ଆସିଲା ହୋଣ୍ଡାର ନୂଆ ଆମେଜ୍‌ ଭିଏକ୍ସ ସିଭିଟି

ନୂଆଦିଲ୍ଲୀ,୨୪-୪:ପ୍ରମୁଖ ଅଟୋମୋବାଇଲ ମାନୁଫାକ୍‌ଚରର ହୋଣ୍ଡା କାର୍‌ସ ଇଣ୍ଡିଆ ଲିମିଟେଡ(ଏଚ୍‌ସିଆଇଏଲ୍‌) ପକ୍ଷରୁ ନୂଆ ଆମେଜ୍‌ ଭିକ୍ସ ସିଭିଟି ବଜାରକୁ ଆସିଛି। ହୋଣ୍ଡା ଆମେଜ୍‌ ଫ୍ୟାମିଲି ସେଡାନ୍‌ ବର୍ଗରେ କମ୍ପାନୀର ଏକ ଲୋକପ୍ରିୟ ବ୍ରାଣ୍ଡ ହୋଇଥିବା ବେଳେ ଏଥିରେ ଏକ ନୂଆ ଗ୍ରେଡ ଯୋଡି ହୋଇଛି। ଉଭୟ ପେଟ୍ରୋଲ ଏବଂ ଡିଜେଲ ଭାରିଆଣ୍ଟରେ ଏହା ଉପଲବ୍ଧ। ଏସ୍‌ ଏବଂ ଭି ଗ୍ରେଡ୍‌ରେ ସିଭିଟି ଭାରିଆଣ୍ଟ ଉପଲବ୍ଧ ହେବ ବୋଲି କମ୍ପାନୀ ପ୍ରକାଶ କରିଛି। ଏହି ସେଗ୍‌ମେଣ୍ଟରେ ଦ୍ୱିତୀୟ ପିଢି ହୋଣ୍ଡା ଆମେଜ ଏକ ଲୋକପ୍ରିୟ ମଡେଲ ହୋଇ ପାରିଛି ବୋଲି କମ୍ପାନୀର ବିକ୍ରି ଓ ମାର୍କେଟିଂ ନିର୍ଦ୍ଦେଶକ ତଥା ବରିଷ୍ଠ ଉପସଭାପତି ରାଜେଶ ଗୋଏଲ ସୂଚନା ଦେଇଛନ୍ତି। ପେଟ୍ରୋଲ ଏବଂ ଡିଜେଲ ବର୍ଗରେ ଗ୍ରାହକମାନେ ଅତ୍ୟାଧୁନିକ ସିଭିଟି ମଡେଲ ପ୍ରତି ଆଗ୍ରହ ଦେଖାଉଛନ୍ତି। ଏଭଳି ପ୍ରସଙ୍ଗକୁ ଧ୍ୟାନରେ ରଖି ନୂଆ ମଡେଲଟିକୁ ବଜାରକୁ ଆଣିଛୁ ବୋଲି ଗୋଏଲ କହିଛନ୍ତି। ନୂଆ ମଡେଲଟିରେ ଅତ୍ୟାଧୁନିକ ଇନଫୋଟେନମେଣ୍ଟ ସିଷ୍ଟମ, ସାଟେଲାଇଟ ସଂଯୁକ୍ତ ହୋଇଥିବା ଟର୍ନ ସିଷ୍ଟମ, ଅଗ୍ରଣୀ ସ୍ମାର୍ଟଫୋନ କନେକ୍ଟିଭିଟି, ଆଇଆର୍‌ ରିମୋଟ କଣ୍ଟ୍ରୋଲ, ଅତିରିକ୍ତ ୟୁଏସ୍‌ବି ଇନ୍‌ପୋର୍ଟ, ରିୟର କ୍ୟାମେରା ଗାଇଡ୍‌ ଭଳି ବୈଶିଷ୍ଟ୍ୟ ଗ୍ରାହକ ଏଥିରେ ଲାଭ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋନ୍‌ ନେଇଥିବା ଲୋକଙ୍କୁ ଲାଗିବ ବଡ଼ ଝଟକା: ମହଙ୍ଗା ହେବ EMI! ଅକ୍ଟୋବରରୁ RBI …

ନୂଆଦିଲ୍ଲୀ,୧୬।୯: ଯଦି ଆପଣ ବ୍ୟାଙ୍କରୁ ହୋମ ଲୋନ, କାର୍‌ ଲୋନ କିମ୍ବା ପର୍ସନାଲ ଲୋନ ନେଇଛନ୍ତି, ତେବେ ଆଗାମୀ ଦିନରେ ଆପଣଙ୍କ ଉପରେ ଅତିରିକ୍ତ EMI ବୋଝ…

ଚା’-ପକୋଡ଼ି, ପରିବା ବ୍ୟବସାୟୀଙ୍କ ଟେନସନ ବଢ଼ିବ! UPIର ୧ ଲକ୍ଷ ଲିମିଟ୍‌କୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ, ୧୬।୯: UPI ପେମେଣ୍ଟକୁ ନେଇ ଏବେ ବଡ଼ ଚର୍ଚ୍ଚା। ଦୁଇ ହଜାର ଟଙ୍କାରୁ ଅଧିକ ମର୍ଚ୍ଚାଣ୍ଟ UPI ପେମେଣ୍ଟ ଉପରେ MDR ବା Merchant Discount…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଗାଡ଼ି ଲାଇଟ୍‌ ଉପରେ ସରକାର ଆଣୁଛନ୍ତିି ବଡ଼ ନିୟମ, ଜାଣନ୍ତୁ କ’ଣ ହେବ ପରିବର୍ତ୍ତନ

ନୂଆଦିଲ୍‌ଲୀ,୧୫।୯: ରାତି ସମୟରେ ରାସ୍ତାରେ ଗାଡ଼ିଗୁଡ଼ିକର ହାଇ ବିମ (High Beam) ହେଡଲାଇଟ ଆଖି ଝଲସାଇ ଦେବା ସଡ଼କ ଦୁର୍ଘଟଣାର ଏକ ବଡ଼ କାରଣ ପାଲଟିଛି। ଏହି…

କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର, DA ବୃଦ୍ଧିକୁ ନେଇ ଆସିଲା ବଡ଼ ଅପଡେଟ୍‌! ଏହିଦିନ…

ନୂଆଦିଲ୍ଲୀ,୧୫।୯: ଦେଶର ୫୦ ଲକ୍ଷରୁ ଅଧିକ କେନ୍ଦ୍ରୀୟ କର୍ମଚାରୀ ଏବଂ ୬୫ ଲକ୍ଷରୁ ଊର୍ଦ୍ଧ୍ୱ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସୁଛି। ପାର୍ୱଣ…

ମହିଳାଙ୍କୁ ୨ କୋଟି ଦେବ ଏହି ବଡ଼ ବ୍ୟାଙ୍କ୍‌! ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ନୂଆଦିଲ୍ଲୀ,୧୫।୯: ଯଦି ଆପଣ ଜଣେ ମହିଳା ଏବଂ ନିଜର ନୂଆ ବ୍ୟବସାୟ ଆରମ୍ଭ କରିବାର ସ୍ୱପ୍ନ ଦେଖୁଛନ୍ତି କିମ୍ୱା ନିଜର ଚାଲୁଥିବା ବ୍ୟବସାୟକୁ ଆଗକୁ ବଢ଼ାଇବାକୁ ଚାହୁଁଛନ୍ତି,…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?