Advertisement

ଆସୁଛି ଲଘୁଚାପ: ରାଜ୍ୟରେ ୭ ତାରିଖ ଯାଏ ବର୍ଷା ସମ୍ଭାବନା, ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୪ା୫(ବ୍ୟୁରୋ): ଆଣ୍ଡାମାନ ସାଗର ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେଇପାରେ। ଏ ନେଇ ଆସନ୍ତା ୭ ତାରିଖ ଯାଏ ରାଜ୍ୟର କିଛି ସ୍ଥାନାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୫ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏଥିପାଇଁ ୧୨ ଜିଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। କିଛି ଜିଲାରେ ୫୦ରୁ ୬୦ କିମି ବେଗରେ ପବନ ରହିବା ସହ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସ୍କୁଲ ବ୍ୟାଗ୍‌ ତାଗିଦ: ଜିଲାପାଳଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ସଚିବ

ଭୁବନେଶ୍ୱର,୧୪।୨(ବ୍ୟୁରୋ): ସ୍କୁଲ ପିଲାଙ୍କ ବ୍ୟାଗ ଓଜନ କମ୍‌ ପ୍ରସଙ୍ଗରେ ପୁଣି ଚିଠି ଲେଖିଛି ଗଣଶିକ୍ଷା ବିଭାଗ। ରାଜ୍ୟର ସମସ୍ତ ଜିଲାପାଳଙ୍କୁ ଶୁକ୍ରବାର ଚିଠି ଲେଖି ଗଣଶିକ୍ଷା...

ପ୍ରକାଶ ପାଇଲା ଓଟିଇଟି ପରୀକ୍ଷା ଫଳ

କଟକ ଅଫିସ,୨୦ା୯: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି।...

ନୂଆ ମୋଟର ଯାନ ଆଇନ ଅଡୁଆ: ପରିବହନ ବିଭାଗରେ ଖୋଲିଲା କଲ୍‌ ସେଣ୍ଟର; ସକାଳ ୮ରୁ ରାତି ୧୦ଟା ଯାଏ ଖୋଲା ରହିବ

ଭୁବନେଶ୍ୱର, ୮।୯(ବ୍ୟୁରୋ): ସେପ୍ଟେମ୍ବର ପହିଲାରୁ ରାଜ୍ୟରେ ସଂଶୋଧିତ ମୋଟର ଯାନ ଆଇନ ଲାଗୁ କରାଯାଇଛି। ଜରିମାନା ରାଶିକୁ କେଇ ଗୁଣା ବଢାଇ ଦିଆଯାଇଛି। ଏହାକୁ ନେଇ...

ଆଜି କଟକରୁ ୧୧୫ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୩।୮-କଟକ ସହରରୁ ଗୁରୁବାର ପୁଣି ୧୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୬୩ ଜଣ, କଣ୍ଟେନମେଣ୍ଟ ଜୋନରୁ ୨୪...

୩୦% କମିଲା ସିଲାବସ୍‌

ଭୁବନେଶ୍ୱର,୨୬।୮(ବ୍ୟୁରୋ): କରୋନା ପାଇଁ ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ କମିଲା ସିଲାବସ୍‌। ୩୦% ସିଲାବସ୍‌ ହ୍ରାସ ହୋଇଥିବା ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ...

ମା’ବାପାଙ୍କ ଆଗରେ ଚାଲିଗଲା ୨ ପିଲାଙ୍କ ଜୀବନ

ରମ୍ଭା,୧୦ା୩-ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥର ସାବୁଳିଆ ଛକରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ବିବାହ ଉତ୍ସବରେ ଯୋଗଦେବାକୁ...

ଦୁର୍ଦ୍ଦାନ୍ତ ସାଗର ପରିଡା ଏନ୍‌ଏସ୍‌ଏରେ ବୁକ୍‌: ତାଙ୍କ ନାମରେ ରହିଛି ୧୬ରୁ ଊର୍ଦ୍ଧ୍ୱ ମାମଲା

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ଜେଲରେ ଥିବା ଦୁର୍ଦ୍ଦାନ୍ତ ସାଗର ପରିଡାଙ୍କୁ କମିଶନରେଟ ପୋଲିସ ଏନ୍‌ଏସ୍‌ଏରେ ବୁକ୍‌ କରିଛି। ତାଙ୍କ ନାମରେ ୧୬ରୁ ଊର୍ଦ୍ଧ୍ୱ ମାମଲା ରହିଛି। ବିଶେଷକରି ବୋମା...

ଆସନ୍ତା ୨୧ରୁ ଯୁକ୍ତ ୨ ଆଡ୍‌ମିଶନ୍‌ ପାଇଁ ଆବେଦନ କରିପାରିବେ ଛାତ୍ରୀଛାତ୍ର, ଜାଣନ୍ତୁ କେତେ ରହିଛି ଫି’..

ଭୁବନେଶ୍ୱର,୧୨।୮(ବ୍ୟୁରୋ): ଚଳିତ ବର୍ଷ +୨ ଆଡମିଶନ ନେଇ ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଗଷ୍ଟ...

Advertisement
Archives

Model This Week