Posted inଫୁରସତ

ଆସୁଛି ରାଖୀପୂର୍ଣ୍ଣିମା: ଶୁଣନ୍ତୁ ଏହି ଗୀତ, ଭଉଣୀଙ୍କ ସହ ସମ୍ପର୍କକୁ କରନ୍ତୁ ନିବିଡ଼

ଭଉଣୀ ଭାଇର ପବିତ୍ର ସମ୍ପର୍କକୁ ସୁଦୃଢ଼ କରିଥାଏ ରାଖୀ। ତେବେ ବର୍ଷରେ ଥରୁଟିଏ ଆସୁଥିବା ଏହି ରାଖୀପୂର୍ଣ୍ଣିମାକୁ ସବୁ ଭାଇଭଉଣୀ ଉତ୍ସୁକତାର ସହ ଅପେକ୍ଷା କରିଥାନ୍ତି। ରକ୍ଷାବନ୍ଧନ ଆସିଗଲେ ବଜାରରେ ରାଖୀ, ମିଠା, ଚକୋଲେଟ୍‌ ସହ ଗିଫ୍ଟ ଦୋକାନରେ ପ୍ରବଳ ଭିଡ଼ ଦେଖିବାକୁ ମିଳେ। ରକ୍ଷାକବଚ ଭାବି ଭଉଣୀଟିଏ ଭାଇଙ୍କ ହାତରେ ପବିତ୍ର ଡୋରିକୁ ବାନ୍ଧି ଦେଇଥାଏ। ଏହାର ପ୍ରତିବଦଳରେ ଏହି ଦିନକୁ ଅଧିକ ସ୍ମରଣୀୟ କରିବା ଲାଗି ଭାଇମାନେ ଭଉଣୀକୁ ଭଲପାଆନ୍ତୁ। ଏପରି କିଛି ଗୀତ ରହିଛି ଯାହାକୁ ଶୁଣିଲେ ଭଉଣୀଙ୍କ ପ୍ରତି ସ୍ନେହ ଦ୍ୱିଗୁଣିତ ହେବା ସହ ଆଖିରୁ ଆନନ୍ଦାଶ୍ରୁ ବୋହି ଯିବ। ଜାଣନ୍ତୁ ସେ ସମ୍ପର୍କରେ…

‘ଇସେ ସମ୍‌ଝୋ ନା ରେସମ କା ତାର ଭାୟା’
ଚଳଚ୍ଚିତ୍ର – ତିରଙ୍ଗା

https://www.youtube.com/watch?v=Zc5JcQSWxs4

‘ଭାୟା ମେରି ରାଖୀକେ ବନ୍ଧନ କୋ ନିଭାନା’
ଚଳଚ୍ଚିତ୍ର -ଛୋଟି ବେହେନ

ରଙ୍ଗ ବେରଙ୍ଗୀ ରାଖୀ ଲେକର
ଚଳଚ୍ଚିତ୍ର- ଅନ୍‌ପଢ

‘ଚନ୍ଦାରେ ମେରେ ଭାୟାସେ କେହେନା ’
ଚଳଚ୍ଚିତ୍ର- ଚମ୍ବଲ କି କସମ

ହମ୍‌ ବେହେନୋ କେ ଲିଏ ମେରୀ ଭାୟା ଆତା ହେ ଏକ ଦିନ୍‌ ସାଲ ମେ
ଚଳଚ୍ଚିତ୍ର – ଅନ୍‌ଞ୍ଜାନ

 

 

 

 

 

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri