ଆସିଲା ଭଲ ଖବର: ଆଣ୍ଟି-ପାରାସାଇଟ୍ ଔଷଧ ଦ୍ୱାରା ୪୮ ଘଣ୍ଟାରେ ନଷ୍ଟ ହେଲା କରୋନା ଭୂତାଣୁ !

ନୂଆଦିଲ୍ଲୀ/ମେଲବୋର୍ନ,୫।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି । ତେବେ କରୋନା ଭୂତାଣୁକୁ ମାତ୍ର ୪୮ ଘଣ୍ଟାରେ ନଷ୍ଟ କରାଯାଇଥିବା ଖବର ମିଳିଛି । ଅଷ୍ଟ୍ରେଲିଆର ବୈଜ୍ଞାନିକ ଏଭଳି ଚମତ୍କାର କରି ଦେଖାଇଛନ୍ତି । ଏକ ଆଣ୍ଟି-ପାରାସାଇଟ୍ ଔଷଧର ଉପଯୋଗ ଦ୍ୱାରା ବୈଜ୍ଞାନିକ ଏଭଳି ସଫଳତା ହାସଲ କରିପାରିଛନ୍ତି । ଏନେଇ ଏକ ରିପୋର୍ଟ ଆଣ୍ଟିଭାଇରାଲ ପତ୍ରିକାରେ ପ୍ରକାଶ ପାଇଛି । ବୈଜ୍ଞାନିକମାନେ ଇବରମେକ୍ଟିନ୍ ଆଣ୍ଟି-ପାରାସାଇଟ୍ ଔଷଧ ବ୍ୟବହାର କରୋନା ଭୂତାଣୁକୁ ନଷ୍ଟ କରିଥିବା କୁହାଯାଉଛି । ଏହି ଔଷଧ କରୋନା ଭୂତାଣୁର ଆର୍‌ଏନ୍‌ଏ ସହିତ ଅନ୍ୟ ପରଜୀବୀ ଆର୍‌ଏନ୍‌ଏକୁ ସହଜରେ ନଷ୍ଟ କରିପାରିବ । ଏବେ ଏହା ଉପରେ ଅଧିକ ପରୀକ୍ଷା ନିରୀକ୍ଷା ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri