ଆସୁଛି ହାଲ୍‌କା ହଳଦିଆ ରଙ୍ଗର ୨୦ ଟଙ୍କିଆ ନୋଟ୍‌

ମୁମ୍ବାଇ,୨୮-୪: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଖୁବଶୀଘ୍ର ୨୦ ଟଙ୍କିଆ ନୂଆ ନୋଟ୍‌ ବଜାରକୁ ଛାଡ଼ିବାକୁ ଯାଉଛି। ମହାତ୍ମା ଗାନ୍ଧୀ  ସିରିଜର ଏହି ନୂଆ ନୋଟ୍‌ରେ ଗଭର୍ନର ଶକ୍ତିକାନ୍ତ ଦାସଙ୍କ ସ୍ବାକ୍ଷର ରହିବ। ଆର୍‌ବିଆଇ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ, ନୂଆ ନୋଟ୍‌ ହାଲ୍‌କା ହଳଦିଆ-ସବୁଜ ରଙ୍ଗର ହେବ। ନୋଟ୍‌ର ପଛ ଭାଗରେ ଦେଶର ସାଂସ୍କୃତିକ ଐତିହ୍ୟର ଝଲକ ସ୍ବରୂପ ଏଲୋରା ଗୁମ୍ଫାର ଚିତ୍ର ରହିବ। ତେବେ ପୁରୁଣା ସମସ୍ତ ୨୦ ଟଙ୍କିଆ ନୋଟ୍‌ ବୈଧ ରହିବ। ନୋଟ୍‌ର ମଧ୍ୟଭାଗରେ ମହାମତ୍ା ଗାନ୍ଧୀଙ୍କ ଫଟୋ ସହିତ ସମସ୍ତ ସୁରକ୍ଷା ବ୍ୟବସ୍ଥା ରହିବ। ଏହାବ୍ୟତୀତ ଆର୍‌ବିଆଇ,ଭାରତ, ଇଣ୍ଡିଆ ଓ ୨୦ ସଂଖ୍ୟା ଲେଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକରୁ ଶିକ୍ଷା ଉଦ୍ୟୋଗୀ

ପିଲାଟି ଦିନରୁ ମାତାପିତାଙ୍କୁ ହରାଇଥିବା ଜଣେ ମେଧାବୀ ଛାତ୍ର ଯେ କେବେ ଶହ ଶହ ପିଲାଙ୍କର ଦାୟିତ୍ୱ ବହନ ସହ ଅଭିଭାବକ ଓ ଗୁରୁଙ୍କ ଭୂମିକା...

ଫେବୃୟାରୀ ୨୩ରେ ୫ମ ଓଟିସି

ଭୁବନେଶ୍ୱର,୧୨।୧: ରାଜ୍ୟର ପ୍ରମୁଖ ଘରୋଇ ଶିଳ୍ପ ସଂଘ ‘ହୋଟେଲ ଏବଂ ରେଷ୍ଟରାଣ୍ଟ ଆସୋସିଏଶନ ଓଡ଼ିଶା (ହାରୋ) ପକ୍ଷରୁ ଚଳିତ ବର୍ଷ ଫେବୃୟାରୀ ୨୩ରେ ଓଡ଼ିଶା ଟୁରିଜମ୍‌...

ଇଭୋଲ୍‌ଭ ଫ୍ୟାଶନ ଷ୍ଟୋର ଉଦ୍‌ଘାଟିତ

ଭୁବନେଶ୍ୱର,୨୦।୧୦: ଦେଶର ଜଣାଶୁଣା ଫ୍ୟାଶନ ଡିଜାଇନରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରିମିୟମ ବର୍ଗର ମହିଳା ପୋଷାକ ସାଙ୍ଗକୁ ଗହଣା ଡିଜାଇନର ସମ୍ଭାରକୁ ନେଇ ଏକ ଆକର୍ଷଣୀୟ ଷ୍ଟୋର...

ପ୍ରମୁଖ ଉଦ୍ୟୋଗ କ୍ଷେତ୍ରରେ ମାନ୍ଦାବସ୍ଥା ଜାରି; କୋର୍‌ ସେକ୍ଟର ଅଭିବୃଦ୍ଧି ୧.୫% କମିଲା

ନୂଆଦିଲ୍ଲୀ,୧-୧: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ଲଗାତାର ଭାବେ ଶିଳ୍ପ କ୍ଷେତ୍ର ଅଭିବୃଦ୍ଧି ଖସୁଛି। ନଭେମ୍ବରରେ ୮ କୋର୍‌ ସେକ୍ଟର ଭିତ୍ତିଭୂମି ଶିଳ୍ପଉଦ୍ୟୋଗ ର...

ବିଓଏମ୍‌ର ୪ର୍ଥ ତ୍ରୈମାସିକ ଫଳାଫଳ

ନୂଆଦିଲ୍ଲୀ,୨୯।୪: ବ୍ୟାଙ୍କ ଅଫ୍‌ ମହାରାଷ୍ଟ୍ର (ବିଓଏମ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକରେ ୨୦୨୨-୨୩ ଆର୍ଥିକ ବର୍ଷର ୪ର୍ଥ ତ୍ରୈମାସିକ ଫଳାଫଳ ସମ୍ପର୍କରେ ଘୋଷଣା କରାଯାଇଛି। ୪ର୍ଥ ତ୍ରୈମାସରେ...

ମିଳିଲା ଦ୍ୱିତୀୟ ପର୍ଯ୍ୟାୟ ସୁଇସ୍‌ ଆକାଉଣ୍ଟ ତଥ୍ୟ

ମୁମ୍ବାଇ: ଭାରତ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ସୁଇସ୍‌ ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ଲାଭ କରିଛି। ଟିକସ ସମ୍ପର୍କିତ ସୂଚନା ଆଦାନ ପ୍ରଦାନ ଲାଗି ଭାରତ ଏବଂ...

ଅକ୍ସିଜେନ ଯୋଗାଣ: ଆଗେଇ ଆସିଛି ଶିଳ୍ପ ଜଗତ

ନୂଆଦିଲ୍ଲୀ,୨୬।୪: କୋଭିଡ୍‌-୧୯ର ଦ୍ୱିତୀୟ ଲହର ଯୋଗୁ ସାରା ଦେଶରେ ସଂକ୍ରମଣ ଏବେ ବଢିଚାଲିଛି। ଏଭଳି ସ୍ଥିତିରେ ମେଡିକାଲ ଅକ୍ସିଜେନର ଅଭାବ ଏକ ପ୍ରମୁଖ ସମସ୍ୟା ଭାବେ...

ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥାରେ ନଗଦ ଅଭାବ

ମୁମ୍ବାଇ,୨୧ା୪: ସରକାରୀ ଖର୍ଚ୍ଚରେ ସୁପ୍ତତା ଏବଂ ନିର୍ବାଚନ ସଂକ୍ରାନ୍ତ ଖର୍ଚ୍ଚ ବୃଦ୍ଧି ଯୋଗୁ ଦେଶର ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ନଗଦ ଅଭାବ ଦେଖାଦେଇଛି। ବର୍ତ୍ତମାନ ବ୍ୟବସ୍ଥାରେ ପ୍ରାୟ ୭୦...

Advertisement
Archives

Model This Week