ ନିଜ ଇନ୍‌ଷ୍ଟା ଆକାଉଣ୍ଟରେ ଆସିମଙ୍କ ଏକ ଫଟୋ ପୋଷ୍ଟ କରିବା ପରେ ଭାଇରାଲ ହେଉଛି। ଜନ୍‌ଙ୍କୁ ଏଥିପାଇଁ ଧନ୍ୟବାଦ ଦେଇଛନ୍ତି ଆସିମ୍‌ଙ୍କ ପ୍ରଶଂସକ।

 

View this post on Instagram

 

A post shared by John Cena (@johncena) on

ପୂର୍ବରୁ ମଧ୍ୟ ଜନ୍‌ ଭାରତୀୟ କଳାକାରଙ୍କ ଫଟୋ ନିଜ ପୃଷ୍ଠାରେ ଶେୟାର କରିଛନ୍ତି। ବଲିଉଡ ଅଭିନେତା ରଣବୀର ସିଂଙ୍କ ଫଟୋ ସେ ଇନ୍‌ଷ୍ଟାରେ ପୋଷ୍ଟ କରିଥିଲେ। ନିକଟରେ ଜନ୍‌ଙ୍କ ଫିଲ୍ମ ‘ଫ୍ଲାଇଙ୍ଗ୍‌ ଉଇଥ୍‌ ଫାୟାର୍‌’ ରିଲିଜ ହୋଇଛି। ଏଥିରେ ତାଙ୍କ ଅଭିନୟକୁ ସମସ୍ତେ ପସନ୍ଦ କରୁଛନ୍ତି।


ଅପରପକ୍ଷେ ବିଗ୍‌ବସ୍‌ ଶୋ’ ଆଉ ମାତ୍ର ଦୁଇ ସପ୍ତାହ ମଧ୍ୟରେ ଶେଷ ହେବ। ଏବେ ଘରେ ସାତଜଣ ପ୍ରତିଯୋଗୀ ଥିବାବେଳେ ସେମାନଙ୍କ ମଧ୍ୟରୁ ଦୁଇଜଣ ବାହାରିବେ। ସେମାନଙ୍କ ମଧ୍ୟରୁ ସିଦ୍ଧାର୍ଥ ଶୁକ୍ଳା, ଆସିମ ରିଆଜ, ଶହନାଜ ଗିଲ, ପାରସ ଛାବଡା ଏବଂ ରଶ୍ମୀ ଦେଶାଇ ଫାଇନାଲିଷ୍ଟ ହେବା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଫିଲ୍ମରୁ ଶୁଟିଂ ସମୟରେ ରାଜ୍‌ କୁନ୍ଦ୍ରାଙ୍କ ପ୍ରେମରେ ପଡ଼ିଥିଲେ ଶିଳ୍ପା

ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ ଅନେକ ସମୟରେ ଚର୍ଚ୍ଚାରେ ରହିଥାନ୍ତି। ଶିଳ୍ପା ତାଙ୍କ ସ୍ବାମୀ ରାଜ କୁନ୍ଦ୍ରାଙ୍କ ସହ ସୋସିଆଲ ମିଡିଆରେ ଅନେକ ଫଟୋ ଏବଂ...

ରାଗିଲେ ରିଷି

ମୁମ୍ବାଇ: ବଲିଉଡ୍‌ ଅଭିନେତା ରିଷି କପୁର ଏବେ ନ୍ୟୁୟର୍କରେ ଟ୍ରିଟମେଣ୍ଟରେ ଥିବା ବେଳେ ନିକଟରେ ତାଙ୍କ ଅଭିନୀତ ଏକ ଫିଲ୍ମ ‘ଝୁଠା କହିଁକା’ ଆସନ୍ତା ସପ୍ତାହରେ...

ଶୁଟିଂ ସେଟ୍‌ରେ ଭୋ ଭୋ ହୋଇ କାନ୍ଦିପକାଇଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ଉର୍ବଶୀ ରୌତେଲା ନିଜର ଭିନ୍ନ ଶୈଳୀ ପାଇଁ ବେଶ୍‌ ଜଣାଶୁଣା। ନିକଟରେ ତାଙ୍କର ଏକ ଗୀତ ‘ଓ୍ବ ଚାନ୍ଦ କହାଁ ସେ...

କରୋନାକୁ ହରାଇଲେ ଆଲିଆ

ମୁମ୍ବାଇ: କେତେକ ବଲିଉଡ୍‌ ସେଲିବ୍ରିଟି ଏବେ କରୋନା କବଳରେ ଆସିଯାଇଥିବା ବେଳେ ଧିରେ ଧିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁଛି। ଏହି କ୍ରମରେ ବଲିଉଡ୍‌ ଅଭିନେତା...

ବିବାହର ପ୍ରତିଶ୍ରୁତି ଦେଇ ଅଭିନେତ୍ରୀଙ୍କୁ ବଳାତ୍କାର ଅଭିଯୋଗ

ବିବାହର ପ୍ରତିଶ୍ରୁତି ଦେଇ ଜଣେ ଟିଭି ଅଭିନେତ୍ରୀଙ୍କୁ ବଳାତ୍କାର କରିବା ଘଟଣା ସାମ୍ନାକୁ ଆସିଛି। ଏ ନେଇ ଅଭିନେତ୍ରୀ ଉତ୍ତର ମୁମ୍ବାଇର ଓଶିଓ୍ବାରା ପୋଲିସ ଷ୍ଟେଶନରେ...

ମାଆଙ୍କ ଉଦ୍ଦେଶ୍ୟରେ ସୋସିଆଲ ମିଡିଆରେ ଥିଲା ଶେଷ ପୋଷ୍ଟ

ମୁମ୍ବାଇ: ବଲିଉଡ୍‌ର ଜଣେ ଆଗଧାଡିର କଳାକାର ସୁଶାନ୍ତ ସିଂ ରାଜପୁତ ରବିବାର ତାଙ୍କ ବାନ୍ଦ୍ରା ସ୍ଥିତ ଘରେ ଆତ୍ମହତ୍ୟା କରିଥିବା ଖବର ଆସିଛି। ଯାହା ବଲିଉଡ୍‌...

ଶେଷ ବିଦାୟରେ ରଖିଲେ ଅନୁରୋଧ: ସ୍ମିତା ପାଟିଲଙ୍କୁ ଶୁଆଇ ବୋହୂବେଶରେ କଲେ ମେକ୍‌ଅପ୍‌

ମୁମ୍ବାଇ, ୧୩।୧୨: ବଲିଉଡ ଅଭିନେତ୍ରୀ ସ୍ମିତା ପାଟିଲଙ୍କ ୩୪ତମ ପୁଣ୍ୟତିଥି ରବିବାର ପାଳିତ ହେଉଛି। ସ୍ମିତା ୧୯୫୫ ଅକ୍ଟୋବର ୧୭ରେ ପୁଣେଠାରେ ଜନ୍ମଗ୍ରହଣ କରିଥିଲେ। ଏକ...

ସୁଶାନ୍ତଙ୍କ ମୃତ୍ୟୁ ପରେ ଏପରି କହିଲେ ଭୋଜପୁରୀ ଅଭିନେତ୍ରୀ ଅକ୍ସରା ସିଂ

ବହୁ ବର୍ଷ ଧରି ବଲିଉଡରେ ନେପୋଟିଜିମ୍‌ ପ୍ରସଙ୍ଗକୁ ନେଇ ବିତର୍କ ହୋଇଥିଲା ଏବଂ ପରେ ଏହା ଶାନ୍ତ ପଡ଼ିଥିଲା। ମାତ୍ର ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ...

Advertisement
Archives

Model This Week