ଆସିମ-ହିମାଂଶୀଙ୍କ ନୂଆ ମ୍ୟୁଜିକ୍‌ ଭିଡିଓର ପୋଷ୍ଟର ରିଲିଜ୍‌

ଛୋଟ ପରଦାର ଚର୍ଚ୍ଚିତ ଶୋ’ ‘ବିଗ୍‌ ବସ୍‌-୧୩’ ମାଧ୍ୟମରେ ଚର୍ଚ୍ଚାକୁ ଆସିଥିଲେ ଆସିମ ରିୟାଜ ଏବଂ ପଞ୍ଜାବୀ ଅଭିନେତ୍ରୀ ହିମାଂଶୀ ଖୁରାନା। ଏହି ଯୋଡିଙ୍କୁ ମ୍ୟୁଜିକ ଭିଡିଓ ‘କାଲା ସୋନା ନଇଁ..’ରେ ଏକାଠି ଦେଖିବାକୁ ମିଳିଥିଲା। ପ୍ରଥମ ମ୍ୟୁଜିକ୍‌ ଭିଡିଓର ସଫଳତା ପରେ ପୁଣି ଥରେ ଏହି ଯୋଡି ଦର୍ଶକଙ୍କ ସମ୍ମୁଖକୁ ଆସିବାକୁ ରେଡ୍ଡି ହେଉଛନ୍ତି। ଆଉ ଏକ ମ୍ୟୁଜିକ୍‌ ଭିଡିଓ ‘ଖୟାଲ୍‌ ରଖନା’ରେ ସେମାନଙ୍କୁ ଦେଖିବାକୁ ମିଳିବ। ଆସିମ ଇନ୍‌ଷ୍ଟାଗ୍ରାମ୍‌ ସାଇଡ୍‌ରେ ଏହାର ଏକ ଫଟୋ ପୋଷ୍ଟକରି ଏହି ସୂଚନା ଦେଇଛନ୍ତି। ଏହି ନୂଆ ଗୀତ ଜୁନ୍‌ ୧୦ରେ ରିଲିଜ୍‌ ହେବାର ରହିଛି। ପୋଷ୍ଟରରେ ଆସିମ ଏବଂ ହିମାଂଶୀଙ୍କର କେମେଷ୍ଟ୍ରୀ ଦେଖିବାକୁ ମିଳୁଛି। ଏହି ଗୀତକୁ ଦର୍ଶକ ପସନ୍ଦ କରିବେ ବୋଲି ଆସିମ ଆଶା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ପୁଷ୍ପା’ ଗୀତରେ ଡ୍ୟାନ୍ସ କଲେ ରୁଷିଆ ଯୁବତୀ

ସୋସିଆଲ ମିଡିଆରେ ପ୍ରତିଦିନ ବିଭିନ୍ନ ପ୍ରକାର ଭିଡିଓ ଭାଇରାଲ ହୋଇଥାଏ। ବିଶେଷକରି କିଛି ଫିଲ୍ମ ଗୀତରୁ ହୁକ୍‌ ଷ୍ଟେପ ସହିତ ଜଡ଼ିତ ଚ୍ୟାଲେଞ୍ଜଗୁଡ଼ିକୁ ମଧ୍ୟ ଲୋକମାନେ...

ଇନ୍ଦ୍ରଜାଲ

ମଣିଷ ଜୀବନରେ ଅନେକ ଘଟଣା ଘଟିଥାଏ। ବେଳେବେଳେ ସେହି ଘଟଣା ମଧ୍ୟରୁ କେତେକ ପରବର୍ତ୍ତୀ ସମୟରେ ସମସ୍ୟା ସୃଷ୍ଟି କରେ। ଆଉ ତାହାର ଆଶାତୀତ ଦଣ୍ଡ...

‘ମୁନ୍ନୀ ବଦନାମ୍‌ ହୁଇ…’ ଫରହା ଖାଁଙ୍କ ପାଇଁ ଆଣିଥିଲା ଖ୍ୟାତି

ମୁମ୍ବାଇ,୯।୧: ବଲିଉଡ୍‌ର ପ୍ରସିଦ୍ଧ କୋରିଓଗ୍ରାଫର ଫରହା ଖାଁଙ୍କୁ ଶନିବାର ୫୫ ବର୍ଷ ପୂରଣ ହୋଇଛି। ସେ ୫୬ ବର୍ଷରେ ପାଦ ଦେଇଛନ୍ତି। ୧୯୬୫ ଜାନୁୟାରୀ ୯ରେ...

ବଦଳିଲା ‘ଓ୍ବିକେଣ୍ଡ କା ଓ୍ବାର’ର ସମୟ

ବମ୍ବେ: ଆରମ୍ଭରୁ ଚର୍ଚ୍ଚାରେ ବିବାଦୀୟ ରିଆଲିଟି ଶୋ’ ‘ବିଗବସ୍‌ ୧୬’। ଅକ୍ଟୋବର ପହିଲାରୁ ଶୋ’ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଗୋଟିଏ ପରେ ଗୋଟିଏ...

ଆଖିବୁଜିଲେ ଏ.ଆର ରେହମାନଙ୍କ ମା’

ବଲିଉଡର ପ୍ରସିଦ୍ଧ ସଂଗୀତ ନିର୍ଦ୍ଦେଶକ ଏ.ଆର ରେହମାନଙ୍କ ମା’ କରିମା ବେଗମଙ୍କର ସୋମବାର ପରଲୋକ ଘଟିଛି। ଗତ କିଛି ଦିନ ହେବ ସେ ଅସୁସ୍ଥ ହୋଇପଡିଥିଲେ।...

ଫର୍‌ହାନଙ୍କ ଠେଲାରୁ ଗୁପ୍‌ଚୁପ୍‌ ଖାଇଲେ ପ୍ରିୟଙ୍କା !

ମୁମ୍ବାଇ: ବଲିଉଡ୍‌ ତଥା ହଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ ଏବେ ନିଜର ଆଗାମୀ ଫିଲ୍ମ ‘ଦ ସ୍କାଇ ଇଜ୍‌ ପିଙ୍କ’ର ପ୍ରମୋଶନରେ ବ୍ୟସ୍ତ। ଚଳିତ...

ମହିଳା ହକି ଟିମ୍‌କୁ ଶୁଭେଚ୍ଛା ଜଣାଇ ଟ୍ରୋଲ୍ ହେଲେ ଫରହାନ୍‌

ମୁମ୍ବାଇ: ଟୋକିଓରେ ଚାଲିଥିବା ଅଲିମ୍ପିକ୍‌ସରେ ଭାରତୀୟ ପୁରୁଷ ହକି ଦଳ ଇତିହାସ ରଚିଛନ୍ତି । ଦୀର୍ଘ ୪୧ ବର୍ଷ ପରେ ଏମାନେ ବ୍ରୋଞ୍ଚ ପଦକ ଜିତି...

ସ୍ବାମୀ ରଣବୀର ଶୋରେଙ୍କଠାରୁ ଅଲଗା ହେବେ କୋଙ୍କଣା

ବମ୍ବେ: ଅଲଗା ହେବେ ବଲିଉଡ୍‌ର ଆଉ ଏକ ଯୋଡ଼ି। ସ୍ବାମୀ ରଣବୀର ଶୋରେଙ୍କ ସହ ସମ୍ପର୍କ ତୁଟାଇବାକୁ ନିଷ୍ପତ୍ତି ନେଇଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା।...

Advertisement
Archives

Model This Week