ଆସିଲା ଖୁସି ଖବର: ମାଙ୍କଡ଼ଠାରେ କରୋନା ପ୍ରତିଷେଧକ ଟୀକାର ସଫଳ ପ୍ରୟୋଗ; ସେପ୍ଟେମ୍ବର ସୁଦ୍ଧା ୧୦ ଲକ୍ଷ ଟୀକା ହେବ ପ୍ରସ୍ତୁତ

ଓ୍ବାଶିଂଟନ,୨୯।୪: ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କଦେଖାଛି। ଏପରିସ୍ଥଳେ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଜେନର ଇନଷ୍ଟିଚ୍ୟୁଟ୍‌ ରେ କରୋନା ପ୍ରତିଷେଧକ ଟୀକାର ସଫଳ ପ୍ରୟୋଗ ସମ୍ପନ୍ନ ହୋଇଛଇ। ସିମ୍ପାଜୀ ଶରୀରରୁ ଭୂତାଣୁ ମାଙ୍କଡ଼ଠାରେ ପ୍ରୟୋଗ କରାଯାଇଛି। ଏଥିରେ ସଫଳତା ମିଳିଥିବା ଗବେଷକ କହିଛନ୍ତି। ସିମ୍ପାଜୀଠାରୁ ସିଏଚ୍‌ଏଡିଓଏକ୍ସ୍‌-୧ ଭୂତାଣୁ ନେଇ ମାଙ୍କଡ଼ ଶରୀରରେ ଏହାକୁ ପ୍ରୟୋଗ କରାଯାଇଛି। ଏହାଦ୍ୱାରା ମାଙ୍କଡ଼ଠାରେ ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି ଘଟିଥିବା କୁହାଯାଉଛି। ଇତିମଧ୍ୟରେ ୫୦୦ ଲୋକଙ୍କୁ ଏହି ପ୍ରତିଷେଧକ ଟୀକା ଦିଆଯିବାର ଯୋଜନା କରାଯାଇଛି। ଏହାସଫଳ ରହିଲେ ସେପ୍ଟେମ୍ବର ସୁଦ୍ଧା ୧୦ ଲକ୍ଷ ପ୍ରତିଷେଧକ ଟୀକା ପ୍ରସ୍ତୁତ କରାଯିବ ବୋଲି ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଜେନର ଇନଷ୍ଟିଚ୍ୟୁଟ୍‌ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri